-+91-9937148622 |

prerana_bgr@rediffmail.com |

  Wednesday 17th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବକଟି ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (16-Jun-2026)       ||      ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   (16-Jun-2026)       ||      ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   (16-Jun-2026)       ||      *ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   (16-Jun-2026)       ||      ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ    (16-Jun-2026)       ||      ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   (16-Jun-2026)       ||      ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ    (16-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ    (16-Jun-2026)       ||      ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ    (16-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ    (16-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   (16-Jun-2026)       ||      ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   (16-Jun-2026)       ||      *ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   (16-Jun-2026)       ||      କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||     

HOME   ଜିଲ୍ଲା

ମାୟା ବର୍ହା ହାଇସ୍କୁଲ ରେ ଅନ୍ତର୍ଜାତୟ କନ୍ୟା ସନ୍ତାନ ଦିବସ ପାଳିତ @ ନବମ ଶ୍ରେଣୀର ଛାତ୍ରୀ ପାୟଲଙ୍କୁ ସମ୍ବର୍ଦ୍ଧନା

12-Oct-2025



ଡୁଙ୍ଗୁରିପାଲି(ପ୍ରେରଣାଖବର)-:ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ  ବିଦ୍ୟାଳୟ ମାୟାବର୍ହ୍।ଠାରେ  ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ. ରବିଚନ୍ଦ୍ର ପଶାୟତ ସଭାପତିତ୍ବରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ  ହୋଇଯାଇଛି । ବରିଷ୍ଠ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ଏହି ଅବସରରେ ଅନୁଷ୍ଠିତ  ସଭାକୁ ସଂଯୋଜନା କରିବା ସହ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଚନ୍ଦଳିର ସହକାରୀ ଶିକ୍ଷୟିତ୍ରୀ ନିତୁ ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି  ଆମ ସମାଜରେ ଝିଅମାନଙ୍କ ଅବଦାନ ପୁଅ ମାନଙ୍କଠାରୁ କୌଣସି ଗୁଣରେ କମ୍ ନୁହେଁ ବୋଲି ମତ ପ୍ରଦାନ୍ କରିଥିଲେ। ସଭାରେ ସମ୍ମାନିତ ଅତିଥି ଭାବରେ ଶିକ୍ଷକ ସମ୍ପଦ ଖମାରୀ ଓ ରାଜୁ ମେହେର ମଞ୍ଚାସିନ ହୋଇ ନିଜ ନିଜ ବକ୍ତବ୍ୟ ପ୍ରଦାନ୍ କରିଥିଲେ । ଛାତ୍ରୀ ଶ୍ରିମୟୀ ଶେଠ୍ ସ୍ବାଗତ ସଙ୍ଗୀତ ଗାନ କରିଥିବା ବେଳେ ଛାତ୍ରୀ ପୂଜା ରାଣୀ, ଝରଣା, ଅଭା, ଦିପ୍ତିଶିଖା ଓ ପ୍ରୀତି ନିଜ ନିଜ ବକ୍ତବ୍ୟ ପ୍ରଦାନ୍ କରିଥିଲେ। ଏହି ଅବସରରେ ସୋନପୁର ଜଙ୍ଗଲ ବିଭାଗ ଦ୍ଵାରା ଆୟୋଜିତ ଜିଲ୍ଲା ସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତାରେ ତୃତୀୟ ସ୍ଥାନ ଅଧିକାର କରିଥିବା ନବମ ଶ୍ରେଣୀର ଛାତ୍ରୀ ପାୟଲ ବିଶ୍ଵକର୍ମାଙ୍କୁ  ଅତିଥିମାନେ ସମ୍ବର୍ଦ୍ଧିତ କରିଥିଲେ।

ଶେଷରେ ଖେଳ ଶିକ୍ଷକ ଚିନ୍ମୟ କୁମାର ଦାସ  ସମସ୍ତଙ୍କୁ ଧନ୍ୟବାଦ ପ୍ରଦାନ  କରିଥିଲେ। କାର୍ଯ୍ୟକ୍ରମରେ, ସଞ୍ଜୀବ ପୂଜାରୀ, ବିଭୀଷଣ ଖମାରୀ,ମୀନକେତନ ଦାସ, ସୁରଜ୍ ଖମାରୀ , ସମୀର କାଠର, ସୌଭାଗିନି ସାହୁ, ସୂର୍ଯ୍ୟକାନ୍ତୀ କାଣ୍ଡ  ପ୍ରଭୁତି   ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବକଟି ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   16-Jun-2026
  ଜିଲ୍ଲା  
*ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   16-Jun-2026
  ବିଶେଷ  
ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ   16-Jun-2026
  ଜିଲ୍ଲା  
ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   16-Jun-2026
  ଜିଲ୍ଲା  
ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ   16-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ   16-Jun-2026
  ଜିଲ୍ଲା  
ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ   16-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   16-Jun-2026
  ଜିଲ୍ଲା  
ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   16-Jun-2026

You Might Also Like