-+91-9937148622 |

prerana_bgr@rediffmail.com |

  Saturday 1st August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      *ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   (31-Jul-2026)       ||      ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   (31-Jul-2026)       ||      ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   (31-Jul-2026)       ||      ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   (31-Jul-2026)       ||      *ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   (31-Jul-2026)       ||      ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   (31-Jul-2026)       ||      ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||     

HOME   ଜିଲ୍ଲା

ନବାଗତ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

11-Oct-2025



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଉମା ଉନ୍ନିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭାରପ୍ରାପ୍ତ ଅଧ୍ୟକ୍ଷ କଷ୍ଟେଶ୍ଵର ଭୋଇଙ୍କ  ସଭାପତିତ୍ୱରେ ନବାଗତ ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ପାଇଁ ଏକ ସ୍ୱାଗତ ସମାରୋହ  ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସ୍ୱାଗତ ସମାରୋହ ଉତ୍ସବରେ କଣ୍ଟାମାଳ ବିଧାୟକ କହ୍ନେଇଁ ଚରଣ ଡାଙ୍ଗ ମୁଖ୍ୟଅତିଥି, ବୌଦ୍ଧ ଜିଲ୍ଲା ଶିକ୍ଷକ ସଂଘର

ସଭାପତି ନିଳାଞ୍ଚଳ ଭୋଇ ମୁଖ୍ୟବକ୍ତା ଓ ସମ୍ମାନୀତ ଅତିଥିଭାବେ ଘଣ୍ଟାପଡ଼ାଜୋନର ଜିଲ୍ଲା ପରିଷଦ ସଦସ୍ୟା ଶ୍ରୀମତୀ ସୁମିତ୍ରା ସାହୁ, ସ୍ଥାନୀୟ ସରପଞ୍ଚ ଦୌଲଥ ପାଣ୍ଡେ,ବରିଷ୍ଠ ନାଗରିକ ଗୁଞ୍ଜୁରୁ ସୁନା , ଆଦିବାସୀ ନେତା ସତ୍ୟନାରାୟଣ ମାଝୀ, ପୂର୍ବତନ ଘଣ୍ଟାପଡ଼ା ମଣ୍ଡଳ ବିଜେପି  ସଭାପତି ପିନାକଧର ରଣା, କଣ୍ଟାମାଳ ପୂର୍ବତନ ମଣ୍ଡଳ ସଭାପତି ଅନିଲ ପ୍ରଧାନ,ପୂର୍ବତନ ଛାତ୍ରନେତା ସୁନିଲ ରଣା ଓ ଖବରଦାତା ପ୍ରଭାତ କୁମାର ସାହୁ ପ୍ରମୁଖ ଉପସ୍ଥିତ ରହି ଶିକ୍ଷାର ବିକାଶ ନିମନ୍ତେ ଓଡ଼ିଶା ସରକାର ହାଇସ୍କୁଲରେ ଦ୍ଵାଦଶ ଶ୍ରେଣୀ ଖୋଲିବା ଓ ତାର ପ୍ରଥମ ପ୍ରତିଷ୍ଠା ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ ଉପସ୍ଥିତ ବିଧାୟକଙ୍କୁ କୃତଜ୍ଞତା ସହ ନବାଗତଙ୍କୁ ବିଦ୍ୟାଳୟରେ ଭାଇଚାରାର ସଂପର୍କ ନେଇ ବକ୍ତା ମାନେ ବକ୍ତବ୍ୟ ରଖିଥିଲେ। ପୂର୍ବ ଛାତ୍ର ସୁନିଲ ରଣା ଧନ୍ୟବାଦ

ପ୍ରଦାନ କରିଥିଲେ । ଏହିଅବସରରେ ନବାଗତଙ୍କୁ ଉତ୍ସାହିତ କରିବାପାଇଁ ନାଚ, ଗୀତ, କମେଡ଼ି ଆଦି ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ହୋଇଥିଲା। ଏଥିରେ ବରିଷ୍ଠ ଶିକ୍ଷକ କ୍ରିଷ୍ଣାଚନ୍ଦ୍ର ପ୍ରଧାନ ଅଜିତ କୁମାର ବିଶି, ଶୁଭସ୍ମିତାପାତ୍ର, ଅଙ୍କିତା ମଲିକ, ମାନସୀ ରାଣୀ ମଲିକ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରି ଥିବାବେଳେ ପୂର୍ବତନ ଛାତ୍ର ଉପସ୍ଥିତ ରହି ସହଯୋଗ କରି ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
*ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   31-Jul-2026
  ଜିଲ୍ଲା  
ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   31-Jul-2026
  ଜିଲ୍ଲା  
ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   31-Jul-2026
  ଜିଲ୍ଲା  
ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   31-Jul-2026
  ଜିଲ୍ଲା  
*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   31-Jul-2026
  ଜିଲ୍ଲା  
ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   31-Jul-2026
  ଜିଲ୍ଲା  
ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   31-Jul-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   31-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   31-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026

You Might Also Like