-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||      *ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   (29-Jul-2026)       ||      କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   (29-Jul-2026)       ||     

HOME   ରାଜ୍ୟ

ବଲାଙ୍ଗୀର ଦିନ ପାଳନ ପାଇଁ ପ୍ରସ୍ତୁତି ବୈଠକ 

10-Oct-2025



ବଲାଙ୍ଗୀର(ପ୍ରେରଣା ଖବର): ଗତକାଲି ତା:୦୯.୧୦.୨୦୨୫ ସନ୍ଧ୍ୟା ୭ଟା ସମୟରେ ବଲାଙ୍ଗୀର ପି.ପି.ଏକାଡେମୀ ଠାରେ ବଲାଙ୍ଗୀର ଦିନ ଆୟୋଜନ କମିଟି ର ଅଧ୍ୟକ୍ଷ ଶ୍ରୀ ଗୋପାଳଜୀ ପାଣିଗ୍ରାହୀ ଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।  ନଭେମ୍ବର ୧ ,୧୯୪୯ ମସିହାରେ ବଲାଙ୍ଗୀର ଜିଲ୍ଲା ନାମରେ ନାମିତ ହୋଇଥିଲା ଏହି ଦିନ କୁ ବଲାଙ୍ଗୀର ଜିଲ୍ଲାର ସମସ୍ତ ସାମାଜିକ, ସାଂସ୍କୃତିକ, ରାଜନୈତିକ ବ୍ୟକ୍ତିବିଶେଷ ଓ ବୁଦ୍ଧିଜୀବି ସଂଗଠକ ସମସ୍ତେ ମିଶି ଏହି ଦିନ ଧୁମଧାମରେ ପାଳନ କରିଆସୁଛୁ। ସେହିପରି ଏହି ବର୍ଷ ମଧ୍ୟ ଧୁମ୍ ଧାମରେ ପାଳନ କରିବା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇସାରିଛି। ପ୍ରସ୍ତୁତି ବୈଠକ ରେ ଦିନେଶ ଶର୍ମା, ସରିତା ଦାସ, ଅଶୋକ ରାଉତ,ବିକି ପଟେଲ, ଶ୍ରୀକାନ୍ତ

ବେହେରା,ରୁତୁରାଜ ପ୍ରଧାନ, ଚନ୍ଦ୍ର ମିଶ୍ର, ସୁନିଲ୍ ମିଶ୍ର, ସ୍ପନ୍ଦନ ପ୍ରଧାନ,ସତୁଆ ପଟେଲ,ବିବେକ କୁମ୍ଭାର, ପ୍ରଭୁଦତ୍ତ ସେଠି, ରେସବ କଳତା, ସୁବ୍ରତ ସାହୁ, ଦେବାଶିଷ ସାହୁ, ଅପ୍ରମିତ ପରିଛା,ମାନସ ଖୁଆସ,ସଖିଲା ବାନୋ, କୁମୁଦିନୀ ପ୍ରୃଷ୍ଟି, ମମତା ଜେନା,ନୁତନ ସେନ୍ଦ୍ରିଆ,ସଞ୍ଜଲି ଶତପଥୀ,ସନ୍ତୋଷିନୀ ମେହେର, ଅଭିଷେକ ଦାସ, ରାମଶଙ୍କର ଶତପଥୀ,ସୁମିତ ଭୋଇ, ମନିଷ ସାଏ, ସୁମନ ନନ୍ଦ, ଆଦର୍ଶ ପୁରୋହିତ,ଆରୟନ ପଟେଲ,ଦିପକ ପଣ୍ଡା, ରାକେଶ ବେହେରା,ଲିକନ ସେଟ୍, ରବିନ୍ଦ୍ର ପ୍ରଧାନ, ଗୋବିନ୍ଦ ଶତପଥୀ,ପ୍ରତାପ ତ୍ରିପାଠୀ, କଲା କୃଷ୍ଣ ସାହୁ, ରବି ଖମାରୀ,ପ୍ରତାପ ରଥ, ସାଗରିକା ଗୁରୁ, କିଶୋର ରଥ, ବିନୋଦ କାଲସାଏ, ଜିତେନ୍ଦ୍ର ସ୍ବାଇଁ, ଲୋଟସ ଷଡ଼ଙ୍ଗୀ, ସୋମନାଥ ମିଶ୍ର, ବିକାଶ ସା,ହରିଓମ ପଟେଲ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ   31-Jul-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   31-Jul-2026
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026
  ଜିଲ୍ଲା  
କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   30-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   30-Jul-2026
  ଜିଲ୍ଲା  
ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   30-Jul-2026
  ଜିଲ୍ଲା  
ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   30-Jul-2026
  ଜିଲ୍ଲା  
ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା   30-Jul-2026
  ଜିଲ୍ଲା  
ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   30-Jul-2026
  ରାଜ୍ୟ  
ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   29-Jul-2026

You Might Also Like