-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

*କାଞ୍ଜିଆ ହୋଦାରେ ଭର୍ତ୍ତି ପାଇଁ ଗାଈ ଗୋରୁ ଙ୍କୁ ଧରିବା ଅଭିଯାନ ଆରମ୍ଭ* *ଉଭୟ ଏଡିଏମ୍ ଙ୍କ ଉପସ୍ଥିତି ରେ ଶୁଭାରମ୍ଭ କରାଗଲା*-

12-Oct-2025



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲାପାଳ ଙ୍କ ନିର୍ଦ୍ଦେଶ କ୍ରମେ ସୋନପୁର ସହରର ସମସ୍ତ ମୁଖ୍ୟ ରାସ୍ତା ତଥା ଗଳି ମାନଙ୍କରେ ବୁଲୁଥିବା ଗାଈ ଗୋରୁ ମାନଙ୍କୁ କାଞ୍ଜିଆ ହୋଦାରେ ଭର୍ତ୍ତି କରିବା ଅଭିଯାନ ଶୁଭାରମ୍ଭ କରାଗଲା l ସୁବର୍ଣ୍ଣପୁର ଏ ଡି ଏମ ରାଜେନ୍ଦ୍ର ମାଝୀ, ଓ ଅଞ୍ଜଳିନା ପଧାନ ଙ୍କ ତତ୍ୱା ବଧାନ ରେ ଓ ପୌର ପରିଷଦ ନିର୍ବାହୀ ଅଧିକାରୀ ୠଷି ମାଝୀ, ଆର ଟି ଓ ଅକ୍ଷୟ ଜେନା ଙ୍କ ସଂଯୋଜନା ରେ ଆଜି ଏ ଅଭିଯାନ ଆରମ୍ଭ ହୋଇଛି l ପୂର୍ବରୁ ବୁଲା ଗାଈ ଗୋରୁଙ୍କ ମାଲିକ ମାନଙ୍କ ପାଇଁ ଜିଲ୍ଲାପାଳ ଓ ଏସପି ଙ୍କ ଦ୍ବାରା ସଚେତନତା କାର୍ଯ୍ୟକ୍ରମ ସହର ର ନଳିନୀ ଛକ ଠାରେ ଅନୁଷ୍ଠିତ ହୋଇଥିଲା l  ଆଜି ଗାନ୍ଧୀ ପଡିଆ ଓ ନଳିନୀ ଛକ ରୁ ଏ ଅଭିଯାନ ଆରମ୍ଭ କରାଯାଇଥିବା ବେଳେ ସୋନପୁର ସହରରେ ଗାଈଗୋରୁଙ୍କ ଦ୍ଵାରା ହେଉଥିବା ଟ୍ରାଫିକ ସମସ୍ୟା ଦୂର କରିବା , ଦୁର୍ଘଟଣା ରୋକିବା ପାଈଁ ପ୍ରଶାସନ ସହର ବାସୀ ଙ୍କୁ ନିବେଦନ କରିଛି l ଜିଲ୍ଲା ପ୍ରଶାସନ, ସୋନପୁର ପୌର ପ୍ରଶାସନ ଓ ଜିଲ୍ଲା ପୋଲିସ ପ୍ରଶାସନ, ପ୍ରାଣୀ ସମ୍ପଦ ବିଭାଗ ଓ ଆଞ୍ଚଳିକ ପରିବହନ ବିଭାଗ ଓ ସହର ର ବିଭିନ୍ନ ସାମାଜିକ ସଙ୍ଗଠନ ର ମିଳିତ ଉଦ୍ୟମରେ ଏହି ଅଭିଯାନ ଆରମ୍ଭ କରାଯାଇଥିବା ସୁଚନା ମିଳିଛି l ଓ ସମୁଦାୟ ୨୮ ଗୋଟି ଗାଈ ଗୋରୁ ଙ୍କୁ ଆଜି ପୌର ପରିଷଦ ର କାଓ କେଚର୍ ଗାଡ଼ି ରେ ଧରା ଯାଇ କାଞ୍ଜି ହାଉସ ରେ ଭର୍ତ୍ତି କରାଯାଇଛି l ଆଗକୁ ଲଗାତାର ଭାବେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପୂର୍ବକ ଗାଇ ଗୋରୁ ଙ୍କୁ କାଞ୍ଜିଆ ହୋଦାରେ ଭର୍ତ୍ତି କରାଯିବ ବୋଲି ଖବର ଅଛି l ଓ ନିୟମାନୁଯାୟୀ ସଂପୃକ୍ତ ଗାଈଗୋରୁ ମାନଙ୍କ ମାଲିକ ମାନେ ନିର୍ଦ୍ଧାରିତ ସମୟ ମଧ୍ୟରେ ନିଜ ନିଜ ଗାଈଗୋରୁ ମାନଙ୍କୁ ନ ମୁକୁଳାଇବେ  ତେବେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପୌର ପରିଷଦ ପକ୍ଷରୁ କୁହାଯାଇଛି l


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like