-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||     

HOME   ଜିଲ୍ଲା

ଅଜଣା ରୋଗରେ ପୀଡିତ ବେଳକଣ୍ଠ, ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ 

10-Oct-2020



 

କଳାହାଣ୍ଡି ,୧୦/୧୦(ତ୍ରିନାଥ ବେସ୍ର।)- କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବ୍ଲକ ଅନ୍ତର୍ଗତ ପର୍ଲା ଗ୍ରାମପଞ୍ଚାୟତ ଲଛିପୁର ଗ୍ରାମର -ବେଳକଣ୍ଠ ଗୋପାଳ ବୟସ -୪୦, ସେ ଏକ ଅଜଣା ରୋଗରେ ଆକ୍ରାନ୍ତ ହୋଇ ପ୍ରାୟ ୧ବର୍ଷ ହେବ ଶଯ୍ୟାଶାୟୀ ହୋଇ ପଡିରହିଛନ୍ତି । ପରିବାର କହିଲେ ସ୍ତ୍ରୀ  ଦିବାଲି ଗୋପାଳ, ଦୁଇ ଝିଅ ବିଷୟା ଗୋପାଳ ବୟସ ୧୪ , ନନ୍ଦିନୀ ଗୋପାଳ ବୟସ୧୨ ଓ ପୁଅ ଦିନେସ ଗୋପାଳ ବୟସ୧୦ ସମସ୍ତଙ୍କ ଭରଣ ପୋଷଣ କେବଳ ବେଲକଣ୍ଠହିଁ କରୁଥିଲେ ।
ସ୍ତ୍ରୀ ଦିବାଲି ଘରଦ୍ୱାର, ସୁନା ଗହଣା ବନ୍ଦକ ପକାଇ  ସ୍ୱାମୀର ଚିକିତ୍ସା ପାଇଁ ଉପଖଣ୍ଡ ଧର୍ମଗଡ଼, ଜିଲ୍ଲା ଡାକ୍ତରଖାନା, ବୁର୍ଲା, ନେଇ ଚିକିତ୍ସା କରିଥିଲେ ହେଁ କୌଣସି ସୁଫଳ ମିଳିନଥିବା କହିଛନ୍ତି ।
ବର୍ତ୍ତମାନ ଅର୍ଥ ଅଭାବ ଯୋଗୁଁ ସ୍ୱାମୀ ର ଚିକିତ୍ସା କରି ପାରୁନଥିବା କହିଛନ୍ତି । କିନ୍ତୁ ପରିତାପର ବିଷୟ ଅର୍ଥ ଅଭାବ ଯୋଗୁଁ ପୁଅ ଝିଅ ମଧ୍ୟ ପାଠ ପଢି ପାରୁନାହାନ୍ତି ।
ବଡ଼ ଝିଅ ଦଶମ ଉତ୍ତୀର୍ଣ୍ଣ ହୋଇ କଲେଜ ପଢ଼ିବାର ଇଛା ଥିଲେ ମଧ୍ୟ ଅର୍ଥ ଅଭାବ ଯୋଗୁଁ ଓ ବାପାର ଚିକିତ୍ସା ଅଭାବ ଯୋଗୁଁ ପାଠ ପଢି ପାରୁନାହାନ୍ତି ।
ଘରର ମୁରବି ରୋଗରେ ପୀଡ଼ିତ ଯୋଗୁ ପରିବାର ଚଲିବା କଷ୍ଟ ସାଧ୍ୟ ହୋଇପଡୁଥିବାରୁ ପିଡିତା ର ସ୍ତ୍ରୀ ଓ ଦୁଇଝିଅ ପରଘରେ କୁଲି,ମଜୁରୀ, କାମକରି ଯାହା ପାଆନ୍ତି ସେଥିରେ କଷ୍ଟେ ମଷ୍ଟେ ପରିବାର ଚଳି ଯାଆନ୍ତି l ଯେଉଁଦିନ କାମ ନ ମିଳେ ସେଦିନ ଭୋକ ଉପାସରେ ମଧ୍ୟ ରହିଥିବାର ପ୍ରକାଶ କରିଛନ୍ତି ।
ଭଳ ଡାକ୍ତରଖାନା ନେଇ ଚିକିତ୍ସା ନିମନ୍ତେ  ସେମାନଙ୍କ ପାଖରେ ଅର୍ଥ ଅଭାଵ ଦେଖାଦେଇଛି ,ଏପରିକି ସରକାର ଜନ୍ମରୁ ମୃତ୍ୟୁ ପର୍ଯ୍ୟନ୍ତ ଅନେକ ଯୋଜନା କରି କୋଟି କୋଟି ଟଙ୍କା ବ୍ୟୟ ବରାଦ କରାଯାଉଛି ହେଲେ ଉପଯୁକ୍ତ ଲୋକଙ୍କ ପାଖରେ ପହଞ୍ଚି ପାରୁ ନାହିଁ । ବର୍ତମାନ ପରିବାର ଲୋକେ ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ବେଳେ ସ୍ୱାମୀ ଚିକିତ୍ସା କିପରି କରାଇବେ ସେ ନେଇ ଚିନ୍ତାରେ ପଡିଛନ୍ତି । ଏନେଇ ଆମେ ପର୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଆଶୁତୋଷ ପଟନାଏକଙ୍କୁ ସାକ୍ଷାତ କରି ପିଡିତାଙ୍କ ବିଷୟରେ ବୁଝିଥିଲୁଓ ଅଧିକାରୀ କହିଥିଲେ ସରକାରଙ୍କ ଯୋଜନା ଅନୁସାରେ ଚିକିତ୍ସା ପାଇଁ ଯଥା ସମ୍ଭବ ସାହାଯ୍ୟ କରିବା ପାଇଁ ପ୍ରତିଶୃତି ଦେଇଛନ୍ତି ।

ଜିଲ୍ଲା ପ୍ରଶାସନ , ଅନୁଷ୍ଠାନ,ବ୍ୟକ୍ତିବିଶେଷ ବେଳକଣ୍ଠର ଚିକିତ୍ସା ସହାୟତା ଦିଗରେ ହାତ ବଢାଇବାକୁ  ସ୍ତ୍ରୀ  ଦିବଳି ସମସ୍ତଙ୍କୁନିବେଦନ କରିଛନ୍ତି l
 


News Comment




Photo in News

Advertisment
Lastest News
  ଜିଲ୍ଲା  
୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   24-Jun-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026

You Might Also Like