-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ଜୀବନ ଯୁଦ୍ଧରେ ବଞ୍ଚିବା ପାଇଁ ସଂଘର୍ଷ କରୁଛନ୍ତି ଟିମନ ବାଗ ଙ୍କ ତିନି ପୁଅଝିଅ, ସରକାରୀ ସହଯୋଗ ପାଇଁ ପ୍ରଶାସନ ଙ୍କୁ ଗୁହାରି କରି ନିରାଶ ଭିନ୍ନକ୍ଷମଙ୍କ ବାପାମାଆ

09-Oct-2025



ବେଲପଡା(ପ୍ରେରଣା ଖବର):  ମଣିଷକୁ ଯେତେବେଳେ ଦୁଃଖ ଆସେ, ତାର ଭାଇ ବନ୍ଧୁ ସହିତ ଆସେ l ପରିସ୍ଥିତି ଆଗରେ ମଣିଷ ଏତେ ବିବସ୍ ଏବଂ ଅସହାୟ ଯେ ସେ ଚାହିଁଲେ ବି କିଛି କରିପାରେ ନାହିଁ l ଏପରି କିଛି ବିଷମ ପରିସ୍ଥିତି ର ସାମନା କରି ପ୍ରତିଦିନ ଜୀବନ ଯୁଦ୍ଧରେ ଦୁଃଖ ଓ ଯନ୍ତ୍ରଣା ସହ ଜୁଝୁଛନ୍ତି ଟିମନ ବାଗ ସଙ୍ଗୀତା ବାଗ ଙ୍କ ପରିବାର l ବଲାଙ୍ଗୀର ଜିଲ୍ଲା ବେଲପଡ଼ା ବ୍ଲକ ଘାଗୁର୍ଲି ଗାଁ ର  ବାସିନ୍ଦା ଟିମନ କିଛି ଛୋଟ ମୋଟ  ବ୍ୟବସାୟ କରି ନିଜ ପରିବାର ପୋଷଣ କରନ୍ତି l ଏହି ଦମ୍ପତ୍ତି ଙ୍କ ୪  ପୁଅଝିଅ ମଧ୍ୟରୁ ଗୋଟିଏ ଝିଅ ଯଶୋବନ୍ତ(୧୮), ମୁକେଶ(୧୭) ଓ ଦୀପକ(୧୫) ହେଉଛନ୍ତି ଜନ୍ମରୁ ଭିନ୍ନକ୍ଷମ l ନିଜ ଜନ୍ମ କଲା ପୁଅ ଝିଅ ଙ୍କୁ ଅତି କଷ୍ଟରେ ଅନେକ ଝଡଝଞ୍ଜା ଅତିକ୍ରମ କରି ଲାଳନପାଳନ କରୁଛନ୍ତି ସ୍ଵାମୀ ସ୍ତ୍ରୀ l ଝିଅ ଯଶୋବନ୍ତ କଲେଜ ମଧ୍ଯ ପାଦ ମାଡିଥିଲା କିନ୍ତୁ ଶାରୀରିକ ଅକ୍ଷମତା ଯୋଗୁଁ ପାଠ ପଢି ପାରିନଥିଲା । ନିଜ ତିନି ପୁଅ ଝିଅ ର ଚିକିତ୍ସା ପାଇଁ  ବିଚରା ଟିମନ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରିସାରିଲେଣି କିନ୍ତୁ ତାଙ୍କୁ ମିଳିଛି କେବଳ ଦୁଃଖ ଓ ନୈରାଶ୍ଯ l  ସବୁଠାରୁ ଚିନ୍ତାର ବିଷୟ ମୁକେଶ ଓ ଦୀପକ ମଧୁମେହ ରୋଗରେ ପୀଡିତ ଓ ପ୍ରତିମାସରେ  ଇନସୁଲିନ ବାବଦକୁ ହାରହାରି ହଜାର ଟଙ୍କା ଖର୍ଚ୍ଚ କରୁଛନ୍ତି ଟିମନ । ସରକାରୀ ସାହାଯ୍ଯ କହିଲେ ୩୫ଶହ ଟଂକା ଭତ୍ତା ଓ ଅନ୍ତୋଦୟ କାର୍ଡ l ଏହା ବ୍ୟତିତ ଅନ୍ୟ କୌଣସି ସରକାରୀ ସାହାଯ୍ଯ ସହଯୋଗ ପାଇ ନାହାଁନ୍ତି ଟିମନ । ବିଡିଓ ଙ୍କ ଠାରୁ ଆରମ୍ଭ କରି ଜିଲ୍ଲାପାଳଙ୍କ ପର୍ଯ୍ୟନ୍ତ ସବୁଠାରେ ନିଜର ଦୁଃଖ ର କାହାଣୀ କହି ସାରିଲା ପରେ  ବି  ଟିମନ ଏବେ ନିରାଶ ହୋଇ ଭାଗ୍ୟକୁ ଆଦରି ରହିଛନ୍ତି l ଏପରି ପରିସ୍ଥିତିରେ ସରକାର ଟିମନ ଙ୍କ ତିନି ପୁଅଝିଅ ର ଚିକିତ୍ସା ଖର୍ଚ୍ଚ ବହନ କଲେ ଏମାନେ ପୁଣିଥରେ ନିଜର ଭିବିଷ୍ୟତ ଗଢି ପାରନ୍ତେ ବୋଲି ମତପ୍ରକାଶ ପାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like