-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ମୁର୍ଷୁଣ୍ଢୀ ମୁରାସୁର ଦରବାର ଚତୁର୍ଥ ସନ୍ଧ୍ୟା - ଲକ୍ଷ୍ମୀଙ୍କ ସ୍ଵୟମ୍ବର , ମୁରାସୁର ବିଫଲ

10-Oct-2025



ବୀରମହାରାଜପୁର (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ଠାରେ ୪୩ ତମ ଗଜଲକ୍ଷ୍ମୀ ପୂଜା ଅବସରରେ ମୁରାସୁର ଦରବାରର  ଚତୁର୍ଥ ସନ୍ଧ୍ୟା ରେ ବରୁଣ ରାଜା ଲକ୍ଷ୍ମୀ ଙ୍କ ପାଇଁ  ସ୍ବୟମ୍ବର ସଭା ଆୟୋଜନ। ବିଷ୍ଣୁ ଲାଖ ବିନ୍ଧି  ଲକ୍ଷ୍ମୀଙ୍କୁ ବିବାହ, ସ୍ବୟମ୍ବରୁ ବିଫଳ ହୋଇ  ମୁରାସୁର ବିଚଲିତ  ।  ପ୍ରମୁଖ ଦୃଶ୍ୟ ମୁକ୍ତାକାଶ ରଙ୍ଗମଞ୍ଚରେ ପର୍ଯ୍ୟାୟକ୍ରମେ ମଞ୍ଚସ୍ଥ ହୋଇଥିଲା। ସନ୍ଧ୍ୟା ରେ ରାଜା ମୁରାସୁର ପାତ୍ରମନ୍ତ୍ରୀଙ୍କ ସହ ଶୋଭାଯାତ୍ରା ରେ ନଗର ପରିକ୍ରମା କରିବା ପରେ ଦରବାରରେ ପହଞ୍ଚିଥିଲେ। ରାଜ ନର୍ତ୍ତକୀ ଓ ସ୍ଥାନୀୟ କଳାକାର ମାନଙ୍କ ଦ୍ବାରା ନୃତ୍ୟ ପରିବେଷଣ ହୋଇଥିଲା। ମହାରାଜଙ୍କ ଆଦେଶ କ୍ରମେ ଗଜଲକ୍ଷ୍ମୀ ପୂଜା କମିଟି ସହ ସମ୍ପାଦକ ଧନଞ୍ଜୟ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ରାଜ ସଭାରେ ରାଜ ଅତିଥି ଭାବରେ ସାମ୍ବାଦିକ ରବୀନ୍ଦ୍ର ହୋତା,ନମିତା ହୋତା,ଶେଷଦେବ ବାରିକ ,ବ୍ରଜ ଗୋପାଳ ପଣ୍ଡା, ସତ୍ୟବାନ ପୁରୋହିତ,  ମୁର୍ଷୁଣ୍ଢୀ ଷ୍ଟେଟ ବ୍ୟାଙ୍କ  ଶାଖା ପରିଚାଳକ ଭବାନୀ ଶଙ୍କର ପାଣିଗ୍ରାହୀ ପ୍ରମୁଖ ରାଜ ଅତିଥି ଭାବେ ଯୋଗଦେଇ ବିଭିନ୍ନ ସାଂସ୍କୃତିକ ବାର୍ତ୍ତା ପ୍ରଦାନ କରିଥିଲେ। ଦ୍ବିତୀୟ ପର୍ଯ୍ୟାୟ ମୁର୍ଷୁଣ୍ଢୀ ସରପଞ୍ଚ ମନୋଜ କୁମାର ସାହୁ, ଲୁତୁରପଙ୍କ ସରପଞ୍ଚ ସୂର୍ଯ୍ୟ କୁମାର ନନ୍ଦ, ଚମ୍ପାମାଳ ସରପଞ୍ଚ ମହେନ୍ଦ୍ର ଜଗଦଲା, ବାଗବର ସରପଞ୍ଚ ପ୍ରତିନିଧି ବିପିନ ପଣ୍ଡା ପ୍ରମୁଖ ରାଜା ଅତିଥି ଭାବେ ଯୋଗଦେଇ ଥିଲେ। କମିଟି ପକ୍ଷରୁ ଅତିଥି ମାନଙ୍କୁ ପୁଷ୍ପମାଲ୍ୟ, ଉପଢୌକନ ଓ ସୃତି ଫଲକ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ସକାଳ ଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ମା ' ଗଜଲକ୍ଷ୍ମୀଙ୍କ ଦର୍ଶନ ପାଇଁ ଲୋକଙ୍କ ଭିଡ ପରିଲକ୍ଷିତ ହୋଇଥିଲା। କମିଟିର ସମସ୍ତ ସଦସ୍ୟ ଉପସ୍ଥିତିରେ ପୁଷ୍ପାଞ୍ଜଳି ଓ ଆଳତି କାର୍ଯ୍ୟକ୍ରମ ହେଉଛି। ବ୍ୟାସ ପଣ୍ଡିତ ଅଜିତ କୁମାର ଦାସଙ୍କ ଦ୍ବାରା ଗୁରୁବାର ରାମ ବନବାସ ପ୍ରସଙ୍ଗ ଉପରେ ପୁରାଣ ପଠନ ହେଉଥିଲା। ଏଥିରେ ହଜାର ହଜାର ଶ୍ରଦ୍ଧାଳୁ ଉପସ୍ଥିତ ରହି ଶ୍ରବଣ କରୁଛନ୍ତି। ବହୁ ଦର୍ଶକ ବିଳମ୍ବିତ ରାତି ପର୍ଯ୍ୟନ୍ତ ମନଭରି ଉପଭୋଗ କରୁଛନ୍ତି। ଚତୁର୍ଥ ଦିବସରେ ଶ୍ରଦ୍ଧାଳୁଙ୍କ ଭିଡ ଦେଖିବାକୁ ମିଳିଥିଲା। ମିନାବଜାର ର ମଜା ନେବା ସହିତ ଚଟପଟି ଖାଦ୍ୟର ମଜା ମଧ୍ୟ ନେଉଛନ୍ତି ଦର୍ଶକ। ଆଜିର କାର୍ଯ୍ୟ କ୍ରମରେ ପୂଜା କମିଟିର ସଭାପତି ଲବ କୁମାର ସାହୁ,  ସମ୍ପାଦକ ତ୍ରିୟଞ୍ଜୀବି ମିଶ୍ର, ସହ ସମ୍ପାଦକ ବିଦ୍ୟାଧର ଖୁର୍ଡୀଆ, କୋଷାଧ୍ୟକ୍ଷ ସତ୍ୟ ମୋହନ ବେଦପାଣି , ଉପଦେଷ୍ଟା ରାଜ ଗୋପାଳ ପାଣିଗ୍ରାହୀ, କୁଶ କୁମାର ସାହୁ, ପ୍ରମାନନ୍ଦ ଜଟି, ସତ୍ୟଞ୍ଜିବ ମିଶ୍ରଙ୍କ ସହ ସମସ୍ତ ସଦସ୍ୟ ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like