-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ    (21-Jun-2026)       ||     

HOME   ଜିଲ୍ଲା

କବି ବିଧୁଭୂଷଣ ଗୁରୁଙ୍କର ୧୦୬ ତମ ଜୟନ୍ତୀ ପାଳିତ

13-Oct-2025



ବଲାଙ୍ଗିର(ପ୍ରେରଣା ଖବର): ବିଶିଷ୍ଟ କବି ବିଧୁଭୁଷଣ ଗୁରୁଙ୍କ ୧୦୬ତମ ଜୟନ୍ତୀ ପାଳିତ ହୋଇଯାଇଛି l  ପତିତପାବନ ଏକାଡେମୀ ହାଇସ୍କୁଲର ସଭା କକ୍ଷରେ  ବିଧୁ ସ୍ମୃତି କମିଟିର ସଭାପତି ଡଃ. ଭକ୍ତପ୍ରସାଦ ଗୁରୁ ଙ୍କ ସଭାପତିତ୍ଵ ଓ କସ୍ତୁରୀ ରଥ ଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ  ମୁଖ୍ଯ ଅତିଥି ଭବରେ ରାଜେନ୍ଦ୍ର ବିଶ୍ବବିଦ୍ଯାଳୟର ପିଜି କାଉନସିଲ ଚେୟାରମେନ ଡକ୍ଟର ପ୍ରତାପ କୁମାର ଦାଶ, ମୁଖ୍ଯବକ୍ତା ଗୁରୁଶ୍ରୀ ଡକ୍ଟର ଘାସିରାମ ମିଶ୍ର ଯୋଗ ଦେଇଥିଲେ l ସଂପାଦକ ଜୟକୁମାର ଆଚାର୍ଯ୍ଯ ବିବରଣୀ ପାଠକରିଥିଲେ। ଏହି ଅବସରରେ କବି ଡକ୍ଟର ପ୍ରହଲ୍ଲାଦ ଶତପଥୀଙ୍କୁ ବିଧୁଭୂଷଣ ଗୁରୁ ସ୍ମୃତି ସମ୍ମାନ ଓ ଡାକ୍ତର ଜ୍ଯୋତିର୍ମୟୀ ସାହୁଙ୍କୁ ସାମ୍ବାଦିକ ଗୌରଵ ଶିବପ୍ରସାଦ ପାଣ୍ଡିଆ ସ୍ମୃତି ସମ୍ମାନ ପ୍ରଦାନ କରାଯାଇ ଥିଲା । କାର୍ଯ୍ୟକ୍ରମରେ ସ୍ମୃତି ପରିଷଦର ମୁଖପତ୍ର ବିଧୁ ସ୍ମୃତି  ଉନ୍ମୋଚିତ ହୋଇଥିଲା l

ପଦ୍ମଶ୍ରୀ ଶ୍ରୀନିବାସ ଉଦଗାତା, ପ୍ରଫେସର ମଧୁସୂଦନ ପତି, ପ୍ରାଣବନ୍ଧୁ ନାୟକ,  ଡାକ୍ତର ପୂର୍ଣ୍ଣଚନ୍ଦ୍ର ସାହୁ, ତୁଳସୀ ଜୈନ, ଡକ୍ଟର ସତ୍ଯବନ୍ତ ବେଦବାକ, ଡକ୍ଟର ସୁଷମା ମଞ୍ଜରୀ ନାୟକ, ଡକ୍ଟର ଅରୁଣ କୁମାର ନାଏକ, ରଚନାର ସଭାପତି ସନାତନ ଠାକୁର, ଆହ୍ଲାଦ ପୂଜାରୀ, ଡକ୍ଟର ପ୍ରେମଚାନ୍ଦ ମହାନ୍ତି, ଡ ପ୍ରଶାନ୍ତ ଯୋଷୀ, ଜୀବେଶ୍ବର ପ୍ରଧାନ, ଡକ୍ଟର ସୁରେଶ ପ୍ରସାଦ ଷଡଙ୍ଗୀ, ଅଶୋକ କୁମାର ପଣ୍ଡା, ଡକ୍ଟର ସଞ୍ଜୟ କୁମାର ମିଶ୍ର, ଡକ୍ଟର ଲକ୍ଷ୍ମଣ ମେହେର, ଗାଳ୍ପିକ ପ୍ରଦୀପ କୁମାର ମିଶ୍ର, ସୁଭାଷ ଚିନ୍ତନର ସଂପାଦକ ଲକ୍ଷ୍ମୀ ପଟ୍ଟନାୟକ, ମଦନମୋହନ ରଥ, ଧର୍ମବ୍ରତ ରଥ, ଗିରିଜାଶଙ୍କର ରଥ ଓ ତୁଷରା ବିଧୁଭୂଷଣ ସାହିତ୍ଯ ସଂସଦର ସଂପାଦକ ହେମନ୍ତ ଦାଶଙ୍କ ସମେତ ଅନେକ ମାନ୍ଯଗଣ୍ଯ ବ୍ଯକ୍ତି ଏହି ସମାରୋହରେ ଯୋଗଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026
  ଜିଲ୍ଲା  
ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   21-Jun-2026
  ଜିଲ୍ଲା  
ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ   21-Jun-2026

You Might Also Like