-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ମୁରାସୁର ଦରବାରର ଷଷ୍ଠ ସନ୍ଧ୍ୟା - ମୁର୍ଷୁଣ୍ଢୀ ୪୩ ତମ ଗଜଲକ୍ଷ୍ମୀ ପୂଜା ମହୋତ୍ସବ

12-Oct-2025



ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ଠାରେ ୪୩ ତମ ଗଜଲକ୍ଷ୍ମୀ ପୂଜା ଅବସରରେ ମୁରାସୁର ଦରବାରର ଆଜି  ଷଷ୍ଠ ଦିବସରେ ପୈାରାଣିକ ନାଟକ ପରିବେଷଣ ହୋଇଛି। ନାଟ୍ୟଭିକ୍ରମେ ମୁରାସୁର ଦରବାରକୁ ନାରଦ ଙ୍କ ପ୍ରବେଶ,  ଏବଂ ବିଷ୍ଣୁଙ୍କର ମର୍ତ୍ତ୍ୟ ମଣ୍ଡଳ ରେ ମାନବ ରୂପେ ଜନ୍ମିବେ ବୋଲି ମୁରାସର ଆଗରେ ପ୍ରକାଶ ପ୍ରମୁଖ  ଦୃଶ୍ୟ ମୁକ୍ତାକାଶ ରଙ୍ଗମଞ୍ଚରେ ପର୍ଯ୍ୟାୟକ୍ରମେ ମଞ୍ଚସ୍ଥ ହୋଇଥିଲା। ପ୍ରଥମେ ରାଜା ମୁରାସୁର ପାତ୍ରମନ୍ତ୍ରୀଙ୍କ ସହ ଶୋଭାଯାତ୍ରା ରେ ନଗର ପରିକ୍ରମା କରିବା ପରେ ଦରବାରରେ ପହଞ୍ଚିଥିଲେ। ରାଜ ନର୍ତ୍ତକୀ ଓ ସ୍ଥାନୀୟ କଳାକାର ମାନଙ୍କ ଦ୍ବାରା ନୃତ୍ୟ ପରିବେଷଣ ହୋଇଥିଲା। ମହାରାଜଙ୍କ ଆଦେଶ କ୍ରମେ ଗଜଲକ୍ଷ୍ମୀ ପୂଜା କମିଟି ରସଭାପତି ଲବ କୁମାର ସାହୁ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ରାଜ ସଭାରେ ରାଜ ଅତିଥି ଭାବେ ଓଡିଶା ର ଚର୍ଚ୍ଚିତ ଚେହେରା ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା  ସୁରେଶ ରାଉତରାୟ ଯୋଗଦେଇ ଥିଲେ। ମହାରାଜା ଙ୍କ ପ୍ରଶ୍ନ ଉତ୍ତର ରେ ସାମିଲ ହେବା ସହ ସାଂସ୍କୃତିକ ବାର୍ତ୍ତା ପ୍ରଦାନ କରିଥିଲେ। ସେହିପରି ଦ୍ବିତୀୟ ପର୍ଯ୍ୟାୟ ରାଜ ଅତିଥି ଭାବେ ପୂର୍ବ ବିଧାୟକ ପଦ୍ମନାଭ ବେହେରା ମୁଖ୍ୟ ଅତିଥି,  ଝସକେତନ ବଘାର, କୃତିବାସ ମିଶ୍ର, ଶିବ ତରିଆ, ପୂର୍ବତନ ବ୍ଳକ ଉପାଧ୍ୟକ୍ଷ  ରଞ୍ଜିତ କୁମାର ରଥ, ବିଜୁ ଜନତା ଦଳର ଜିଲ୍ଲା ମିଡିଆ ସେଲ  ଅମୀୟ ରଞ୍ଜନ ଦାଶ ପ୍ରମୁଖ ସମ୍ମାନିତ  ଅତିଥି  ଭାବେ ଯୋଗଦେଇ ଥିଲେ। ଦରବାର ରେ ତାଙ୍କୁ ଗଜଲକ୍ଷ୍ମୀ ପୂଜାକମିଟି ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା । ପରେ ବିଭିନ୍ନ ସାଂସ୍କୃତିକ ବାର୍ତ୍ତା ପ୍ରଦାନ କରିଥିଲେ। କମିଟି ପକ୍ଷରୁ ପୁଷ୍ପମାଲ୍ୟ, ଉପଢୌକନ ଓ ସୃତି ଫଲକ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା।  ଏହି ଅବସରରେ ସୁର ମେଲୋଡି ଦ୍ଵାରା ଅର୍କେଷ୍ଠା ଅନୁଷ୍ଠିତ ହୋଇଥିଲା ଏବଂ ସକାଳ ଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ମା ' ଗଜଲକ୍ଷ୍ମୀଙ୍କ ଦର୍ଶନ ପାଇଁ ଲୋକଙ୍କ ଭିଡ ପରିଲକ୍ଷିତ ହୋଇଥିଲା। କମିଟିର ସମସ୍ତ ସଦସ୍ୟ ଉପସ୍ଥିତିରେ ପୁଷ୍ପାଞ୍ଜଳି ଓ ଆଳତି ହୋଇଥିଲା। ଏଥିରେ ପୂଜା କମିଟିର ସଭାପତି ଲବ କୁମାର ସାହୁ, ଉପ ସଭାପତି ଧନଞ୍ଜୟ ସାହୁ,  ସମ୍ପାଦକ ତ୍ରିୟଞ୍ଜୀବମିଶ୍ର, ସହ ସମ୍ପାଦକ ବିଦ୍ୟାଧର ଖୁର୍ଡିଆ, କୋଷାଧ୍ୟକ୍ଷ ସତ୍ୟ ମୋହନ ବେଦପାଣି, ଉପଦେଷ୍ଟା ରାଜ ଗୋପାଳ ପାଣିଗ୍ରାହୀ, କୁଶ କୁମାର ସାହୁ, ପ୍ରେମାନନ୍ଦ ଜଟି,ଓ ସତ୍ୟଞ୍ଜିବ ମିଶ୍ରଙ୍କ  ସମେତ ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like