-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ପଞ୍ଚାୟତ କାର୍ଯ୍ୟାଳୟ ରୁ ରନ୍ଧା ହରିଣ ମାଂସ ଜବତ ଘଟଣା, ଅଭିଯୁକ୍ତ ମାନଙ୍କୁ ତୁରନ୍ତ ଗିରଫ ଦାବିରେ ଆଠଗଡ ଉପଜିଲ୍ଲାପାଳଙ୍କୁ ଦାବିପତ୍ର ଦେଲେ ପରିବେଶ କର୍ମୀ

10-Oct-2025



ଆଠଗଡ(ପ୍ରେରଣା ଖବର): ଗତ ମଙ୍ଗଳବାର ସନ୍ଧ୍ୟାରେ ଆଠଗଡ ବ୍ଲକ ଅନ୍ତର୍ଗତ ମହାକାଳବସ୍ତ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟରେ ମଦ ଓ ଜଙ୍ଗଲ ମାଂସ ଭୋଜି ଚଲ୍ ଥିବା ଖବର ପାଇ ଆଠଗଡ ବନବିଭାଗ କୌଣସି ସୂତ୍ରରୁ ଖବରପାଇ ଚଢାଉ କରିଥିଲା।ଚଢାଉ ବେଳେ ପଞ୍ଚାୟତ ର ନାଏବ ସରପଞ୍ଚ ଅଶୋକ କୁମାର ରାଉଳ ଓ ଅନ୍ୟ ସହଯୋଗୀ ମାନେ ଖସିଯିବାକୁ ସମର୍ଥ ହୋଇଥିଲେ। ବନ କର୍ମଚାରୀମାନେ ରନ୍ଧା ମାଂସ ଜବତ କରିବା ସହ ଜଣେ ନିରୀହ ଗ୍ରାମବାସୀ ଗିରଫ କରି କୋର୍ଟ ଚାଲାଣ କରି ଚୁପ୍ ବସିଯାଇଛି। ସଂପୃକ୍ତ ନାଏବ ସରପଞ୍ଚ ଙ୍କ ସହ ଫେରାର ହୋଇଥିବା ଅନ୍ୟ ୫ ଜଣ ସହଯୋଗୀଙ୍କୁ ତୁରନ୍ତ ଗିରଫ କରିବା ଦାବିରେ ସ୍ଥାନୀୟ ପରିବେଶବିତ୍ ନିର୍ମଳ କୁମାର ପତ୍ରି ଓ ପରିବେଶ କର୍ମୀ ଙ୍କ ସହ ଗୁରୁବାର ଆଠ ଗଡ ଉପଜିଲ୍ଲାପାଳ ପ୍ରହଲ୍ଲାଦ ନାରାୟଣ ଶର୍ମା ଙ୍କୁ ସାକ୍ଷାତ କରି ବନ୍ୟଜନ୍ତୁ ଶିକାର ପାଇଁ ଉଦବେଗ ପ୍ରକାଶ କରିବା ସଙ୍ଗେ ତଦନ୍ତ କୁ ତ୍ୱରାନ୍ୱିତ କରି ଅଭିଯୁକ୍ତ ମାନଙ୍କୁ ଗିରଫ କରିବାକୁ ଦାବି କରିଥିଲେ।ଅଭିଯୁକ୍ତ ମାନେ ଆଠଗଡ ବିଜେପି ନେତା ଅଭୟ ବାରିକ ଙ୍କ ସମର୍ଥକ ହୋଇଥିବାରୁ ବନବିଭାଗ ସେମାନଙ୍କୁ ଗିରଫ କରିବାକୁ ସାହସ କରୁନାହାନ୍ତି ବୋଲି ନିର୍ମଳ କୁମାର ଅଭିଯୋଗ କରିଛନ୍ତି।ବିଗତ ୩ ବର୍ଷ ଧରି ନାଏବ ସରପଂଚ ଶ୍ରୀ ରାଉଳ ଏହି କାର୍ଯ୍ୟାଳୟରେ ବିଭିନ୍ନ ଅପରାଧିକ କାର୍ଯ୍ୟ ଶାଗୁଆନ ଲୁଟ,ଚୋରା ଖଣିଜ ଦ୍ରବ୍ୟ କାରବାର, ବନ୍ୟ ଜନ୍ତୁ ଶିକାର ଆଦି କରିଆସୁଛନ୍ତି।ଏହି କଳା କାରନାମା କରିବା ପାଇଁ ସେ ସବୁ ସମୟରେ ଶାସକ ଦଳ ସହ ସଂପୃକ୍ତ ରହିଥାନ୍ତି।ପୂର୍ବରୁ ବିଜେଡି ସମର୍ଥିତ ପ୍ରାର୍ଥୀ ଭାବେ ନାଏବ ସରପଞ୍ଚ ହୋଇଥିଲେ କିନ୍ତୁ ସରକାର ପରିବର୍ତ୍ତନ ପରେ ନିଜ କଳା ବେପାର ର ସୁରକ୍ଷା ପାଇଁ କିଛି ମାସ ତଳେ ବିଜେପି ରେ ଯୋଗଦେଇଥିଲେ।ଆସନ୍ତା ୭ ଦିନ ମଧ୍ୟରେ ସମସ୍ତ ଅଭିଯୁକ୍ତ ମାନଙ୍କୁ ଗିରଫ କରାନଗଲେ ପରିବେଶ ପ୍ରେମୀ ମାନଙ୍କୁ ନେଇ ଆଠଗଡ ବନଖଣ୍ଡ କାର୍ଯ୍ୟାଳୟ ଆଗରେ ଧାରଣା ଦେବାକୁ ବାଧ୍ୟ ହେବେ ବୋଲି ଦାବି ପତ୍ରରେ ନିର୍ମଳ କୁମାର ସୂଚନା ଦେଇଛନ୍ତି। ଏସଂପର୍କ ରେ ମଧ୍ୟ ରାଜ୍ୟ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଙ୍କୁ ଜଣାଇଛନ୍ତି ବୋଲି ନିର୍ମଳ କୁମାର ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like