-+91-9937148622 |

prerana_bgr@rediffmail.com |

  Wednesday 17th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବକଟି ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (16-Jun-2026)       ||      ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   (16-Jun-2026)       ||      ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   (16-Jun-2026)       ||      *ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   (16-Jun-2026)       ||      ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ    (16-Jun-2026)       ||      ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   (16-Jun-2026)       ||      ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ    (16-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ    (16-Jun-2026)       ||      ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ    (16-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ    (16-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   (16-Jun-2026)       ||      ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   (16-Jun-2026)       ||      *ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   (16-Jun-2026)       ||      କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟର ଡାଇମଣ୍ଡ ଜୁବଲି ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ, ସ୍ମରଣିକା ପ୍ରକାଶନ ପାଇଁ ଆଲୋଚନା

12-Oct-2025



ବଲାଙ୍ଗୀର (ପ୍ରେରଣା ଖବର): ଆସନ୍ତା  ମାସ ମଧ୍ୟରେ ବଲାଙ୍ଗୀର ଟାଉନ୍ ବାଳିକା ଉଚ୍ଚବିଦ୍ୟାଳୟ ତାର ଡାଇମଣ୍ଡ୍ ଜୁବଲି ପାଳନ କରିବାକୁ ଯାଉଛି l ବଲାଙ୍ଗୀର ଜିଲ୍ଲାରେ ବାଳିକା ଶିକ୍ଷାର ମୂଳଦୂଆ ପକାଇବା ଓ ମହିଳା ମାନଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବାର ଲକ୍ଷ୍ୟ ନେଇ ଏହି ସ୍କୁଲକୁ ପ୍ରତିଷ୍ଠା କରିଥିଲେ ବଲାଙ୍ଗୀରର  ଜଣାଶୁଣା ଚିନ୍ତାନାୟକ ପ୍ରଣମ୍ୟ  ସ୍ଵର୍ଗତ ଶରତ ଚନ୍ଦ୍ର ପାଣିଗ୍ରାହୀ l ସ୍ଵର୍ଗତ ପାଣିଗ୍ରାହୀ ଙ୍କ ସୁପୁତ୍ର ଡ.ଶ୍ରୀକାନ୍ତ ପାଣିଗ୍ରାହୀଙ୍କ ଦିଗଦର୍ଶନରେ 

ଏବେ  ସ୍କୁଲର ହୀରକ ଜୟନ୍ତୀ ପାଳନ ହବାକୁ ଯାଉଛି l  ଟାଉନ୍ ବାଳିକା ଉଚ୍ଚବିଦ୍ୟାଳୟ  ଏବଂ ଶରତ ପାଣିଗ୍ରାହୀ ଫାଉଣ୍ଡେସନ ର ମିଳିତ ସହଯୋଗରେ ଆୟୋଜିତ ହୀରକ ଜୟନ୍ତୀ ସମାରୋହକୁ ଜାକଜମକରେ ପାଳନ କରିବା ପାଇଁ ସ୍କୁଲର ପୁରାତନ ଛାତ୍ରୀ, ସ୍କୁଲର ପୂର୍ବତନ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସମେତ ସହରର ବୁଦ୍ଧିଜୀବୀ ଓ ଶିକ୍ଷାପ୍ରେମୀ ମାନଙ୍କୁ ନେଇ ଆଜି ସ୍କୁଲ ପରିସରରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l ସ୍କୁଲର ପ୍ରଧାନ ଶିକ୍ଷକ ନରେନ୍ଦ୍ର ମିଶ୍ର ଙ୍କ ଆବାହକତ୍ବରେ ଅନୁଷ୍ଠିତ ଏହି ବୈଠକରେ ଉତ୍ସବକୁ ଶାନ୍ତିଶୃଙ୍ଖଳାର ସହିତ ପାଳନ କରିବା ଏବଂ ସ୍ମରଣିକା ପ୍ରକାଶନ

ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା ଏହି ବୈଠକରେ ସ୍କୁଲର ଆଲୁମିନି କମିଟିର ସଭାନେତ୍ରୀ ସୁଶ୍ରୀ ଆନନ୍ଦିନୀ ଦର୍ଜି, ପୂର୍ବତନ ପ୍ରଧାନ ଶିକ୍ଷୟିତ୍ରୀ ସୁଭଦ୍ରା ସ୍ଵାଇଁ, ବିଜୟିନୀ ଦାନୀ,ଶିକ୍ଷାବିତ୍ ମନୋରଞ୍ଜନ ସାହୁ, ଶିକ୍ଷକ ସତ୍ୟାନନ୍ଦ ବିଶ୍ଵାଳ, ସୁଭଶ୍ରୀ ଭୋଇ, ଅନୁଷ୍କା କୁମ୍ଭାର,କୃଷ୍ଣଚନ୍ଦ୍ର ବାଗ, ପୁନମ ରଣା,ବନିତା ତରିଆ, ମନୀଷା ସାହୁ,ଗୀତାଞ୍ଜଳି ମାଝୀ ଅରୁନ୍ଧତୀ ବଢେଇ, ଅନୀତା ସିଂହ ପ୍ରମୁଖ ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରି ଥିଲେ l ଶେଷରେ  ଶିକ୍ଷୟିତ୍ରୀ ଝୁନିଲତା ଭୋଇ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିବା ସହ ଆଗାମୀ ଦିନରେ ସମସ୍ତଙ୍କ ସହଯୋଗ କାମନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବକଟି ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   16-Jun-2026
  ଜିଲ୍ଲା  
*ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   16-Jun-2026
  ବିଶେଷ  
ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ   16-Jun-2026
  ଜିଲ୍ଲା  
ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   16-Jun-2026
  ଜିଲ୍ଲା  
ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ   16-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ   16-Jun-2026
  ଜିଲ୍ଲା  
ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ   16-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   16-Jun-2026
  ଜିଲ୍ଲା  
ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   16-Jun-2026

You Might Also Like