-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ରାଜ୍ୟ

ସମାଜ ପାଠକ ମଂଚ ତଥା ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଗୋପବନ୍ଧୁଙ୍କ ଜୟନ୍ତୀ ପାଳନ

10-Oct-2025



ଡୁଙ୍ଗୁରିପାଲି(ଅରବିନ୍ଦ ମିଶ୍ର) ଡୁଙ୍ଗୁରିପାଲି ସମାଜ ପାଠକ ମଂଚ ପକ୍ଷରୁ ଗୋପଦନ୍ଧୁଙ୍କ ୧୪୮ତମ ଜୟନ୍ତୀ ସ୍ଥାନୀୟ କରତକଳ ପରିସରରେ ଅନୁଷ୍ଠିତ ହୋଇ ଯାଇଛି । ପାଠକ ମଂଚର ସଭାପତି ମଧୁସୁଦନ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପ୍ରଥମେ ଗୋପବନ୍ଧୁଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା । ଆବାହକ ରତ୍ନାକର ସେଠ ବୈଠକର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ଏହି ଅବସରରେ ମୁଖ୍ୟବକ୍ତା ଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଡ. ସୁବାଷ ଚନ୍ଦ୍ର ପାତ୍ର ନଈବଢି ରଚନା ଲେଖିବା ବେଳେ ସେଥିରେ ଗୋପବନ୍ଧୁଙ୍କ ସମାଜସେବା ନଲେଖୁଲେ ପ୍ରବନ୍ଧ ଅଧୁରା ହୋଇଥାଏବୋଲି ବକ୍ତବ୍ୟରେ ପ୍ରକାଶ କରିଥିଲେ । ଅବସରପ୍ରାପ୍ତ ଇତିହାସ ଅଧ୍ୟାପକ କିଶୋର ମେହେର ଯୋଗ ଦେଇ ଗୋପବନ୍ଧୁଙ୍କ ସତ୍ୟବାଦୀ ବନ ବିଦ୍ୟାଳୟ ରବିନ୍ଦ୍ର ନାଥ ନ ଟେଗୋରଙ୍କ  ସ୍କୁଲ ସହିତ ସାମଞ୍ଜସ୍ୟତା ପ୍ରକାଶ କରିଥିଲେ । ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ସୁରେଶ ପଧାନ ଡୁଙ୍ଗୁରିପାଲି ସମାଜ ପାଠକ ମଂଚ ପକ୍ଷରୁ ଗୋପବନ୍ଧୁଙ୍କ କବିତା, ଲେଖା ଥିବା ବହିକୁ ନେଇ ଏକ କ୍ଷୁଦ୍ର ଲାଇବ୍ରେରି କରା‌ଯିବାକୁ ପ୍ରସ୍ତାବ ଦେଇଥିଲେ ।ଏଥିପାଇଁ ଆବଶ୍ୟକ ଅର୍ଥ ମଧ୍ୟ ସେ ଯୋଗାଇ ଦେବେ ବୋଲି କହିଥିଲେ। ଚିତ୍ତରଞ୍ଜନ ବିଶ୍ଵାଳ ଗୋପବନ୍ଧୁ ଜୟନ୍ତୀ ସମସ୍ତ ବିଦ୍ୟାଳୟରେ ପାଳନ କରାଯିବାକୁ ସରକାରଙ୍କୁ ଅନୁରୋଧ କରାଯିବାକୁ ପ୍ରସ୍ତାବ ଦେଇଥିଲେ ।ଗୋବିନ୍ଦ ଚନ୍ଦ୍ର ତ୍ରୀପାଠି, ଜୟ ପଧାନ କବିତା ମାଧ୍ୟମରେ ଶ୍ରଦ୍ଧାଞ୍ଜଳୀ ଜଣାଇଥିଲେ । କାର୍ଯ୍ୟକ୍ରମରେ ଡୁଙ୍ଗୁରିପାଲି ବ୍ଲକ ସାମ୍ବାଦିକ ସଂଘ ସଭାପତି ଅରବିନ୍ଦ ମିଶ୍ର, ପ୍ରଶାନ୍ତ ସେଠ, ଗୋପାଳ ବାରିକ, ଇନ୍ଦିରା ସାହୁ, ନରେନ୍ଦ୍ର କୁମାର ପୁରୋହିତ, ଜ‌ୟଦେବ ମହାକୁର, ନରୋତ୍ତମ ବରିହା, ହରିହର ମାଝି ପ୍ରମୁଖ ଉପସ୍ଥିତ ରହି କାର୍ଯକ୍ରମ ପରିଚାଳନାରେ ସହ ଯୋଗ କରି ଥିଲେ ।ଶେଷରେ ଶିକ୍ଷକ ଅମୁଲ୍ୟ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ ।

