-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ବିଶ୍ଵ ହୃତପିଣ୍ଡ ଦିବସ ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଜିଲ୍ଲା ପ୍ରଶାସନ ଦ୍ବାରା ପାଳିତ।

09-Oct-2025



ସୁବର୍ଣ୍ଣପର (ମନୋରଞ୍ଜନ ତ୍ରିପାଠୀ)
ଜିଲ୍ଲା ପ୍ରଶାସନ ଦ୍ବାରା ବିଶ୍ଵ ହୃତପିଣ୍ଡ ଦିବସ ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ପାଳିତ ହୋଇଛି। ସାଧାରଣତଃ ପ୍ରତି ବର୍ଷ ସେପ୍ଟେମ୍ବର ୨୯ ତାରିଖ ବିଶ୍ଵ ହୃତପିଣ୍ଡ ଦିବସ ପାଳିତ ହୁଏ। କିନ୍ତୁ ବର୍ତ୍ତମାନର ଆବଶ୍ୟକତାକୁ  ଦୃଷ୍ଟିରେ ରଖି ଓ ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ପାଇଁ ଆଜି ବିଶ୍ଵ ହୃତପିଣ୍ଡ ଦିବସ ଜିଲ୍ଲା ସ୍ତରରେ ଜିଲ୍ଲା ପ୍ରଶାସନ ଦ୍ବାରା ପାଳିତ ହୋଇଛି।ଏହି ବିଶ୍ଵ ହୃତପିଣ୍ଡ ଦିବସ ପାଳନ ଅବସରରେ ସୁବର୍ଣ୍ଣପୁର ଜିଲ୍ଲାପାଳ, ଡ଼ ନୃପରାଜ୍ ସାହୁ, ଅତିରିକ୍ତ ଜିଲ୍ଲାପାଳ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିବା ବେଳେ, ରାଜସ୍ବ, ସୁବର୍ଣ୍ଣପୁର, ଶ୍ରୀ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ, ସାଧାରଣ, ସୁବର୍ଣ୍ଣପୁର, ଶ୍ରୀମତି ଅଞ୍ଜଲିନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର ଶ୍ରୀ ଅଶ୍ୱିନୀ କୁମାର ମେହେର, ଉପ ଜିଲ୍ଲାପାଳ, ସୋନପୁର, ଶ୍ରୀମତି ସୌମ୍ୟାରୁପା ରଥ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ଵାସ୍ଥ୍ୟ ଅଧିକାରୀ, ସୁବର୍ଣ୍ଣପୁର ସମ୍ମାନିତ ଅତିଥି ଭାବେ ଯୋଗଦାନ କରିଥିଲେ। ଏହି ବିଶ୍ବ ହୃତପିଣ୍ଡ ଦିବସ ପାଳନ  ଅବସରରେ ବିଭିନ୍ନ ବିଭାଗଜିଳ ସ୍ତରୀୟ ଅଧିକାରୀ ବୃନ୍ଦ ଓ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗର ବରିଷ୍ଟ ଡାକ୍ତର ବୃନ୍ଦ ଓ କର୍ମଚାରୀ ବୃନ୍ଦ ଉପସ୍ଥିତ ଥିଲେ।  ଏହି ବିଶ୍ଵ ହୃତପିଣ୍ଡ ଦିବସରେ ହୃତପିଣ୍ଡ ଓ ତା କାର୍ଯ୍ୟ, କିପରି ହୃତପିଣ୍ଡ ଯତ୍ନନେବା, ହୃତପିଣ୍ଡର ସୁସ୍ଥତା ପାଇଁ  ଆବଶ୍ୟକୀୟ ଦିନଚର୍ଯ୍ୟା ଉପରେ ମୁଖ୍ୟ ଅତିଥି ତଥା ଜିଲ୍ଲାପାଳ, ସୁବର୍ଣ୍ଣପୁର, ସମ୍ମାନିତ ଅତିଥି, ଉପଜିଲ୍ଲାପାଳ, ସୋନପୁର,  ଡ଼. ଜିତାରାମ୍ ବିଡ, ଡ. ରମେଶ ଚନ୍ଦ୍ର ସ୍ୱାଇଁ, ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ, ଡ଼ ରଞ୍ଜନ କୁମାର ଦାସ,ଶ୍ରୀ ଉମାକାନ୍ତ ନାଗ, ଅଧ୍ୟାପକ, ଜୀବ ବିଜ୍ଞାନ, ସୋନପୁର ରାଜ ମହାବିଦ୍ୟାଳୟ ବିଶଦ ଭାବେ ସେମାନଙ୍କର ବକ୍ତବ୍ୟ ମାଧ୍ୟମରେ ଉପସ୍ଥିତ ସମସ୍ତଙ୍କୁ ଅବଗତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like