-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||     

HOME   ଜିଲ୍ଲା

ବକଟି ଠାରେ ସୂରଭି - ୨୦୨୫ କାର୍ଯ୍ୟକ୍ରମ ଅନୁଷ୍ଠିତ

12-Oct-2025



ଆଗଲପୁର, (ବିନୋଦ ଦୀପ) ଆଗଲପୁର ବ୍ଳକ ବକଟି ଉଷା ଦେବୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଳଷ୍ଟର ସ୍ତରୀୟ ସୂରଭୀ ୨୦୨୫ କାର୍ଯ୍ୟକ୍ରମ ଶନିବାର ଅନୁଷ୍ଠିତ ହୋଇଯାଇଛି। ବଂଶିଧର ମେମୋରିଆଲ ହାଇସ୍କୁଲ ର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ସଚିଦାନନ୍ଦ ପଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମ କୁ ଉଦ୍ଘାଟନ କରିଥିଲେ।ଅନ୍ୟତମ ଅତିଥି ଭାବେ ,ସି.ଆର୍ .ସି.ସି ବାବୁଲାଲ ସାହୁ, ଉଷା ଦେବୀ ସ୍କୁଲ୍ ର ପ୍ରଧାନ ଶିକ୍ଷକ ଚିନ୍ମୟ ପୁରୋହିତ, ସ୍କୁଲ୍ ପରିଚାଳନା କମିଟି ସଭାପତି ମନ୍ଚାସିନ ଥିଲେ।ବକଟି କ୍ଳଷ୍ଟର ର ବେନ୍ଦ୍ରା ସ୍କୁଲ,ବଙ୍ଗାବାହାଲ ସ୍କୁଲ, ରାମପୁର ସ୍କୁଲ, ଝାରବନ୍ଧଲି ସ୍କୁଲ,ଅସୁର ମୁଣ୍ଡା ସ୍କୁଲ,ତଥା ବଡ ଖଲିଆପାଲି ସ୍କୁଲ ର ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ସୂରଭି କାର୍ଯ୍ୟକ୍ରମ ର ବିଭିନ୍ନ ପ୍ରତିଯୋଗିତ ମାନ ଅନୁଷ୍ଠିତ ହୋଇଥିଲା। ପରେ କ୍ରୃତି ପ୍ରତିଯୋଗି ମାନଙ୍କୁ ପୁରସ୍କୃତ କରାଯାଇଥିଲା। ସମସ୍ତ ବର୍ଗରେ ପ୍ରଥମ ସ୍ଥାନ ଅଧିକାର କରିଥିବା  ପ୍ରତିଯୋଗି ମାନେ ଆସନ୍ତା ୧୭ ତାରିଖ ଡୁଡୁକା ଠାରେ ହେବାକୁ ଥିବା ବ୍ଳକ୍ ସ୍ତରୀୟ ପ୍ରତିଯୋଗିତା ରେ ଭାଗନେବେ। ସରୋଜ ବିଶ୍ବାଳ ଓ ଦୋଳ ଗୋବିନ୍ଦ ସାହୁ ମଞ୍ଚ ପରିଚାଳନା କରିଥିବା ବେଳେ ଗୋପବନ୍ଧୁ ପଟେଲ,ପିଣ୍ଟୁ ଦୋରା,ସଙ୍ଗିତା ସାହୁ,ପ୍ରଭାତୀ ଜେନା,ରୁଷଭ ଭୋଇ, ଲମ୍ବୋଦର ବିଶ୍ବାଳ ପ୍ରମୁଖ ସହଯୋଗ କରିଥିଲେ। ବିଭିନ୍ନ ବିଦ୍ୟାଳୟ ରୁ ଆଶିଥିବା ଶିକ୍ଷକ ଶିକ୍ଷୟିତ୍ରୀ ମାନେ ବିଭିନ୍ନ ପ୍ରତିଯୋଗିତାର ଵିଚାରକ ଦାୟିତ୍ୱ ତୁଲାଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026

You Might Also Like