-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||     

HOME   ଜିଲ୍ଲା

"ଜୟ ଜଗନ୍ନାଥ ସାମ୍ବାଦିକ ସଂଘ" ତରଫରୁ ନୂତନ ଥାନା ଅଧିକାରୀଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା।

10-Oct-2025



ସିନାପାଲି ( ଚିନ୍ତାମଣି ନେତାମ)
ନୂଆପଡା ଜିଲ୍ଲା  ସିନାପାଲି ଥାନାରେ ନୂତନ ଭାବରେ  ଥାନା ଅଧିକାରୀ  "ଶ୍ରୀଯୁକ୍ତ ଦୁର୍ଗା ମାଧବ ବାଗ" ଙ୍କୁ ଜୟ ଜଗନ୍ନାଥ ସାମ୍ବାଦିକ ସଂଘ ତରଫରୁ ସ୍ବାଗତ କରାଗଲା ଏବଂ ଅଞ୍ଚଳର ଦାଦନ ସମସ୍ୟା ରୋକିବା, ଅପରାଧ ରୋକିବା ନିଶାମୁକ୍ତ ଏବଂ ଗରିବ ନିରିହ ସମସ୍ତଙ୍କୁ ଯେମିତି ନ୍ୟାୟ ମିଳିବ, ଅତ୍ୟଧିକ ନିଶା କାରବାର କୁ ରୋକିବାକୁ ଏବଂ ସିନାପାଲି ଅଞ୍ଚଳ କୁ ଏକ ଶାନ୍ତିପୂର୍ଣ୍ଣ ଅଞ୍ଚଳ ରେ ପରିଣତ କରିବା ପାଇଁ ସଙ୍ଘ ତରଫରୁ ଅନୁରୋଧ କରାଗଲା । ସଂଘର ସଭାପତି ଶ୍ରୀଯୁକ୍ତ ବିଘ୍ନରାଜ ତାଣ୍ଡି ଙ୍କ ନେତୃତ୍ଵରେ ସଂଘର କାର୍ଯ୍ୟ କର୍ତ୍ତା ଶ୍ରୀଯୁକ୍ତ ଜଗନ୍ନାଥ ସାଗର ,ଶ୍ରୀଯୁକ୍ତ ଛତିଶ ଯୋଶୀ , ଶ୍ରୀଯୁକ୍ତ ଆଶିଷ ମେହେର , ଶ୍ରୀଯୁକ୍ତ ବନ ମେହେର,ଶ୍ରୀଯୁକ୍ତ ଯୌବନ ଗହିର, ଶ୍ରୀଯୁକ୍ତ ସୁଶାନ୍ତ ନାୟକ , ଶ୍ରୀଯୁକ୍ତ ପରମେଶ୍ବର ମେହେର, ଶ୍ରୀଯୁକ୍ତ ଚିନ୍ତାମଣି ନେତାମ,ଶ୍ରୀଯୁକ୍ତ ଦିନେଶ ଛତ୍ରିଆ,ଶ୍ରୀଯୁକ୍ତ ଧର୍ମେନ୍ଦ୍ର ଗହିର,ଶ୍ରୀଯୁକ୍ତ ଝଙ୍କେଶ୍ୱେର ବନ୍ଧିଛୋର୍, ଶ୍ରୀଯୁକ୍ତ ମଳୟ ମେହେର ସିନାପାଲି ଅଂଚଳ ର ବିଭିନ୍ନ ସମସ୍ୟା ଉପରେ ଆଲୋକପାତ କରିବା ପାଇଁ ଅନୁରୋଧ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026
  ଜିଲ୍ଲା  
ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ   01-Nov-2026
  ଜିଲ୍ଲା  
ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ   01-Nov-2026
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026
  ଜିଲ୍ଲା  
ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    31-Oct-2026

You Might Also Like