ସେହିପରି ଡୁଙ୍ଗୁରିପାଲି ବ୍ଲକ ସାମ୍ବାଦିକ ସଂଘ ପକ୍ଷରୁ ମଧ୍ୟ ଜୟନ୍ତୀ ପାଳନ ସଭାପତି ଅରବିନ୍ଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ସଭାପତି ଶ୍ରୀମିଶ୍ର ଗୋପବନ୍ଧୁ ଏକାଧାରରେ ଜଣେ ସାମ୍ବାଦିକ, ସମାଜସେବୀ, ଅନୁଭବି ଦରଦୀ ମଶିଷ ବୋଲି ତାଙ୍କ ବକ୍ତବ୍ୟରେ ଆଲୋକପାତ କରିଥିଲେ । ତାଙ୍କ ଦ୍ଵାରା ପ୍ରତିଷ୍ଠିତ ସମାଜ ଖବର କାଗଳ ଓଡିଶା ଗଠନରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲା । ସଂଘର ସମ୍ପାଦକ ଘନଶ୍ୟାମ ମେହେର, ପ୍ରଶାନ୍ତ ସେଠ, ଶିଶୁପାଳ ଖମାରୀ : ତୁଳସ ପ୍ରସାଦ ଦାଶ, କମଳ ମେହେର, ମହନ ମେହେର, ନରେଶ ପଧାନ, ପୂର୍ଣଚନ୍ଦ୍ର ପଣ୍ଡା, ଲକ୍ଷ୍ମଣ ନାଏକ,ଟଙ୍କଧର ମଟାରୀ ପ୍ରମୁଖ ଉପସ୍ଥିତ ଥିଲେ ।

ଡୁଙ୍ଗୁରିପାଲି ଶିଶୁ ବିଦ୍ୟାମନ୍ଦିରରେ ପ୍ରଧାନ ଆଚାଯ୍ୟ ବିଭୁତି ଭୂଷଣ ପଣ୍ଡାଙ୍କ ଅଧ୍ଯକ୍ଷତାରେ ଗୋପବନ୍ଧୁଙ୍କ ଜୟନ୍ତୀ ପାଳନ ହୋଇଯାଇଛି ପ୍ରଥମେ ଗୋପବନ୍ଧୁଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା । ପ୍ରଧାନ ଆଚାର୍ଯ୍ୟ ଶ୍ରୀପଣ୍ଡା ଗୋପବନ୍ଧୁଙ୍କ ଜୀବନା ବିଷୟରେ ଉପସ୍ଥାପନ କରିଥିଲେ । ଗୁରୁଜୀ ରାମେଶ୍ବର ତାଙ୍କ ଜୀବନରେ ଘଟିଥିବା ବିଭିନ୍ନ ଘଟଣା ଉପରେ ଉପସ୍ଥାପନ କରିଥିବା ବେଳେ ବନବାସ୍ତୁ ଗୁରୁଜୀ ଗୋପବନ୍ଧୁଙ୍କ ସେବା ବିଷୟରେ ଆଲୋକପାତ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like