-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଶିକେରପାଟ୍ ମହୋତ୍ସବ କମିଟି ପକ୍ଷରୁ ସମ୍ବାଦିକ ସମ୍ମିଳନୀ:ଡିସେମ୍ବର ୨୫ ରୁ ୨୯ ପର୍ଯ୍ୟନ୍ତ ଶିକେରପାଟ ମହୋତ୍ସବ

12-Oct-2025



 ତୁଷୁରା( ପଞ୍ଚାନନ ନାଏକ) ତୁଷୁରା ବିଜ୍ଞାପିତ ଅଞ୍ଚଳ ପରିଷଦ ସଭାଗୃହରେ ଆଜି ଶିକେରପାଟ୍ ମହୋତ୍ସବ କମିଟି, ଖଡଙ୍ଗା ଅଞ୍ଚଳ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ସମ୍ମିଳନୀକୁ କମିଟିର ସମ୍ପାଦକ ଶ୍ରୀ ଲମ୍ବୋଦର ମନହିରା ଅଧ୍ୟକ୍ଷତା କରିଥିଲେ। ସମ୍ମିଳନୀରେ ଜଣାଇ ଯାଇଥିଲା ଯେ, ଗୁଡଭେଲା ବ୍ଲକର ଘୁନା, ବିରାମୁଣ୍ଡା, ଜାମୁଟ ଓ ଗମ୍ଭାରିଗୁଡା ଗ୍ରାମପଞ୍ଚାୟତର ସମସ୍ତ ଜନସାଧାରଣଙ୍କ ଇଷ୍ଟଦେବତା ହେଉଛନ୍ତି ପ୍ରଭୁ ଶିକେରପାଟ୍। ପ୍ରତ୍ୟେକ ଶୁଭ କାର୍ଯ୍ୟ ପୂର୍ବରୁ ଶିକେରପାଟ୍ ନାମ ଉଚ୍ଚାରଣ ହେଉଛି ଏଠାର ଆଞ୍ଚଳିକ ପରମ୍ପରା। ଏହି ଆଦିପରମ୍ପରାକୁ ଅବିକଳ ରଖିବା ଓ ଅଞ୍ଚଳର ଏକତା ସୂତ୍ରକୁ ଶକ୍ତିଶାଳୀ କରିବା ଉଦ୍ଦେଶ୍ୟରେ ଏହି ମହୋତ୍ସବ ପାଳନ ହେଉଛି।ଖଡଙ୍ଗା ଅଞ୍ଚଳରେ ୪ ଗ୍ରାମପଞ୍ଚାୟତ ଓ ୩୨ ମୌଜା ରହିଛି। ଏହି ଭୂଖଣ୍ଡ ପୂର୍ବରେ ଖଡଙ୍ଗ ନଦୀ, ପଶ୍ଚିମରେ ରାହୁଲ, ଉତ୍ତରରେ ତେଳ ଓ ଦକ୍ଷିଣରେ କାଳୀ ଗଙ୍ଗାଜୋର ନଦୀ ଦ୍ୱାରା ପରିବେଷ୍ଟିତ। ପ୍ରାୟ ୨୫,୦୦୦  ଏକର ଭୂଭାଗରେ ଏହି ଅଞ୍ଚଳ ଅବସ୍ଥିତ ଥିବାରୁ ଏହା ଏକ ବିଶାଳ ସଂସ୍କୃତିକ ଏକକ ଭାବେ ପରିଚିତ।ପ୍ରଭୁ ଶିକେରପାଟଙ୍କ ବାର୍ଷିକ ଯାତ୍ରା ପ୍ରତିବର୍ଷ ଦୁଇଥର— ଆଷାଢ଼ ଓ ପୌଷ ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥିରେ— ପାଳନ ହୁଏ। ଚଳିତ ବର୍ଷ ପୌଷ ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥି ୨୩ ଡିସେମ୍ବର ୨୦୨୫ରେ ଯାତ୍ରା ପାଳନ ହେବ। ଏହି ଅବସରରେ ୨୫ ଡିସେମ୍ବର ରୁ ୨୯ ଡିସେମ୍ବର ୨୦୨୫ ପର୍ଯ୍ୟନ୍ତ ଶିକେରପାଟ୍ ମହୋତ୍ସବ ଆୟୋଜିତ ହେବ। ମହୋତ୍ସବ ସ୍ଥାନ ହେବ କୁମ୍ଭାରପଦର ଖେଳପଡିଆ, ଘୁନା ମହୋତ୍ସବରେ ସ୍ଥାନୀୟ ଓ ଆଞ୍ଚଳିକ କଳାକାର ଙ୍କୁ ଗୁରୁତ୍ୱଦେଇ ମଞ୍ଚ ସୃଷ୍ଟି ହେବ l ଏହା ସହିତ ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ର ସହଯୋଗରେ ଜିଲ୍ଲା ଓ ରାଜ୍ୟ ଅଞ୍ଚଳର ସାଂସ୍କୃତିକ ଦଳ ଅଂଶଗ୍ରହଣ କରିବେ। ସେହିପରି, କେନ୍ଦ୍ର ସଂସ୍କୃତି ବିଭାଗ ର ସହଯୋଗରେ ରାଜ୍ୟବାହାର ର ଦଳ ମଧ୍ୟ ଅଂଶଗ୍ରହଣ କରିବେ। ମହୋତ୍ସବ ସମୟରେ ଲୋକମାନଙ୍କ ସାଂସ୍କୃତିକ ଓ ଆର୍ଥିକ ରୁଚି ପୂରଣ ପାଇଁ ମୀନାବଜାର ଓ ପଲ୍ଲିଶ୍ରୀ ମେଳା ଆୟୋଜନ ହେବ। ସେହିପରି ମାଗଣା ଚିକିତ୍ସା ଶିବିର, ସ୍ୱେଚ୍ଛାକୃତ ରକ୍ତଦାନ ଶିବିର, ଓ ଛାତ୍ରଛାତ୍ରୀଙ୍କ ପାଇଁ ବିଭିନ୍ନ

ପ୍ରତିଯୋଗିତା ଆୟୋଜନ ହେବ। ଶିକେରପାଟ୍ ମହୋତ୍ସବ ହେଉଛି ଏକ ଏକତାର ପର୍ବ—ଯେଉଁଠି ଜାତି, ଧର୍ମ, ବର୍ଣ୍ଣ, ଲିଙ୍ଗ ନିର୍ବିଶେଷରେ ସମସ୍ତେ ଏକତ୍ରିତ ହୋଇ ଲୋକକଳା, ସାହିତ୍ୟ, ସଂସ୍କୃତି ଓ ପରମ୍ପରାକୁ ଅଭିନବ ରୂପରେ ପ୍ରତିପାଦନ କରା ଯାଇଥାଏ l ଭାଗବତ ନାହାକ ଉଦ୍ଦେଶ୍ୟ ଜ୍ଞାପନ କରିଥିବା ବେଳେ ଧୁବଳେଶ୍ବର ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ l ସାମ୍ବାଦିକ ସମ୍ମିଳନୀରେ ଦାଶରଥି ପଧାନ,ଲକ୍ଷ୍ମଣ ସାହୁ, ଚିନ୍ତାମଣି ରଣା, ହାଡୁ ବଗର୍ତ୍ତୀ,ଖୁସିରାମ ଭୋଇ,ଦୀଲିପ ଭୋଇ,ରଞ୍ଜନ ମହାକୁର,ରାମଚନ୍ଦ୍ର ରଣା ଉପସ୍ଥିତ ଥିବାବେଳେ ନାରାୟଣ ଦାସ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like