-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

*ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   (31-Jul-2026)       ||      ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   (31-Jul-2026)       ||      ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   (31-Jul-2026)       ||      ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   (31-Jul-2026)       ||      *ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   (31-Jul-2026)       ||      ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   (31-Jul-2026)       ||      ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||     

HOME   ଜିଲ୍ଲା

କୁଲତା ସମାଜର ଶାରଦୀୟ ପୂଜନୋତ୍ସବ, ‘ଯୁବବର୍ଗଙ୍କ ହାତରେ ସମାଜ ନେତୃତ୍ୱ’

11-Oct-2025



ବଲାଙ୍ଗିର(ପ୍ରେରଣା ଖବର): ନିକଟ ଭବିଷ୍ୟତରେ ଭାରତ ବର୍ଷ ସମଗ୍ର ବିଶ୍ୱ ମାନଚିତ୍ରରେ ଏକ ଯୁବଶକ୍ତିର ଦେଶ ହେବାକୁ ଯାଉଛି। ଯେଉଁଠି ୧୮ରୁ ୩୫ ବର୍ଷ ମଧ୍ୟରେ ବୟସ ରହିଥିବ। ଏହାକୁ ଦୃଷ୍ଟିରେ ରଖି ବଲାଙ୍ଗିର ଜିଲା କୁଲତା ସମାଜ ଯୁବକମାନଙ୍କ ଶୈକ୍ଷିକ, ବୈଦ୍ଧିକ ବିକାଶ ସହ ଏକ ଯୁବଶକ୍ତିର ନେତୃତ୍ୱକୁ ସ୍ୱୀକୃତି ଦେଇଛି। ଯୁବବର୍ଗ ହିଁ ସମାଜର ଭବିଷ୍ୟତ, ମେରୁଦଣ୍ଡ। ଏଣୁ ଏଣିକି ବୟସ୍କମାନେ ମାର୍ଗଦର୍ଶନ କରିବେ। ଯୁବବର୍ଗ ସମାଜର ନେତୃତ୍ୱ ନେବେ ବୋଲି ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ହର୍ଡାଟାଲ ରଣେଶ୍ୱର ରାମଚଣ୍ଡୀଙ୍କ ପୀଠରେ ମତପ୍ରକାଶ ପାଇଛି।
 ବାବା ବିଶାଶହେ କୁଲତା ସମାଜ ବଲାଙ୍ଗିର ଜିଲା ମୁଖ୍ୟ କେନ୍ଦ୍ର ପକ୍ଷରୁ ବାର୍ଷିକ ଶାରଦୀୟ ପୂଜନୋତ୍ସବ ଓ ବାର୍ଷିକ ସଭା ଜିଲା ସଭାପତି ଇଂ.ବେଲାର ସିଂ ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଜିଲା କୁଲତା ସମାଜର ଯୁବ ସଭାପତି ଉମେଶଚନ୍ଦ୍ର ଗଡ଼ତ୍ୟା, ଡା.ବର୍ଷାରାଣୀ ଭୋଇ, ଯୁବ ଚାଷୀ ଅଜିତ ବିଶ୍ୱାଳ, ପ୍ରଶାସନିକ ଅଧିକାରୀ ଟୁକୁ ପଧାନ, ବିଭୁ କଲ୍ୟାଣ ଗଡ଼ତ୍ୟା ଅତିଥି ଭାବେ ମଞ୍ଚାସୀନ ହୋଇଥିଲେ। ସଭାକୁ ବିଭିନ୍ନ ପର୍ଯ୍ୟାୟରେ ମହେନ୍ଦ୍ର ପଧାନ, ଭକ୍ତବନ୍ଧୁ ବିଶ୍ୱାଳ ଓ ରଘୁନାଥ ସାହୁ ମଞ୍ଚ ପରିଚାଳନା କରିଥିଲେ। ଏହି ଅବସରରେ ଶିକ୍ଷା, କ୍ରୀଡ଼ା, ଚାଷ, ପ୍ରତିଯୋଗିତାମୂଳକ ପରୀକ୍ଷାରେ କୃତିତ୍ୱ ଅର୍ଜନ କରିଥିବା ସମସ୍ତ କୃତୀଙ୍କୁ ମାନପତ୍ର ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ସମାଜରେ ରହିଥିବା ଅବହେଳିତ ବର୍ଗଙ୍କୁ ମୁଖ୍ୟସ୍ରୋତରେ ସାମିଲ, ଶିକ୍ଷା ଓ ସଂସ୍କୃତିକୁ ଗୁରୁତ୍ୱାରୋପ କରାଯାଇଥିଲା। ଚଳିତ ବର୍ଷ ପ୍ରଥମ କରି ଆୟୋଜିତ ସଭାକୁ ଯୁବବର୍ଗଙ୍କ ସମ୍ମାନାର୍ଥେ ଅର୍ପଣ କରାଯାଇଥିଲା। ବରିଷ୍ଠମାନେ ଏଣିକି ମାର୍ଗଦର୍ଶନ କରି ଯୁବବର୍ଗଙ୍କୁ ସଶକ୍ତ କରିବେ ବୋଲି ସଭାରେ ମତପ୍ରକାଶ ପାଇଥିବା ବେଳେ ଯୁବ କୁଲତା ସମାଜ ନିଜ ଅଧିକାର ପାଇଁ

