-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||     

HOME   ଜିଲ୍ଲା

ଆଗଳପୁର ବ୍ଲକ ରେ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ - 2025 ଅନୁଷ୍ଠିତ

10-Oct-2025



ଆଗଳପୁର, (ବିନୋଦ ଦୀପ) ଆଜି ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ କାର୍ଯ୍ୟାଳୟ ରେ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ଆଜିର ଏହି ବରିଷ୍ଠ ନାଗରିକ ଦିବସ ପାଳନ ଅବସରରେ ପରିବର୍ତ୍ତନଶୀଳ ବିଶ୍ୱରେ ବୃଦ୍ଧ ବ୍ୟକ୍ତି ମାନଙ୍କର ନମଣୀୟତା ଶୀର୍ଷକ ଏକ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା l

ଏହି ନାଗରିକ ଦିବସ ଅବସରରେ ଛାତ୍ର ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ମାନ ଅନୁଷ୍ଠିତ ହୋଇଥିଲା। ବିଶେଷ କରି ଗଳ୍ପ ଲିଖନ ପ୍ରତିଯୋଗିତା ହେବାସହ ଏକ ଆଲୋଚନା ମଧ୍ୟ ଅନୁଷ୍ଠିତ ହୋଇଥିଲା l ଏଥିରେ ମୁଖ୍ୟ ଅତିଥି ଭାବରେ ଆଗଲପୁର ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଗୀତାଞ୍ଜଳି ଦାସ୍ ଯୋଗ ଦେଇଥିଲେ। ସମ୍ବାନିତ ଅତିଥି ଭାବରେ ବ୍ଲକ୍ ଉପାଧ୍ୟକ୍ଷା ଶ୍ରୀମତୀ ନିରୁପମା ପଧାନ୍, ବ୍ଲକ୍ ଶିକ୍ଷା ଅଧିକାରୀ ଶ୍ରୀ ଶ୍ୟାମ ମେହେର,  ବ୍ଲକ୍ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଶ୍ରୀମତୀ ଶୁଭଶ୍ରୀ ମିଶ୍ର,ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ରୁଦ୍ର ପ୍ରତାପ ସୁନା, ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ପ୍ରତିନିଧି ଭାବରେ ଶ୍ରୀ ରୀଙ୍କୁ ସାହୁ ଉପସ୍ଥିତ ଥିଲେ। ତା ସହିତ ବହୁ ଛାତ୍ର ଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ, ଅଭିଭାବକ ଉପସ୍ଥିତ ଥିଲେ l ଏ ପି ଓ ମେଡ଼ମ୍ ମିସ ଜଗତ ଜିତା ସେଠୀ ସଭା ପରିଚାଳନା କରିଥିଲେ l କୃତି ଛାତ୍ରଛାତ୍ରୀ ଙ୍କୁ ମାନପତ୍ର ଦେଇ ପୁରସ୍କୃତ କରା ଯାଇଥିଲା l ଆଜିର ଏହି ବରିଷ୍ଠ ନାଗରିକ ଦିବସ ଅବସରରେ ଆସିଥିବା ସମସ୍ତ ଅତିଥି ମାନେ ପ୍ରସଙ୍ଗ ଉପରେ ବହୁ ସୁନ୍ଦର ଭାବରେ ବୁଝାଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   31-Jul-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   31-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   31-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ   31-Jul-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   31-Jul-2026
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026
  ଜିଲ୍ଲା  
କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   30-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   30-Jul-2026
  ଜିଲ୍ଲା  
ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   30-Jul-2026
  ଜିଲ୍ଲା  
ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   30-Jul-2026

You Might Also Like