-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME   ଜିଲ୍ଲା

*ଡା. ମନୋଜ ଅଦାବରଙ୍କ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ*

11-Oct-2025



ସୁବର୍ଣ୍ଣପୁର,(ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲା ସ୍ୱାସ୍ଥ୍ୟ ସମିତି ତରଫରୁ ଜିଲ୍ଲା ତାଲିମ ଗୃହ ଠାରେ ଏକ ଶ୍ରଦ୍ଧାଞ୍ଜଳି ସଭା ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଆଧିକାରୀ ଡା. ଉଷାରାଣୀ ଦାଶ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ସୋନପୁର  ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଭାବେ କାର୍ଯ୍ୟରତ ଡା.ମନୋଜ କୁମାର ଅଦାବରଙ୍କ ଗତକାଲି ସକାଳ ୯ ଟା ବେଳେ ଭୁବନେଶ୍ୱର ସ୍ଥିତ ଆମ୍ରି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଅକାଳ ବିୟୋଗ ହୋଇଥିବା ବେଳେ ଜିଲ୍ଲା ମୁଖ୍ୟ ଚିକିତ୍ସଳୟର ସମସ୍ତ କର୍ମଚାରୀ ପକ୍ଷରୁ ସଭାଟି ଆୟୋଜନ ହୋଇଥିଲା l

ଉକ୍ତ ସଭାରେ ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ପରିବାର କଲ୍ୟାଣ ଡା. ଦୈତ୍ୟ ନାରାୟଣ ପାଢ଼ୀ ଅଧ୍ୟକ୍ଷ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସୋନପୁର, ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ରମେଶ ସ୍ୱାଇଁ, ଡା. ପଦ୍ମହଂସା ଦୋରା ଡିପିଏମ ରୂପକ ମହାପାତ୍ର, ଜିଲ୍ଲାର ସମସ୍ତ ସ୍ୱାସ୍ଥ୍ୟ କେନ୍ଦ୍ରର ଅଧକ୍ଷ, ସମସ୍ତ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିବା ବେଳେ ସମସ୍ତେ ସ୍ବର୍ଗତଃ ଡା. ମନୋଜ କୁମାର ଅଦାବର ଙ୍କ ସ୍ମୃତି ଚାରଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ l ଶ୍ରୀ ଅଦାବର ଜଣେ ନିଷ୍ଠାବାନ ଓ କର୍ତ୍ତବ୍ୟ ପରାୟଣ ବ୍ୟକ୍ତି ଥିଲା ବେଳେ କର୍କଟ ରୋଗରେ ପୀଡିତ ଥିଲେ ଓ କେମୋ ନେଇସାରି ତାର ଅସ୍ତ୍ରୋପଚାର କରିବାକୁ ଭର୍ତ୍ତି ହୋଇଥିଲେ l ତାଙ୍କର ଅସ୍ତ୍ରୋପଚାର ମଧ୍ୟ ସରିଥିଲା କିନ୍ତୁ ତାପରେ  ତାଙ୍କର ଅବସ୍ଥା ସଂକଟାପନ୍ନ ହୋଇ ତାଙ୍କର ଅକାଳ ମୃତ୍ୟୁ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like