-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜି କେଭିକଲେଜ ଛାତ୍ରଛାତ୍ରୀଙ୍କ  ଲେଖକଦେଖା କାର୍ଯ୍ୟକ୍ରମ 

10-Oct-2025



ବଲାଙ୍ଗିର(ପ୍ରେରଣା ଖବର): କଣ୍ଟାବାଞ୍ଜି କେଭି କଲେଜ ଛାତ୍ରଛାତ୍ରୀଙ୍କ ପକ୍ଷ୍ୟରୁ ବଲାଙ୍ଗିରରେ ଏକ ଲେଖକ ଦେଖା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ସ୍ନାତ୍ତକୋତ୍ତର ଓଡ଼ିଆ ବିଭାଗମୁଖ୍ୟ ଡ ସଞ୍ଜୟ କୁମାର ମିଶ୍ରଙ୍କ ନେତୃତ୍ୱରେ ଛାତ୍ର ଛାତ୍ରୀ ମାନେ  କବି ଆନଂଦ ଚନ୍ଦ୍ର ସାହୁ, ସାମ୍ବାଦିକ ପୂର୍ଣ ଚନ୍ଦ୍ର ପଣ୍ଡା ଓ ବ୍ୟଙ୍ଗ କବି ଅଚ୍ୟୁତ ପୁରୋହିତ , କବି ଅଶୋକ କୁମାର ସେଠୀ, ଡ ସନ୍ତୋଷ କୁମାର ରଥ ଓ ଗୁରୁ ଘସିରାମ ମିଶ୍ର 
 ପ୍ରମୁଖ ଙ୍କୁ ସାଖ୍ୟାତ କରି ତାଙ୍କ ସହ କଥାବାର୍ତା  କରି ତାଙ୍କ ଜୀବନ ଓ ସୃଜନ ବିଷୟରେ ଦୀର୍ଘ ସମୟ ଧରି ପ୍ରଶ୍ନ ସବୁ ପଚାରି ଥିଲେ । ଛାତ୍ର ଛାତ୍ରୀମାନେ ଏ ଅବସରରେ ଲେଖକ ମାନଙ୍କୁ ଫୁଲ ଓ ଚବ୍ଦନ ଦେଇ ତାଙ୍କଠାରୁ ଆଶିର୍ବାଦ ପ୍ରାପ୍ତ ହୋଇଥିଲେ । ଛାତ୍ରୀ ଶ୍ରୀୟଙ୍କା ପଟେଲ, ଆନନ୍ଦିନୀ ମାଝୀ,ରୀନା ପଟେଲ, ଟ୍ଵିଙ୍କଳ ସାହୁ, ପ୍ରଶାନ୍ତ ନାୟକ, କ୍ଷୀରୋଜ ମହାନନ୍ଦ, ସ୍ୱିକୃତି ମହାକୁର ପ୍ରମୁଖ ଏ କାର୍ଯ୍ୟକ୍ରମରେ  ଯୋଗ ଦେଇଥିଲେ । କଣ୍ଟାବାଞ୍ଜି ମହାବିଦ୍ୟାଳୟର ଏହି ଲେଖକ ଦେଖା କାର୍ଯ୍ୟକ୍ରମକୁ ବିଭିନ୍ନ ମହଲ ରେ ପ୍ରଶଂସା କରାଯାଉଛି । ଛାତ୍ର ଛାତ୍ରୀଙ୍କୁ ସୃଜନ ମନସ୍କ କରିବା ଓ ତାଙ୍କ ମଧ୍ୟରେ ସୃଜନୀ ଶକ୍ତିର ବିକାଶ  କରିବା ସହ ପୁଯ୍ୟପୂଜା ପରମ୍ପରା କୁ ବଜାୟ ରଖିବା ଏ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ବୋଲି  ଡ ସଞ୍ଜୟ କୁମାର ମିଶ୍ର କହିଛନ୍ତି l


News Comment




Photo in News

Advertisment
Lastest News
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026
  ଜିଲ୍ଲା  
ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ   01-Nov-2026
  ଜିଲ୍ଲା  
ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ   01-Nov-2026
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026
  ଜିଲ୍ଲା  
ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    31-Oct-2026

You Might Also Like