-+91-9937148622 |

prerana_bgr@rediffmail.com |

  Monday 20th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   (20-Apr-2026)       ||      ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   (20-Apr-2026)       ||      ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି    (20-Apr-2026)       ||      ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ    (19-Apr-2026)       ||      ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   (19-Apr-2026)       ||      ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   (19-Apr-2026)       ||      ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   (19-Apr-2026)       ||      ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   (19-Apr-2026)       ||      ବରୀ ଥାନା ପକ୍ଷରୁ ଜଳଛତ୍ର କେନ୍ଦ୍ର ଉଦଘାଟିତ   (19-Apr-2026)       ||      ଓ.ପି. ଜିନ୍ଦଲ ବିଶ୍ୱବିଦ୍ୟାଳୟ ପକ୍ଷରୁ କ୍ୟାରିୟର କାଉନସେଲିଂ ସେମିନାର   (19-Apr-2026)       ||      ବଲାଙ୍ଗୀରରେ ଭବ୍ୟକାର୍ଯ୍ୟକ୍ରମ ସହିତ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ   (19-Apr-2026)       ||      ଆସନ୍ତା ଏପ୍ରିଲ ୨୩ ରେ ଭାରତ ବନ୍ଦ   (19-Apr-2026)       ||      ଅସଲି କିଏ, ଆଉ ନକଲି କିଏ ? କନ୍ଧମାଳ ଜିଲ୍ଲାରେ ମାଳମାଳ ସାମ୍ବାଦିକ: ପ୍ରଶାସନ ପାଖରେ ନାହିଁ ସଠିକ ତଥ୍ୟ   (19-Apr-2026)       ||      ସିବିଏସଇ ଦଶମ ପରୀକ୍ଷା ରେ ସୁଶ୍ରୀ ଅନୁଷ୍କା ଙ୍କ କୃତିତ୍ୱ   (19-Apr-2026)       ||      ପୁରୀ ଏସପି ଙ୍କ ସୂଚନା: ସୁରକ୍ଷା ଦାୟିତ୍ୱରେ ଜଣେ ଅତିରିକ୍ତ ଏସ.ପି ଙ୍କ ସମେତ ୫ ଡି ଏସ୍ ପି ରହିବେ    (19-Apr-2026)       ||      ଚାଷୀଙ୍କ ଦୁଃ ଦୁଃଖ ପାଲଟିଛି ଖରିମୁଣ୍ଡା-ସିଂହସାହି ନାଳ   (19-Apr-2026)       ||      ଲାଇଟ୍ ନଥୁଲେ ବି ଆସୁଛି ବିଦ୍ୟୁତ ବିଲ୍   (19-Apr-2026)       ||      ହାତୀ ସୁରକ୍ଷା ଦିଗହରା : ବେଲଘରରେ ପୁଣି ଏକ ଦନ୍ତା ହାତୀ ମୃତ : ୪ ମାସରେ ମଲେଣି ୩ ହାତୀ   (19-Apr-2026)       ||      ସୁବର୍ଣ୍ଣପୁରରେ ସିଏମ ଟ୍ରଫି ୨୦୨୬ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (18-Apr-2026)       ||      *ସୋନପୁର ରେ ଲଜ୍ଜ୍ୟା; ନାବାଳିକାଙ୍କୁ ଗଣ ଦୁଷ୍କର୍ମ*- *ସୁବର୍ଣ୍ଣପୁର ରେ ଆଇନ୍ ଶୃଂଖଳା ବିପର୍ଯ୍ୟସ୍ତ* -   (18-Apr-2026)       ||     

HOME   ଜିଲ୍ଲା

ବାବୁପାଳିରେ ରକ୍ତଦାନ ଓ ଚକ୍ଷୁ ଶିବିର ।

10-Oct-2025



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ବ୍ଲକ ଅନ୍ତର୍ଗତ ବାବୁପାଲି ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ଗ୍ରାମ୍ୟ ଯୁବଗୋଷ୍ଟି,ଅମୃତ କୁଟୁମ୍ବ ଓ ତ୍ରିଲୋଚନ ନେତ୍ରାଳୟ ର ମିଳିତ ଆନୁକୁଲ୍ୟରେ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଓ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା ଶିବିରକୁ ବିନିକା ବିଡ଼ିଓ ମଣ୍ଟୁ ଖମାରୀ ଉଦ୍ଘାଟନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ସୌଦାମିନୀ ସାହୁ,ପୂର୍ବତନ ସରପଞ୍ଚ ରୁଦ୍ର ନାରାୟଣ ସାହୁ ଯୋଗଦେଇ ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ । ମହିଳାଙ୍କ ସମେତ ମୋଟ ୪୦ଜଣ ରକ୍ତଦାନ କରିଥିଲେ। ସେହିପରି ୨୧୦ଜଣଙ୍କର ମାଗଣା ଚକ୍ଷୁ ପରୀକ୍ଷା କରାଯାଇଥିଲା। ସେଥିରୁ ମୋତିଆ ବିନ୍ଦୁ ଅସ୍ତ୍ରୋପଚାର ପାଇଁ ୩୦ଜଣଙ୍କୁ ସମ୍ବଲପୁର ତ୍ରିଲୋଚନ ନେତ୍ରାଳୟ କୁ ରେଫର୍ କରାଯାଇଥିବା ବେଳେ ୧୨୭ଜଣଙ୍କୁ ଚଷମା ପ୍ରଦାନ କରାଯାଇଥିଲା ଅନ୍ୟ ପକ୍ଷରେ ୧୦୦ରୁ ଉର୍ଦ୍ଧ୍ବ ବ୍ୟକ୍ତିଙ୍କର ସୁଗର ପରୀକ୍ଷା କରାଯାଇଥିଲା ବୁର୍ଲା ରକ୍ତ ଭଣ୍ଡାର କର୍ମଚାରୀ ଆସି ରକ୍ତ ସଂଗ୍ରହ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   20-Apr-2026
  ଜିଲ୍ଲା  
ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   20-Apr-2026
  ଜିଲ୍ଲା  
ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି   20-Apr-2026
  ଜିଲ୍ଲା  
ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ   19-Apr-2026
  ଜିଲ୍ଲା  
ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   19-Apr-2026
  ଜିଲ୍ଲା  
ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   19-Apr-2026
  ଜିଲ୍ଲା  
ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   19-Apr-2026
  ଜିଲ୍ଲା  
ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   19-Apr-2026
  ଜିଲ୍ଲା  
ବରୀ ଥାନା ପକ୍ଷରୁ ଜଳଛତ୍ର କେନ୍ଦ୍ର ଉଦଘାଟିତ   19-Apr-2026
  ଜିଲ୍ଲା  
ଓ.ପି. ଜିନ୍ଦଲ ବିଶ୍ୱବିଦ୍ୟାଳୟ ପକ୍ଷରୁ କ୍ୟାରିୟର କାଉନସେଲିଂ ସେମିନାର   19-Apr-2026
  ଜିଲ୍ଲା  
ବଲାଙ୍ଗୀରରେ ଭବ୍ୟକାର୍ଯ୍ୟକ୍ରମ ସହିତ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ   19-Apr-2026
  ଜିଲ୍ଲା  
ଆସନ୍ତା ଏପ୍ରିଲ ୨୩ ରେ ଭାରତ ବନ୍ଦ   19-Apr-2026

You Might Also Like