-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

*ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ୨୦୨୫ ପାଳିତ*

11-Oct-2025



ସୁବର୍ଣ୍ଣପୁର (-ମନୋରଞ୍ଜନ ତ୍ରିପାଠୀ)                       
ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ୨୦୨୫  ସୁବର୍ଣ୍ଣପୁର  ଜିଲ୍ଲା ସଦର ମହକୁମା ସ୍ଥିତ ସଂସ୍କୃତି ଭବନ ଠାରେ ଜିଲ୍ଲାପାଳ, ସୁବର୍ଣ୍ଣପୁର ଡ଼. ନୃପରାଜ ସାହୁଙ୍କ ଅଧ୍ୟକ୍ଷତାରେ ମହା ଆଡମ୍ବର ସହିତ ପାଳିତ ହୋଇଛି ।  ଏହି ଦିବସ ପାଳନ ଅବସରରେ ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ, ସୁବର୍ଣ୍ଣପୁର, ଶ୍ରୀ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ, ସାଧାରଣ, ସୁବର୍ଣ୍ଣପୁର ଶ୍ରୀମତି ଅଞ୍ଜଳୀନା ପ୍ରଧାନ, ଭାରପ୍ରାପ୍ତ ଉପ ଜିଲ୍ଲାପାଳ ତଥା ଡେପୁଟି କଲେକ୍ଟର,  ସୋନପୁର, ଶ୍ରୀ ସତ୍ୟ ସୁନ୍ଦର ରାଉତ, ଉପ ଆରକ୍ଷୀ ଅଧିକ୍ଷକ, ସୁବର୍ଣ୍ଣପୁର ଶ୍ରୀମତି ରେଣୁକା ସୁନା,  ଚଳିତ ବର୍ଷ ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇ ଥିବା ସୋନପୁର ଜିଲ୍ଲାର ଦିବ୍ୟାଙ୍ଗ  ସୁକନ୍ୟା ସନ୍ତାନ ଓ ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ, ସୁବର୍ଣ୍ଣପୁର, ଶ୍ରୀମତି ଅନୁପମା ପଣ୍ଡା ସମ୍ମାନିତ ଅତିଥି ଭାବରେ ଯୋଗଦାନ କରିଥିଲେ। ଏହି ଅନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳନ ଅବସରରେ ଜିଲ୍ଲାପାଳ, ସୁବର୍ଣ୍ଣପୁର ବର୍ତ୍ତମାନର ପରିପ୍ରେକ୍ଷୀରେ ସମାଜରେ ଓ ପରିବାରରେ କନ୍ୟା ସନ୍ତାନଙ୍କ ପ୍ରତି ଆଦର ସମ୍ମାନ ଦେବା, ପୁତ୍ର ଓ କନ୍ୟା ସନ୍ତାନ ମଧ୍ୟରେ ଥିବା ଭେଦଭାବ କୁ ଦୂର କରିବା ସହିତ  ସୁରକ୍ଷା ପ୍ରଦାନ କରିବା ପାଇଁ ଗୁରୁତ୍ତ୍ଵ ଦେବାର ନିହାତି ଆବଶ୍ୟକତା ରହିଛି ବୋଲି ସଭାପତି ଓ ଅନ୍ୟ ଅତିଥି ମାନେ ସେମାନଙ୍କର ଅଭିଭାଷଣ ରେ ବ୍ୟକ୍ତ କରିଥିଲେ। ଆଜି ଦିବସର ଆକର୍ଷଣ ତଥା କନ୍ୟା ସନ୍ତାନ ମାନଙ୍କ ଜ୍ୱଳନ୍ତ ଉଦାହରଣ  ଓଡିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସୋନପୁର ଜିଲ୍ଲାର ଗର୍ବ ଓ ଗୌରବ ( ଦୃଷ୍ଟିବାଧିତ) ଦିବ୍ୟାଙ୍ଗ  କନ୍ୟା ସୁଶ୍ରୀ ସ୍ମୃତି ଶିଖା ଭୋଇ ତାଙ୍କର ପାଠ ପଢା ସମୟରେ ଓ ଓଡ଼ିଶା  ପ୍ରଶାସନିକ ପରୀକ୍ଷା ଦେଉଥିବା ସମୟରେ ସମ୍ମୁଖୀନ ହୋଇଥିବା ବାଧା, ଅସୁବିଧା ଓ ସମସ୍ୟା ସତ୍ତ୍ୱେ  ନିଜର କଠିନ ପରିଶ୍ରମ ଓ ଦୃଢ ଇଚ୍ଛାଶକ୍ତି ଯୋଗୁଁ ସେ ଓଡିଶା ପ୍ରଶାସନିକ ସେବା ପରୀକ୍ଷାରେ ପାଇଥିବା କୃତିତ୍ଵର ଅନୁଭୁତି ବିଷୟରେ ଉପସ୍ଥିତ ଶିଶୁ କନ୍ୟାମାନଙ୍କୁ ପ୍ରେରଣାଦାୟୀ ଅଭିଭାଷଣ ପ୍ରଦାନ କରି କହିଥିଲେ, ଆପଣ ମାନଙ୍କ ପାଖରେ କୌଣସି ଭିନ୍ନକ୍ଷମତା ବା  ଅଭାବ ନାହିଁ , ତେଣୁ, ସମସ୍ତ ଶିଶୁ କନ୍ୟାମାନେ କଠିନ ପରିଶ୍ରମ କରି ପାଠ ପଢି ନିଜର ଲକ୍ଷ୍ୟ ହାସଲ କରିପାରିବେ। ଏହି ଦିବସ ପାଳନ ଉପଲକ୍ଷେ ପ୍ରାଥମିକ ବିଦ୍ୟାଳୟ, ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ଉଚ୍ଚ ବିଦ୍ୟାଳୟ ସ୍ତରରେ କୁଇଜ୍ ବା ସାଧାରଣ ଜ୍ଞାନ ପ୍ରତିଯୋଗୀ, ପ୍ରବନ୍ଧ  ଓ ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ଏହି ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରୀ ମାନଙ୍କୁ  ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା। ଏହି ପବିତ୍ର ଦିବସରେ ଅନେକ ବିଦ୍ୟାଳୟର ଛାତ୍ରୀମାନେ ନୃତ୍ୟ ପରିବେଷଣ କରିଥିଲେ। ଏହି ଅବସରରେ ଜିଲ୍ଲା ଶିଶୁ ସୁରକ୍ଷା କମିଟିର ସଦସ୍ୟ ବୃନ୍ଦ, ଜିଲ୍ଲା ସମାଜ କଲ୍ୟାଣ କାର୍ଯ୍ୟାଳୟର ଅଧିକାରୀ ଓ କର୍ମଚାରୀ ବୃନ୍ଦ, ଜିଲ୍ଲାର ସମସ୍ତ ସମ୍ୱନିତ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ବୃନ୍ଦ, ସମ୍ୱନିତ ଶିଶୁ ବିକାଶ ପ୍ରକଳ୍ପ ଗୁଡିକର ପରିଦର୍ଶିକା ବୃନ୍ଦ, ଅଙ୍ଗନୱାଡ଼ି କର୍ମୀବୃନ୍ଦ, ଜିଲ୍ଲାର ବିଭିନ୍ନ ବ୍ଲକ ରୁ ଛାତ୍ରୀମାନେ ଅଂଶ ଗ୍ରହଣ କରିଥିଲେ। ଏହି ଦିବସରେ ଜିଲ୍ଲାର ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ,  ସୁବର୍ଣ୍ଣପୁର ଶ୍ରୀମତି ସଂଯୁକ୍ତ ମାଝୀ, ଜିଲ୍ଲା ସଂସ୍କୃତି ଅଧିକାରୀ, ସୁବର୍ଣ୍ଣପୁର,  ଯମୁନା ପ୍ରଧାନ,ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ଅର୍ଜ୍ଜୁନ ମାଝୀଙ୍କ ସମେତ  ସାମ୍ବାଦିକ  ଗଣ ଉପସ୍ଥିତ ଥିଲେ l ଶେଷରେ ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ସମସ୍ତଙ୍କୁ ଧନ୍ୟବାଦ୍ ଜ୍ଞାପନ କରିଥିଲେ।


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like