-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର: ଆନ୍ତର୍ଜାତୀୟ ଶିଶୁକନ୍ୟା ଦିବସ ପାଳିତ

11-Oct-2025



ବଲାଙ୍ଗୀର(ଦେବାଶିଷ ବହିଦାର): ବଲାଙ୍ଗୀର ଠାରେ ଜିଲ୍ଲା ମହିଳା ଓ ଶିଶୁ କଲ୍ୟାଣ ବିଭାଗ ତରଫରୁ  ସ୍ଥାନୀୟ ମହିଳା ମହାବିଦ୍ୟାଳୟ ପ୍ରେକ୍ଷାଳୟ ଠାରେ ଆନ୍ତର୍ଜାତୀୟ ଶିଶୁକନ୍ୟା ଦିବସ ପାଳନ ହୋଇଯାଇଛି। ଜିଲ୍ଲା ମହିଳା ଓ ଶିଶୁ କଲ୍ୟାଣ ବିଭାଗ ଅଧିକାରୀ ସୁଷମା ମହାପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ଡ଼ିଏସପି କମଳ କୁମାର ପଣ୍ଡା. ସରକାରୀ ମହିଳା ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ ଅରବିନ୍ଦ କୁମାର ଓଝା, ଶ୍ରୀମତୀ କସ୍ତୁରୀ ରଥ, ପୋଲିସ ସବ ଇନ୍ସପେକଟର ଅଲେଖ ଗରଡିଆ, ଜିଲ୍ଲା ଜନସ୍ୱାସ୍ଥ୍ୟ ଓ ଯୋଗାଯୋଗ ଅଧିକାରୀ ଆନନ୍ଦ ମିଶ୍ର ଯୋଗ

ଦେଇଥିଲା ବେଳେ ଅଧ୍ୟାପକ ସନ୍ଦୀପ କୁମାର କୁଅଁର ସାଧନ କର୍ମୀ ତଥା ବକ୍ତା ଭାବରେ ଯୋଗଦେଇ ଥିଲେ। ପ୍ରାରମ୍ଭ ରେ ଜିଲ୍ଲା ମହିଳା ଓ ଶିଶୁ କଲ୍ୟାଣ ବିଭାଗ ଅଧିକାରୀ ସୁଷମା ମହାପାତ୍ର ସ୍ୱାଗତ ଭାଷଣ ଦେଇଥିବା ବେଳେ ଅତିଥିମାନେ ନାରୀ ର ଅଧିକାର ଓ ସୁରକ୍ଷା ସମ୍ପର୍କରେ ଆଲୋଚନା କରିଥିଲେ। ସାଧନ କର୍ମୀ ତଥା ବକ୍ତା  ଅଧ୍ୟାପକ ସନ୍ଦୀପ କୁମାର କୁଅଁର  ଆନ୍ତର୍ଜାତୀୟ ଶିଶୁକନ୍ୟା ଦିବସ ର ବିଷୟ କିଶୋରୀ ମାନଙ୍କ ମଧ୍ୟରେ ନେତୃତ୍ୱ ବିକାଶ ର ମାଧ୍ୟମ, ସମାନତା, ସୁଯୋଗ, ଅଧିକାର, ବିଷୟରେ ମାର୍ଗଦର୍ଶନ କରିଥିଲେ। ଜିଲ୍ଲା ମମତା ଯୋଜନା ଅଧିକାରୀ ଶିବାନୀ ଠାକୁର  ସଭା ପରିଚାଳନା କରିଥିଲା ବେଳେ ପିରାମଲ ଫାଉଂଡେସନ ର ଦେବୀପ୍ରସାଦ ଓ ଅନ୍ୟମାନେ କିଶୋରୀ ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା, କୂଇଜ଼ ପରିଚାଳନା କରିଥିଲେ। ପାର୍ବତୀଗିରି ବାଳ ନିକେତନ ଛାତ୍ରୀ ମାନେ ପ୍ରାରମ୍ଭିକ ସଂଗୀତ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଏହି କାର୍ଯ୍ୟକ୍ରମ ରେ ବଲାଙ୍ଗୀର ଜିଲ୍ଲା ର ୧୪ଟି ବ୍ଲକ ର କିଶୋରୀ ମାନେ ତଥା ଅଙ୍ଗନବାଡି କର୍ମୀ, ସୁପରଭାଇଜର, ସି ଡି ପି ଓ ଯୋଗଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like