-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ଆମପାଣି ଘାଟି ମୁଣ୍ଡରେ ପୂଜାପାଉଥିବା ପ୍ରଭୁ ବୁଡ଼ାରଜା ଙ୍କ ବାର୍ଷିକ ଦଶରା ପାଳିତ

12-Oct-2025



କଳାହାଣ୍ଡି,କୋକସରା(ତ୍ରିନାଥ ବେଶ୍ରା )
ନବରଙ୍ଗପୁର ଜିଲ୍ଲା ସିମାନ୍ତ ଆମପାଣି ଘାଟି ମୁଣ୍ଡରେ ପୂଜା ପାଉଥିବା କଳାହାଣ୍ଡିର ଆରାଧ୍ଯ ଆମପାଣିର ବୁଢ଼ାରଜା ଦେବଙ୍କ ଦଶରା ଯାତ୍ରା ଆଜି ଅନୁଷ୍ଠିତ ହୋଇଯାଇଛି  । ପ୍ରତିବର୍ଷ କୁମାର ପୂର୍ଣ୍ଣିମା ଶେଷ ପରେ  ପଡ଼ୁଥୁବା ପ୍ରଥମ ଶନିବାର ଦିନ  ବୁଢ଼ାରଜା ଦେବଙ୍କ ଦଶରା ଯାତ୍ରା ଅନୁଷ୍ଠିତ ହୋଇଥାଏ। ଏହି କାଯ୍ୟକ୍ରମ ରେ ମୁଖ୍ୟଅତିଥି ଭାବରେ ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ, ବ୍ଲକ ଉପାଦକ୍ଷ୍ୟ  ରାଜୀବ କୁମାର ଅଗ୍ରୱାଲ, ଗୋଷ୍ଟୀଉନୟନ ଅଧିକାରୀ ହିମାଞ୍ଚଳ ମାଝୀ,ତ୍ରିନାଥ ଶବର ଏହି ବାର୍ଷିକ ଯାତ୍ରାରେ ସାମିଲ ହୋଇ ପ୍ରଭୁ ବୁଡ଼ାରଜା ଙ୍କ ମନ୍ଦିର କୁ ଯାଇ ଦର୍ଶନ କରି ପୂଜlର୍ଚ୍ଚନା କରିଥିଲେ l ଭକ୍ତଜନଙ୍କୁ ଦର୍ଶନ ଦିଅନ୍ତି କଳାହାଣ୍ଡିର ଆରାଧ୍ୟ ଦେବତା ପ୍ରଭୁ ବୁଢ଼ାରଜା ଓ ଯାତ୍ରା ମଧ୍ୟରେ ପାରମ୍ପରିକ ଲାଖବିନ୍ଧା ଓ ଲାଠିଯାତ୍ରାରେ ସାମିଲ ହୋଇ ଥିଲେ ଲକ୍ଷାଧିକ ଶ୍ରଦ୍ଧାଳୁ I ରାତିରେ ବିଭିନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ପୂର୍ବାହ୍ନରେ ଲାଠି ଯାତ୍ରା, ଅପରାହ୍ନରେ ଲାଖବିନ୍ଧା ଓ ସନ୍ଧ୍ୟାରେ ମଞ୍ଚ ଉଦ୍‌ଘାଟନ ସହିତ ରାତିରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ  ନାଟକ, ଘୁମୁରା ରେକର୍ଡ ଡ୍ୟାନ୍ସ  କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଥିଲା । ପୂଝlରୀ ଘର ଠାରୁ ପୁଜା ଚନ୍ନା କରି ଲାଠି, କାଳିସୀ ବଡ଼ ଧୁମ ଧାମରେ ବାଦ୍ୟ, ନୂତ୍ୟ, ସହ ମନ୍ଦିର ରେ ପହଞ୍ଚି ଭକ୍ତଙ୍କୁ ଦର୍ଶନ ଦେଲେ ସବୁ ଦେବାଦେବୀଙ୍କ ମାମୁଁ ବୁଢ଼ାରଜା ଦେବ, ଟ୍ରାଫିକ ନିୟନ୍ତ୍ରଣ, ପୂଜା ପରିଚାଳନା ଓ ଜନସମାଗମକୁ ଦୃଷ୍ଟିରେ ରଖି କମିଟି ଓ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା।

ଏହି କାର୍ଯ୍ୟକ୍ରମ ରେ ପୂଜା କମିଟି ସଭାପତି ରୁତୁରାଜ ମାଝୀ, ସମ୍ପାଦକ ସନ୍ତୋଷ କୁମାର ମାଝୀ, ଉପ ସଭାପତି ଗଙ୍ଗାଧର ନାଏକ, କୋଷାଧ୍ୟକ୍ଷ ବିଘ୍ନଶ୍ଵର ନାଏକ, ଜିତେନ୍ଦ୍ର ପଣ୍ଡା, ସୁରେଶ ଚନ୍ଦ୍ର ସାହୁ, ରାଜୁ ପଟେଲ, ବିଜୟ କୁମାର ପଣ୍ଡା, ନକୁଳ ବାଣୁଆ, ମନୋରଞ୍ଜନ ବାଣୁଆ, ସମେତ ଅନ୍ୟ ସଦସ୍ୟ ମାନେ ମଧ୍ୟ୍ୟ ସାହାଯ୍ୟ ସହଯୋଗ କରିଥିବା ବେଲେ ପୋଲିସ ପ୍ରଶାସନ ପକ୍ଷ ରୁ ବହୁ ସୁନ୍ଦର ଭାବରେଶାନ୍ତି ଶୃଙ୍ଖଳା ସହ ଯାତ୍ରା ସମାପନ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like