-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   (24-Apr-2026)       ||      ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   (24-Apr-2026)       ||      ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   (24-Apr-2026)       ||      ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   (24-Apr-2026)       ||      *ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||     

HOME   ଜିଲ୍ଲା

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ମାତୃ କର୍ମଶାଳା ଅନୁଷ୍ଠିତ।

12-Oct-2025



ପଦ୍ମପୁର (ପ୍ରେରଣା ଖବର)
 ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ର ଶିଶୁ ବାଟିକା ବିଭାଗ ର ମାତୃ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ସଭାପତି ଶ୍ରୀଯୁକ୍ତ ପୃଥିରାଜ ସାହୁ ଦୀପ ପ୍ରଜ୍ଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମ ଉଦଘାଟନ କରି ମାର୍ଗ ଦର୍ଶନ କରିଥିଲେ। ଶିଶୁ ମାନଙ୍କ ଦ୍ଵାରା ସ୍ଵାଗତ ସଙ୍ଗୀତ ଗାନ ପରେ ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଚୈତନ୍ୟ ଭୋଇ ସ୍ଵାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ । ମୂଖ୍ୟ ଅତିଥି ଭାବରେ ଶିକ୍ଷା ବିକାଶ ସମିତି ର ବିଦ୍ଵତ୍ ପରିଷଦର ସଭାପତି ଡ଼ଃ ବାଞ୍ଛାନିଧି ପଣ୍ଡା  ଯୋଗଦେଇ ଶିଶୁ ଶିକ୍ଷା ର ସ୍ବରୂପ ବିଷୟରେ ଆଲୋଚନା କରିଥିଲେ। ଅନ୍ୟତମ ଅତିଥି ଭାବେ ପରିଚାଳନା ସମିତି ର ସଦସ୍ୟା ଶ୍ରୀମତୀ ଅଲିଭା ରଥ, ପ୍ରାତଃ ପର୍ଯ୍ୟାୟ ପ୍ରମୁଖ ଶ୍ରୀମତୀ ସୁଜାତା ତ୍ରିପାଠୀ ପ୍ରମୁଖ ମଞ୍ଚାସୀନ ଥିଲେ । କାର୍ଯ୍ୟକ୍ରମ କୁ ସସ୍ମିତା ଶତପଥୀ ସଂଯୋଜନା କରିଥିଲେ। ବିଭିନ୍ନ କାଳାଂଶରେ ଦୁର୍ବାଦଳ ସାହୁ,ନୀତୁ ସାହୁ, ଗୀତା ଞ୍ଜଳୀ ଗୁରୁମା,ଶରତ ଗୁରୁଜୀ, ଯାମିନୀ ଗୁରୁମା, ଲିଲି ଗୁରୁମା ପ୍ରମୁଖ ଶିକ୍ଷାଦାନ କରିଥିଲେ।ଉଦଯାପନୀ ସମାରୋହରେ ସୁଶ୍ରୀ ମମତା ଗୁରୁ ଯୋଗଦେଇ ହିନ୍ଦୁ ଘରର ସଂକଳ୍ପ ନା ବିଷୟରେ ଆଲୋକପାତ କରିଥିଲେ।ଦିବା ପର୍ଯ୍ୟାୟ ପ୍ରମୁଖ ମୁଦିରଥ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ। ଶିଶୁ ବାଟିକା ବିଭାଗ ରୁ ୧୫୨ ମାଆ ଯୋଗଦେଇ ଥିଲେ। ସମସ୍ତ ଙ୍କ ସହଯୋଗ ରେ କାର୍ଯ୍ୟକ୍ରମ ଟି ସଫଳ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   24-Apr-2026
  ଜିଲ୍ଲା  
ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   24-Apr-2026
  ରାଜ୍ୟ  
ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   24-Apr-2026
  ଜିଲ୍ଲା  
ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   24-Apr-2026
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026
  ରାଜ୍ୟ  
ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   24-Apr-2026
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ   24-Apr-2026
  ଜିଲ୍ଲା  
ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   24-Apr-2026
  ରାଜନୀତି  
ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   23-Apr-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026

You Might Also Like