-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||      ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା    (06-Aug-2026)       ||      ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||     

HOME   ରାଜ୍ୟ

ଭାରତ-ଇଂଲଣ୍ଡ ଟେଷ୍ଟ୍ ସିରିଜ୍ : ଧୋନୀଙ୍କ ଏହି ବଡ ରେକର୍ଡ ଭାଙ୍ଗିବେ ରାହାଣେ ! ରହିଛି ସୁଯୋଗ

29-Jan-2021



ନୂଆଦିଲ୍ଲୀ(ପ୍ରେରଣା ଖବର)   ଅଷ୍ଟ୍ରେଲିଆ ବିପକ୍ଷରେ ଆକର୍ଷଣୀୟ ଟେଷ୍ଟ୍ ସିରିଜ ବିଜୟରେ ପ୍ରମୁଖ ଭୁମିକା ଗ୍ରହଣ କରିଥିଲେ ଆଜିଙ୍କ୍ୟ ରାହାଣେ । ନିୟମିତ ଅଧିନାୟକ ବିରାଟ କୋହଲିଙ୍କ ଅନୁପସ୍ଥିତିରେ ସେ ଦଳର ନେତୃତ୍ୱ ନେବା ସହ ଦଳକୁ ଐତିହାସିକ ସିରିଜ୍ ଜିତାଇଥିଲେ । ଏବେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଫେବ୍ରୁଆରୀ ୫ରୁ ଟେଷ୍ଟ୍ ସିରିଜ୍ ଖେଳାଯିବ । ଏହି ସିରିଜରେ ରାହାଣେ ମହେନ୍ଦ୍ର ସିଂ ଧୋନୀଙ୍କ ଏକ ବଡ ରେକର୍ଡ ଭାଙ୍ଗିପାରନ୍ତି । ସବୁଠାରୁ ଅଧିକ ରନ୍ କରିବାରେ ସେ ଧୋନୀଙ୍କଠୁ ଆଗକୁ ଯାଇପାରିବେ ।୩୨ ବର୍ଷୀୟ ରାହାଣେ ଏବେସୁଦ୍ଧା ୬୯ଟି ଟେଷ୍ଟ୍ ମ୍ୟାଚ୍ ଖେଳିଛନ୍ତି । ସେ ୪୨.୫୮ ଆଭରେଜରେ ୪୪୭୧ ରନ୍ କରିଥିବା ବେଳେ ଏଥିରେ ୧୨ଟି ଶତକ ରହିଛି । ଯଦି ସେ ଇଂଲଣ୍ଡ ବିପକ୍ଷ ସିରିଜରେ ୪୦୬ ରନ୍ କରନ୍ତି ତେବେ ସେ ଧୋନୀଙ୍କୁ ପଛରେ ପକାଇବେ । ଧୋନୀ ୯୦ଟି ଟେଷ୍ଟରେ ୩୮.୦୯ ଆଭରେଜରେ ୪୮୭୬ ରନ୍ କରିଛନ୍ତି । ଏହାସହ ୬ଟି ଶତକ ଲଗାଇଛନ୍ତି ।ରାହାଣେ ଯଦି ଇଂଲଣ୍ଡ ବିପକ୍ଷ ସିରିଜରେ ଗୋଟିଏ ଶତକ ଲଗାନ୍ତି ତେବେ ପୋଲି ଉମରିଗର୍ ଓ ମୁରଲି ବିଜୟଙ୍କୁ ପଛରେ ପକାଇ ଦେବେ । ଏହି ଦୁଇ ଖେଳାଳିଙ୍କ ନାଁରେ ୧୨ଟି ଲେଖାଏଁ ଶତକ ରହିଛି । ଯଦି ସେ ଦୁଇଟି ଶତକ ଲଗାନ୍ତି ତେବେ ଗୁଣ୍ଡପ୍ପା ବିଶ୍ୱନାଥଙ୍କ ସହ ସମାନ ହୋଇଯିବେ ।ନିକଟରେ ସମାପ୍ତ ହୋଇଥିବା ଅଷ୍ଟ୍ରେଲିଆ ବିପକ୍ଷ ସିରିଜରେ ରାହାଣେ ଏକମାତ୍ର ଖେଳାଳି ଭାବେ ସିରିଜରେ ଶତକ ଲଗାଇଥିଲେ । ଏହି ଶତକ ସାହାଯ୍ୟରେ ଭାରତ ମେଲବର୍ଣ୍ଣ ଟେଷ୍ଟ୍ ଜିତି ସିରିଜ୍ ବରାବର କରିଥିଲା । ଶେଷରେ ଭାରତ ୨-୧ରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   07-Aug-2026
  ଜିଲ୍ଲା  
ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   07-Aug-2026
  ଜିଲ୍ଲା  
ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   07-Aug-2026
  ଜିଲ୍ଲା  
ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   07-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   07-Aug-2026
  ରାଜ୍ୟ  
ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   07-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   07-Aug-2026
  ରାଜ୍ୟ  
ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   07-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   07-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   06-Aug-2026
  ଜିଲ୍ଲା  
ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   06-Aug-2026

You Might Also Like