-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

ବିଶ୍ବ ହିନ୍ଦୁ ପରିଷଦ ଗୁଡଭେଲା ପ୍ରଖଣ୍ଡ ଓ ବଜରଙ୍ଗ ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଦାବୀପତ୍ର ପ୍ରଦାନ

11-Oct-2025



ତୁଷୁରା (ପଞ୍ଚାନନ ନାଏକ) କଟକ ଦୁର୍ଗାପୂଜା ଭସାଣି ଶୋଭାଯାତ୍ରାରେ ଏକ ନିର୍ଦ୍ଦିଷ୍ଟ ସମୁଦାୟ ଦ୍ଵାରା ଆକ୍ରମଣ ଓ ପୋଲିସର ପକ୍ଷପାତିତାକୁ ବିରୋଧ କରି ଶୁକ୍ରବାର ବିଶ୍ବ ହିନ୍ଦୁ ପରିଷଦ ବଲାଙ୍ଗିର ଜିଲ୍ଲା ଗୁଡଭେଲା ପ୍ରଖଣ୍ଡ ଓ ବଜରଙ୍ଗ ଦଳ ପକ୍ଷରୁ  ଏକ ଦାବୀପତ୍ର ତୁଷୁରା ତହସିଲଦାରଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରାଯାଇଛି। ତୁଷୁରା ତହସିଲଦାର ଆର୍ତ୍ତତ୍ରାଣ ଥାର୍ଟି ନଥିବାରୁ ହେଡକ୍ଳାର୍କ ଦାବୀପତ୍ର ଗ୍ରହଣ କରିଥିଲେ। ଦାବୀପତ୍ରରେ ଦର୍ଶାଇ ଥିଲେ ଯେ, ପୋଲିସ  ଭସାଣି ଶୋଭାଯାତ୍ରାକୁ ସୁରକ୍ଷା ଦେବାରେ ବିଫଳ ହେବା , ସମସ୍ତ ଆକ୍ରମଣକାରୀ ଓ ଷଡ଼ଯନ୍ତ୍ରକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରି ଉପର ଠାଉରିଆ ଭାବେ କେବଳ କିଛି ଲୋକ ଙ୍କୁ ଗିରଫ କରିବା,  ପ୍ରଦର୍ଶନକାରୀ ନିର୍ଦ୍ଦୋଷ ହିନ୍ଦୁ ଯୁବକଙ୍କୁ ବିନା କାରଣରେ ଗିରଫ କରିବା ଘଟଣାକୁ ନିନ୍ଦା କରିବା ସହ  କଟକ ସମେତ ସମଗ୍ର ରାଜ୍ୟରେ ସନ୍ଦିଗ୍ଧ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ କରି ଦେଶାନ୍ତର କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଦାବୀପତ୍ରରେ ଅନୁରୋଧ କରାଯାଇଛି । ଏହା ପୂର୍ବରୁ ଗୁଡଭେଲା ପ୍ରଖଣ୍ଡ ବିଶ୍ବ ହିନ୍ଦୁ ପରିଷଦର ସଭାପତି ଭିକାରୀ ଚରଣ ସାହୁ ଓ ପୂର୍ବତନ ସଭାପତି ଜଗଦୀଶ ସାହୁଙ୍କ ଦ୍ଵାରା ଘଟଣାକୁ ନେଇ କ୍ଷୋଭ ପ୍ରକାଶ କରାଯାଇ ଥିଲା। ଦାବୀପତ୍ର ଦେବା ବେଳେ ଗୁଡଭେଲା ପ୍ରଖଣ୍ଡର ସାଧାରଣ ସମ୍ପାଦକ ତଥା ଅବସର ପ୍ରାପ୍ତ ଯବାନ ଦୁର୍ବାସା ଭୋଇ , ବରିଷ୍ଠ ଆଇନଜୀବି ପ୍ରଦୀପ କୁମାର ମହାପାତ୍ର , ବରିଷ୍ଟ ସାମ୍ବାଦିକ  ଶମ୍ଭୁ ପ୍ରସାଦ ସାହୁ , ବଜରଙ୍ଗ ଦଳର ଜିଲ୍ଲା ମିଲନ କେନ୍ଦ୍ର ପ୍ରମୁଖ  ଦୀପକ ସାହୁ , ସତସଙ୍ଗ ପ୍ରମୁଖ  ସୁଧାକର ପ୍ରଧାନଙ୍କ ସହିତ ବଜରଙ୍ଗ ଦଳର ସୁବ୍ରତ ଚିନ୍ଦଆ , ତେଜ ରାଜ ରଣା , ରମେଶ ରଣା , ସରୋଜ ମାଝୀ , ତିଳକ ମାଝୀ , ଧରଣୀ ପ୍ରଧାନ , ସତ୍ୟ ବଗର୍ତ୍ତି , ବିଶ୍ଵାମିତ୍ର ରଣା  , ଅମର ଚିନ୍ଦା ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like