-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||     

HOME   ଜିଲ୍ଲା

ଜାତୀୟ କନିଷ୍ଠ ଦୌଡକୁଦ ପ୍ରତିଯୋଗିତା: ଭାଗନେବେ ବୀରମହାରାଜପୁରର ୨ ପ୍ରତିଯୋଗୀ

10-Oct-2025



ବୀରମହାରାଜପୁର,(ବିନୋଦ ପାଣ୍ଡେ ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୨ଜଣ ଛାତ୍ରୀ ୪୦ତମ ଜାତୀୟ କନିଷ୍ଠ ଦୌଡକୁଦ ପ୍ରତିଯୋଗିତାରେ ଅଂଶଗ୍ରହଣ ପାଇଁ ଚୟନ ହୋଇଛନ୍ତି। ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ହେବାକୁ ଥିବା ୪୦ତମ ଜାତୀୟ କନିଷ୍ଠ ଦୌଡକୁଦ ପ୍ରତିଯୋଗିତାରେ ଜୁନିୟର ବିଭାଗରେ ଓଡ଼ିଶାରୁ ମୋଟ ୭୨ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିବେ। ଏମାନଙ୍କ ମଧ୍ୟରୁ ସୁବର୍ଣ୍ଣପୁର ଜିଲାରୁ ୩ଜଣ ପ୍ରତିଯୋଗୀ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିବା ପାଇଁ ମନୋନୀତ ହୋଇଛନ୍ତି। ତନ୍ମଧ୍ୟରୁ ବୀରମହାରାଜପୁର ବ୍ଲକର ୨ ଜଣ ପ୍ରତିଯୋଗୀ ରହିଛନ୍ତି l ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍‌ ବାଳିକା ବିଭାଗରେ ଏହି ବ୍ଲକ ସଂଗ୍ରାମପୁର ଗ୍ରାମର ପ୍ରତିମୟୀ ଭୁକ୍ତା ଓ ଯୁବରାଜପୁରର ଲିପ୍ସା ପଧାନ ଅଂଶଗ୍ରହଣ ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଶୁକ୍ରବାରଠାରୁ କଳିଙ୍ଗ ଷ୍ଟାଡିୟମ ରେ ହେବାକୁ ଥିବା କ୍ରୀଡ଼ା ମହାକୁମ୍ଭରେ ପ୍ରୀତିମୟୀ ୧୦୦୦ ମିଟର ଦୌଡ ଓ ଲିପ୍ସା ପେଣ୍ଟାଥାଲନରେ ଓଡ଼ିଶା ଦୌଡକୁଦ ସଂଘ ତରଫରୁ ଅଂଶଗ୍ରହଣ କରିବେ।


News Comment




Photo in News

Advertisment
Lastest News
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026
  ଜିଲ୍ଲା  
ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ   01-Nov-2026
  ଜିଲ୍ଲା  
ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ   01-Nov-2026
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026
  ଜିଲ୍ଲା  
ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    31-Oct-2026

You Might Also Like