-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||     

HOME   ଜିଲ୍ଲା

କୋସଲି ବାଲ୍ମୀକି ଇନ୍ଦ୍ରମଣୀ ସାହୁ ଜୟନ୍ତୀ ପାଳନ ଓ ପ୍ରତିମୂର୍ତ୍ତୀ ଉନ୍ମୋଚନ

13-Oct-2025



ଜୟ ମା ପାଟନେଶ୍ୱରୀ ମାଧ୍ୟମିକ ଉଚ୍ଚ ବିଦ୍ୟାଳୟ ଚଂଗରିଆ ଠାରେ କୋଶଲି ବାଲ୍ମୀକି ଇନ୍ଦ୍ରମଣି ସାହୁ ଜୟନ୍ତୀ ସାହିତ୍ୟ ଅନୁଷ୍ଠାନ କୋସଲି ଡେରା ତରଫରୁ ପାଳିତ ହୋଇ ଯାଇଛି। ସମ୍ପାଦକ ଲାଲଚନ ବଗର୍ତ୍ତୀଙ୍କ ସଂଯୋଜନା ରେ ଅନୁଷ୍ଠିତ ପ୍ରଥମ ଅଧିବେଶନ ରେ  ପ୍ରମୋଦ ମିଶ୍ର, ଗୋରେଖନାଥ ସାହୁ,ସଲେଗ୍ରାମ୍ ହୋତା,ନରେନ୍ଦ୍ର ହୋତା,ସୁଶିଲ କୁମାର ରଣା ,ଭକ୍ତବନ୍ଧୁ ବିଶ୍ଵାଳ, ସୁବାସ ଚନ୍ଦ୍ର ଆଚାର୍ଯ୍ୟ, ବୈଦ୍ୟନାଥ ମିଶ୍ର ମଞ୍ଚାସୀନ ହୋଇ ଇନ୍ଦ୍ରମଣି ସାହୁଙ୍କ ସ୍ମୃତି ଚାରଣ କରିଥିଲେ ଓ କବିଙ୍କ ଅପ୍ରକାଶିତ ରାମାୟଣ ର ପ୍ରକାଶ କରିବାକୁ ଗୁରୁତ୍ଵ ଆରୋପ କରିଥିଲେ।କବିଙ୍କୁ ମରାନୋତ୍ତର ପଦ୍ମଶ୍ରୀ ପ୍ରଦାନ ପାଇଁ ବକ୍ତାମାନେ ଦାବୀ କରିବାକୁ ସମସ୍ତଙ୍କୁ ଆହ୍ୱାନ ଦେଇଥିଲେ। ଦିଲୀପ କୁମାର ପଶାୟତ ଙ୍କୁ କୋଶଳୀ ବାଲ୍ମୀକି ଇନ୍ଦ୍ରମଣି ସାହୁ ଦୂରତା ସମ୍ମାନ ଓ  ସୂର୍ଯ୍ୟକାନ୍ତ ରାଉତ ଙ୍କୁ ବୈଦ୍ୟରତ୍ନ ସମ୍ମାନ ରେ ସମ୍ମାନିତ କରାଯାଇଥିଲା।ଏହା ସହ ଅନେକ କବି ଲେଖକ ତଥା ସଂଗ୍ରାମୀ ମା ଉପଢୌକନ ଦେଇ ସମ୍ମାନିତ କରାଯାଇଥିଲା  ଦ୍ଵିତୀୟ ଅଧିବେଶନରେ କବିତା ପାଠ କାର୍ଯ୍ୟକ୍ରମକୁ ସନ୍ତୋଷ କୁମାର ଦାସ ଓ ସବିତା ମହରା ସଂଯୋଜନା କରିଥିଲେ। କବି ଟିକେଲାଲ ବେହେରା, କପିଳେଶ୍ୱର ଖମାରୀ,ହରିଲାଲ୍ ସାହୁ, ରାମ ପ୍ରସାଦ ବାଗ , ନିରଞ୍ଜନ ପଣ୍ଡା,ରାଜେନ୍ଦ୍ର ମହାନ୍ତି, ଦେବେନ୍ଦ୍ର ସାହୁ ତଥା ଅନ୍ୟ କବିମାନେ କବିତା ଶୁଣାଇ ଥିଲେ। ବିଦ୍ୟାଳୟ ରେ ଏ ଅବସରରେ କବି ଇନ୍ଦ୍ରମଣି ସାହୁ, ଗଙ୍ଗାଧର ମେହେର, ବୀର ସୁରେନ୍ଦ୍ର ସାଏ ଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଥିଲା। କାର୍ଯ୍ୟକ୍ରମ ପରିଚାଳନା ଶାନ୍ତନୁ ବୁଦ୍ଧିଆ, ଖିରୋଦ୍ର କୁମାର ସାହୁ, ସାବିତ୍ରୀ ସାହୁ, ତପସ୍ଵିନୀ ପଶାୟତ ତଥା ବିଦ୍ୟାଳୟର ଛାତ୍ରଛାତ୍ରୀ ଓ କର୍ମଚାରୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026

You Might Also Like