-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ହରଗୋୖରୀ ଙ୍କ ଠାରେ ଆଜି ଲାଗି ହେଲା କୁଡୁମୁଲ୍ଲୁ ପିଠା (ହରଗୈ।ରୀ ଯାତ୍ରା ର ଆଜି ପଞ୍ଚମ ଦିନ)

10-Oct-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ସହରର ବୁଢ଼ିମା ମନ୍ଦିର ନିକଟସ୍ଥ ହରଗୈ।ରୀ ମଣ୍ଡପରେ   ଯୁଗଳମୂର୍ତ୍ତୀ ଙ୍କୁ ଦର୍ଶନପାଇଁ ଦିନକୁଦିନ ଭିଡ଼ ବଢୁଥିବା ବେଳେ ହରଗୋୖରୀ ଯାତ୍ରା ର ଆଜି ପଞ୍ଚମ ଦିନରେ 
 ହରଗୈ।ରୀ  ଙ୍କ ଠାରେ ସକାଳ ଠାରୁ ସୁପ୍ରଭାତମ୍, ଷୋଡ଼ଶ ଉପଚାର ରେ ପୂଜା, ମହାପୂଜା , 
ରୁଦ୍ରାଭିଷେକ ଆୟୋଜନ ହୋଇଥିଲା।ଆଜି କର୍ତ୍ତା ଭାବରେ ନନ୍ଦକିଶୋର ଅଗ୍ରୱାଲ ଓ ରାମ ନାୟକ ସପତ୍ନୀକ ଦାୟୀତ୍ବ ନିର୍ବାହ କରିଥିଲେ। ସୁଦୁର  ରାୟଗଡ଼ା ଜିଲ୍ଲାର ଗୁମୁଡା ରୁ ଆସିଥିବା  ତେଲୁଗୁ ପାନ୍ତୁଲୁ ଆଦିୱ।ନୀ ଦୁର୍ଗା ପ୍ରସାଦ  ପୀଠର ସମସ୍ତ ପୂଜାପାଠ ତୁଲାଇ ଥିଲେ।ଆଜି ସଂଧ୍ୟା ରେ ହରଗୈ।ରୀ ମନ୍ଦିର ରୁ ବାହାରି ନଗର ପରିକ୍ରମା ସହ ସମସ୍ତ ଦ୍ଵାର ମାନଙ୍କରେ ପୂଜା ପାଇଥିଲେ। ଆଜି ହରଙ୍କୁ ରଞ୍ଜିତା ପାତ୍ର ଓ ଗୈ।ରୀ ଙ୍କୁ ମେଘା ପାତ୍ର ମୁଣ୍ଡରେ ବୋହି ବିଭିନ୍ନ  ସାହି ବସ୍ତି ବୁଲି  ସମସ୍ତ ଦ୍ୱାର ସାମ୍ନାରେ ପୂଜା ପାଇଥିଲେ। ନଗର ପରିଭ୍ରମଣ ପରେ ପରମ୍ପରା କ୍ରମେ ଆଜି ହରଗୈ।ରୀ ଙ୍କୁ ଏକ ଅସ୍ଥାୟୀ ମଞ୍ଚ ଉପରେ ବସାଇ  ଚାଉଳ ରେ ନଡ଼ିଆ ପୁର ଦେଇ  ପ୍ରସ୍ତୁତ କୁଡୁମୁଲ୍ଲୁ ପିଠା  ଲାଗି କରାଯାଇ ଆଳତି ଅର୍ପଣ କରାଯାଇଥିଲା।  ଉକ୍ତ ଦୃଶ୍ୟ ସବୁ ଶ୍ରଦ୍ଧାଳୁମାନଙ୍କ ମଧ୍ୟରେ ଅତ୍ୟନ୍ତ ଭକ୍ତି ଭାବ ସୣଷ୍ଟି କରିଥିଲା।  ଆଜି ସକାଳୁ ମନ୍ଦିର  ଖୋଲିବା ପରଠୁ ପୂଜା ମଣ୍ଡପ ଲେ।କାରଣ୍ୟ ରହିବା ସହ  ଢେର ରାତି ପର୍ଯ୍ୟନ୍ତ ମନ୍ଦିର ପରିସର ରେ ଭକ୍ତ ଙ୍କ ଭିଡ଼ ଲାଗିରହିଥିଲା।ଢେରାପଡା ର ବୁଢିମା ସାଂସ୍କୃତିକ ମଣ୍ଡପରେ ଆଜି ଭକ୍ତି ଆରାଧନା ସାଂସ୍କୃତିକ ଦଳ   ଭଜନ ପରିବେଷଣ କରିଥିବା ବେଳେ ଆଜି ଅତିଥି ଭାବରେ ସୋନପୁର ବିଡ଼ିଓ ସଞ୍ଜିବ କୁମାର ସାହୁ , ବିଶିଷ୍ଟ ସମାଜସେବୀ ଜୟ ସାହା, ଆଇନଜୀବୀ ସୁରେଶ ସାଣ୍ଢ ପ୍ରମୁଖ ଯୋଗଦେଇ ସାଂସ୍କୃତିକ ବାର୍ତ୍ତା ରଖିଥିଲେ। ସାଂସ୍କୃତିକ କାର୍ଯ୍ୟକ୍ରମ ମାନ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ଚାଲୁ ରହିବା ନେଇ ଯାତ୍ରା କମିଟି ସଭାପତି ସହଦେବ ପାତ୍ର ଙ୍କ ସୁତ୍ରରୁ ପ୍ରକାଶ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like