-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସିକୁଆଁରୁ ବଲାଙ୍ଗୀର ବିଜେଡିର ଜନସମ୍ପର୍କ ପଦଯାତ୍ରାର ଶୁଭାରମ୍ଭ

09-Oct-2025



ବଲାଙ୍ଗୀର- ଆଜିଠାରୁ ବିଜୁଜନତାଦଳର ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀରୁ ବିଜେଡି ଦଳର ପଦଯାତ୍ରା ଆରମ୍ଭ କରାଯାଇଛି । ସେହିକ୍ରମରେ ବଲାଙ୍ଗୀର ନିର୍ବାଚନମଣ୍ଡଳୀର ଦେଓଗାଁ ବ୍ଲକର ସିକୁଆଁରୁ ଏହି ପଦଯାତ୍ରାର ଶୁଭାରମ୍ଭ କରାଯାଇଛି। ସିକୁଆଁର ଐତିହ୍ୟପୀଠ ପୁରାତନ ଶିବମନ୍ଦିରଠାରୁ ଏହି ପଦଯାତ୍ରାକୁ ଆରମ୍ଭ କରାଯାଇଥିଲା ଓ ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓଙ୍କ ନିର୍ଦ୍ଦେଶରେ ବଲାଙ୍ଗୀର ପୌରାଧ୍ୟକ୍ଷା ଲିକା ସାହୁ ଏହାକୁ ଉଦଘାଟନ କରିଥିଲେ । ଦେଓଗାଁ ବିଜେଡି ବ୍ଲକ ସଭାପତି ସୁଶୀଳ କୁମାର ଚାନ୍ଦଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଜେଡିର ବରିଷ୍ଠନେତା ତଥା ପୂର୍ବତନ ବିଡିସିସି ସଭାପତି ଲକ୍ଷ୍ମଣ କୁମାର ମେହେର, ବରିଷ୍ଠ ନେତା ଉମାଶଙ୍କର ସିଂ, ଗୋପାଳଚନ୍ଦ୍ର ମିଶ୍ର, ଦେଓଗାଁ ବ୍ଲକ 

ଅଧ୍ୟକ୍ଷ ଦୟାନିଧି ଖମାରୀ, ଜିଲ୍ଲାପରିଷଦ ସଭ୍ୟା ମମତା କୁମୁରା, ସୁମତୀ ସେଠ, ଅନ୍ତର୍ଯ୍ୟାମୀ ଭୋଇ,ଜିଲ୍ଲା ସାମାଜିକ ଗଣମାଧ୍ୟମ ସଂଯୋଜକ ବିଭୁତିଭୂଷଣ ମିଶ୍ର, ସମିତି ସଭ୍ୟ ଅଭିମନ୍ୟୁ ମାଝୀ, ଦୀପକ ବେହେରା,କବି ସାହୁ, ବଲାଙ୍ଗୀର ପୌରପାଳିକାର କାଉନସିଲର ଗଙ୍ଗାଧର ଚାନ୍ଦ, ଲାଲୁ ପଟ୍ଟନାୟକ, ଶତୃଘ୍ନ ନାଗ ପ୍ରମୁଖଙ୍କ ସହ ଶତାଧିକ ପୁରୁଷ/ମହିଳା କର୍ମୀ ସାମିଲ ଥିଲେ । ଏହି ପଦଯାତ୍ରା ସିକିଆଁ, ସିଲେଟ କାନୀ ଓ ବଡବନ୍ଧକୁ ଯାଇଥିଲା । ନବୀନ ପଟ୍ଟନାୟକ ସରକାର ଅମଳରେ କରାଯାଇଥିବା ବିକାଶମୂଳକ କାମ ଉପରେ ନେତାଗଣ ଜନସାଧାରଣଙ୍କୁ ଅବଗତ କରାଇଥିଲେ । ଶେଷରେ ବଡବନ୍ଧ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଏକ ସାଧାରଣ ସଭା କରାଯାଇଥିଲା ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like