-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ସ୍ୱର୍ଣ୍ଣ ପଦ୍ମ ଚତୁର୍ଭୁଜ କାବ୍ୟ ଗ୍ରନ୍ଥ ଲୋକାର୍ପଣ*-

13-Oct-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର,ମହାନଦୀଯୋଗ ବିହାର ସ୍ଥିତ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ରେ ଡକ୍ଟର ସନ୍ତୋଷ କୁମାର ପାଢ଼ୀଙ୍କ ସଭାପତିତ୍ବରେ ଏକ ପୁସ୍ତକ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ସାରସ୍ଵତ ଉତ୍ସବରେ ମୁଖ୍ୟବକ୍ତା ଡକ୍ଟର ଜ୍ୟୋତିରଞ୍ଜନ ବହିଦାର, ସ୍ୱତନ୍ତ୍ର ଅତିଥି ପଦ୍ମଶ୍ରୀ ଚ଼ତୁର୍ଭୁଜ ମେହେର, ମୁଖ୍ୟଅତିଥି ଡ଼କ୍ଟର ପ୍ରଫୁଲ୍ଲ କୁମାର ରଥ ଏବଂ ଆଇନଜ୍ଞ ବ୍ୟୋମୋକେଶ ଦାଶ, ଡ଼କ୍ଟର ଦ୍ଵିତୀକୃଷ୍ଣ ପଣ୍ଡା ସମ୍ମାନୀତ ଅତିଥି ଭାବରେ ଯୋଗ ଦେଇ ଗ୍ରନ୍ଥାକାର ଡ଼କ୍ଟର ଆର୍ତ୍ତତ୍ରାଣ ବାବୁଙ୍କ ବହୁ ଚର୍ଚ୍ଚିତ ସାରସ୍ବତ ସୃଜନ ସ୍ଵର୍ଣ୍ଣପଦ୍ମ ଚତୁର୍ଭୁଜ କାବ୍ୟ ଗ୍ରନ୍ଥ କୁ ଉନ୍ମୋଚିତ କରିଥିଲେ । ଏହି ଅବସରରେ ଡ଼ ବାବୁ, ପଦ୍ମଶ୍ରୀ ଚ଼ତୁର୍ଭୁଜ ମେହେର ଙ୍କର ସମ୍ପୂର୍ଣ୍ଣ ଜୀବନୀକୁ ନେଇ ଲେଖିଥିବା ପୁସ୍ତକ ସ୍ଵର୍ଣ୍ଣପଦ୍ମ ଚତୁର୍ଭୁଜ ରଚ଼ନାର ପୃଷ୍ଠଭୂମି, ଉଦ୍ଦେଶ୍ୟ, ଅଭିଜ୍ଞତା ଓ ଆଭିମୁଖ୍ୟ ପ୍ରକାଶ କରି ପାଠକଙ୍କ ନିମନ୍ତେ ଏହା ଲୋକାର୍ପଣ କରିଥିଲେ । ଅଧ୍ୟାପକ ଡ଼କ୍ଟର ସୌରଭ ରଞ୍ଜନ ଖମାରୀ ଅତ୍ୟନ୍ତ ନିଖୁଣ ତଥା ପ୍ରାଞ୍ଜଳ ଭାବରେ ପୁସ୍ତକଟିକୁ ସମୀକ୍ଷା କରି କହିଥିଲେ ଯେ ଏହା ଏକ ବିରଳ ସାରସ୍ଵତ ମଞ୍ଚ , ଯାହାକି ଏଠି ପୁସ୍ତକର ସ୍ରଷ୍ଟା ଡକ୍ଟର ବାବୁ ଅଛନ୍ତି ଯାହାର ଜୀବନୀକୁ ନେଇ ଲେଖିଛନ୍ତି, ସେହି ମହାନ ବ୍ୟକ୍ତି ପଦ୍ମଶ୍ରୀ ଚ଼ତୁର୍ଭୁଜ ମେହେର ଅଟନ୍ତି । ସ୍ୱାଗତ ସଂଗୀତ ମଞ୍ଜୁଶ୍ରୀ ବାବୁ  ଭଜନ ପରିବେଷଣ କରିଥିଲେ,  ଯଜ୍ଞେଶ୍ଵର ପୂଜାହାରୀ କରୁଣା କର ଘଣ୍ଟୁଆଳ, ବେଟିଖିଆ ସେଠୀ, ସଭାକୁ ସ୍ୱାଗତ କରିଥିଲେ,  ଶିକ୍ଷାବିତ୍ ପ୍ରଦୀପ ପୁରୋହିତ ସଂଯୋଜନା କରିଥିଲେ ଡକ୍ଟର ଅନିରୁଦ୍ଧ କୁର୍କୁରିଆ l ଏବଂ  ଧନ୍ୟବାଦ୍ ପ୍ରଦାନ କରିଥିଲେ ଡ.ରାଧେଶ୍ୟାମ ମିଶ୍ର । ସଚ୍ଚିଦାନନ୍ଦ ନାୟକ, ବାସୁଦେବ ମିଶ୍ର,ଡ.ଇତିଶ୍ରୀ ଦାଶ,ଯୋଗୀନ୍ଦ୍ର ପଣ୍ଡା, ଅମର ଭୂତ, ନରେଶ ଅଗ୍ରୱାଲ, ଦୟାନିଧି ସେଠୀ, ଡ. ଆଭାସ ବାବୁ, ଆଶିଷବାବୁ, ଶକ୍ତି ସ୍ୱରାଜ ନାୟକ ସମେତଶତାଧିକ ସାହିତ୍ୟ ପ୍ରେମୀ ଏହି ସଭାରେ ଅଂଶ ଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like