-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

ଡୁଙ୍ଗୁରିପାଲି ବ୍ଲକ ସାମ୍ବାଦିକ ସଂଘର ପରିଚାଳନା କମିଟି ଗଠନ

13-Oct-2025



ଡୁଙ୍ଗୁରିପାଲି(ଅରବିନ୍ଦ ମିଶ୍ର)- ଡୁଙ୍ଗୁରିପାଲି ସାଇ ଗେଷ୍ଟ ହାଉସ ଠାରେ ସଭାପତି ଅରବିନ୍ଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ଡୁଙ୍ଗୁରିପାଲି ବ୍ଲକ ସାମ୍ବାଦିକ ସଂଘର ନୂତନ ପରିଚାଳନା କମିଟୀ ଗଠନ ହୋଇ ଯାଇଛି । ସମସ୍ତ ପଦବୀ ସର୍ବସମ୍ମତି କ୍ରମେ ମନୋନିତ ହୋଇଥିବା ବେଳେ ଆଗାମୀ ଦିନରେ ଅଂଚଳର ବିଭିନ୍ନ ସମସ୍ୟା ଗୁଡିକୁ ଦୃଷ୍ଟି ଦେଇ ଖବର ଲେଖା ହେବା, ସମାଜସେବାକୁ ଗୁରୁତ୍ବ ଦେବାକୁ ସଭାପତି ତାଙ୍କ ବକ୍ତବ୍ୟରେ ପ୍ରକାଶ କରିଥିଲେ । ନୂତନ କମିଟୀରେ ସଭାପତି ଭାବେ ଅରବିନ୍ଦ ମିଶ୍ର, ଉପସଭାପତି ପ୍ରଶାନ୍ତ ସେଠ, ସମ୍ପାଦକ ଘନଶ୍ୟାମ ମେହେର, ସହ ସଂପାଦକ ନରେଶ ପଧାନ, କୋଷାଧକ୍ଷ ଟଙ୍କଧର ମଟାରୀ, ଗ୍ରନ୍ଥାଗାରିକ ଦେବରାଜ ବେହେରା, ରହିଥିବା ବେଳେ ପରିଚାଳନା କମିଟୀରେ ଶିଶୁପାଳ ଖମାରୀ, ଅରକ୍ଷିତ ଚନ୍ଦ୍ର ମହାନନ୍ଦ, ଲକ୍ଷ୍ମଣ ନାଏକ, ସର୍ଜନ  ବାରିକ, ମହନ ମେହେର, ସଦସ୍ୟ ହେଲେ ସାଗର ଜେନା, କମଳ ମେହେର, ପ୍ରେମଲାଲ ସେଠ, ପୂର୍ଣ୍ଣଚନ୍ଦ୍ର ପଣ୍ଡା, ନିର୍ମାଈ ଥପା ଓ ଆଲୋକ ମେହେର ରହିଛନ୍ତି । ତୁଳସୀ ପ୍ରଦାଶ ଦାଶ ଆଇନ ପରାମର୍ଶ ଦାତା ରହିଥ‌ିବା ବେଳେ ବିପ୍ରଚରଣ ସାହୁ ଏବଂ ରତ୍ନାକର ସେଠ ଉପଦେଷ୍ଟା ଭାବେ ରହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like