ଉଲଗୁଲାନ୍‌‌ ଦେଇଥିଲା।
 ଦୀର୍ଘ ୯ ଦିନ ବ୍ୟାପୀ ହର୍ଡାଟାଲ ପୀଠରେ ପରମ୍ପରା ଅନୁଯାୟୀ ପୂଜାର୍ଚ୍ଚନା ହୋଇଥିବା ବେଳେ ପବିତ୍ର ପୂଜନୋତ୍ସବରେ ପାରାୟଣ ଆୟୋଜନ କରାଯାଇଥିଲା। ନୂଆଁପାଲି ଗାଁର ବ୍ରଜେଶ୍ୱରୀ ତୁଲସୀ ରାମାୟଣ ପାରାୟଣ ସଂଘର କଳାକାରମାନେ ବିଭିନ୍ନ ଭୂମିକାରେ ଅବତୀର୍ଣ୍ଣ ହୋଇ ରାମାୟଣ ପ୍ରଦର୍ଶନ କରିଥିଲେ। ଉଦଯାପନୀ ଉତ୍ସବରେ ଜିଲାର ବିଭିନ୍ନ ଆଞ୍ଚଳିକ କେନ୍ଦ୍ରରୁ ଶହ ଶହ ସଂଖ୍ୟାରେ କୁଲତା ଜାତିର ପୁରୁଷ ଓ ମହିଳା ଏଥିରେ ସାମିଲ ହୋଇଥିଲେ। ହର୍ଡାଟାଲ କେନ୍ଦ୍ରର ସମସ୍ତ ସଦସ୍ୟ/ସଦସ୍ୟା ସକ୍ରିୟ ଉପସ୍ଥିତ ରହି ସହଯୋଗ କରିଥିଲେ। 


News Comment




Photo in News

Advertisment
Lastest News
  ଜିଲ୍ଲା  
*ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   31-Jul-2026
  ଜିଲ୍ଲା  
ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   31-Jul-2026
  ଜିଲ୍ଲା  
ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   31-Jul-2026
  ଜିଲ୍ଲା  
ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   31-Jul-2026
  ଜିଲ୍ଲା  
*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   31-Jul-2026
  ଜିଲ୍ଲା  
ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   31-Jul-2026
  ଜିଲ୍ଲା  
ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   31-Jul-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   31-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   31-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ   31-Jul-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   31-Jul-2026

You Might Also Like