-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ବ୍ଳକ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗୀତା ଉଦଘାଟିତ

13-Oct-2025



ନବରଙ୍ଗପୁର (ପ୍ରିୟଦର୍ଶିନୀ ପାତ୍ର)
ଡାବୁଗାଁ ବ୍ଳକ ସଦରମହକୁମା ରେ ଥିବା ସରକାରୀ ନୁତନ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ଦୁଇ ଦିନିଆ ବ୍ଳକ ସ୍ତରୀୟ ଖେଳ ଓ ଦୌଡକୁଦ ପ୍ରତିଯୋଗୀତା ଉଦଘାଟିତ ହୋଇ ଯାଇଛି l ଉକ୍ତ କାର୍ଯ୍ୟକ୍ରମ ଡାବୁଗାଁ ଗୋଷ୍ଠୀ ଶିକ୍ଷା ଅଧିକାରୀଣୀ  ରଶ୍ମିତା ନେତମ ଙ୍କ ଅଧକ୍ୟତା ରେ ଅନୁଷ୍ଠିତ ହେଲା। ଆଜି ମୁଖ୍ୟ ଅତିଥି ଭାବେ ଡାବୁଗାଁ ବ୍ଳକ ଅଧ୍ଯକ୍ଷା ବୀଣା ମାଝୀ, ସମ୍ମାନୀତ ଅତିଥି ଜିଲ୍ଲା ପରିଷଦ ସଭ୍ଯ ଧନ ସିଂ ଭତ୍ରl ଓ ବ୍ଳକ ଉପାଧ୍ଯକ୍ଷ ସଦାନନ୍ଦ ନାୟକ, ତହସିଲଦାର ଗୀତା ମୁର୍ମୁ, ଡାବୁଗାଁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଡାଃ ବଦ୍ରି ପ୍ରାସାଦ ନାୟକ, ବ୍ଳକ ବିଜେଡି ସଭାପତି ସୁରେନ୍ଦ୍ର କୁମାର ମିଶ୍ର, ଡାବୁଗାଁ ମଣ୍ଡଳ ସଭାପତି ମନୋଜ ପାତ୍ର, ସହ ଗୋଷ୍ଟୀ ଶିକ୍ଷା ଅଧିକାରୀ ଭଗବାନ ମାଝୀ ଓ ସନ୍ତୋଷ କୁମାର ସାହୁ, ସମ୍ପୃକ୍ତ ବିଦ୍ୟାଳୟ ର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସନୋଜ କୁମାର ମହାପାତ୍ର ଉପସ୍ଥିତ ରହି ଥିବା ବେଳେ ଶିକ୍ଷୟତ୍ରୀ ମାନଙ୍କ ଦ୍ଵାରା ବ୍ୟାଚ୍ ଓ ଫୁଲ ତୋଡ଼ା ଦେବା, ଛାତ୍ରୀ ମାନଙ୍କ ଦ୍ଵାରା  ସ୍ୱାଗତ ସଙ୍ଗୀତ ଗାନ କରାଯାଇଥିଲା l ମୁଖ୍ୟ ଅତିଥି ଓ ସମ୍ମାନୀତ ଅତିଥି ମାନଙ୍କ ଦ୍ଵାରା ରିବନଫିତା କାଟି ଉଦଘାଟନ କରି କ୍ରୀଡା ପତାକା ଉତ୍ତୋଳନ କରି ଛାତ୍ରମାନଙ୍କ ଦ୍ଵାରା ମଶାଲ ମଞ୍ଚ ଉପରକୁ ଅଣାଯାଇଥିଲା।ଛାତ୍ରଛାତ୍ରୀ ମାନଙ୍କୁ ଖେଳକୁଦ ଉପରେ ମୁଖ୍ୟ ଅତିଥି ପ୍ରୋତ୍ସାହିତ  କରାଇଥିଲେ |
 ପ୍ରଭୁ ଗଜାନନ ଙ୍କ ନିକଟରେ ଧୂପ ଲଗାଇ, ଦୀପ ପ୍ରଜ୍ଜ୍ଵଳନ କରି, ନାରିକେଳ ଫୁଟାଇ ଉକ୍ତ ବ୍ଳକ ସ୍ତରୀୟ  ଖେଳ ଓ ଦୌଡକୁଦ ପ୍ରତିଯୋଗୀତାକୁ ଶୁଭାରମ୍ଭ କରାଇ ଥିଲେ lକ୍ରୀଡା ଶିକ୍ଷକ ହେମନ୍ତ କୁମାର ସାମଲ, ଉମାକାନ୍ତ ବିଶ୍ଵାଳ,ବାସୁଦେବ ରଥ, ତ୍ରିନାଥ ବାରିକ,ରଞ୍ଜନ ପରିଡା,ଅରୁଣ ହିଆଲ,ନୀଳାମ୍ବର ସିଂ, ପୁରୋହିତ ବାଘ, ବିଜୟଲକ୍ଷ୍ମୀ ମଣ୍ଡଳ ଓ ସୁକାନ୍ତି ସାହୁ ପ୍ରମୂଖ କନିଷ୍ଠ ବର୍ଗ ଙ୍କ ନିମନ୍ତେ ୧୦୦, ୨୦୦,୩୦୦, ୪୦୦, ୮୦୦, ୧୫୦୦,୩୦୦୦ ମିଟର ଦୌଡ, ଉଚ୍ଚ ଡିଆ,ଲମ୍ବ ଡିଆ,ଜାମ୍ବଲିନ ଥ୍ରୋ, ରେଲି ରେସ,ଟ୍ରିପଲ ଜମ୍ପ,ଡିସ୍ କସ୍ ଥ୍ରୋ ଏପରି ୧୩ ପ୍ରକାର ଖେଳ କରାଇ ପ୍ରଥମ, ଦ୍ଵିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ମନୋନୀତ କରିବାରେ ସହଯୋଗ କରିଥିଲେ l

ଉକ୍ତ ମଞ୍ଚକୁ  ବିକାଶ ରଞ୍ଜନ ନିଶଙ୍କ ବେଶ୍ ସୁନ୍ଦର ଭାବେ ପରିଚାଳନା କରିଥିବା ବେଳେ ସମସ୍ତ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ, ଶିକ୍ଷକ ବିଶ୍ୱେଶ କୁମାର ତ୍ରିପାଠୀ, ସୌଭାଗ୍ୟ ବିଶ୍ଵାଳ, ସୁରେଶ ବେହେରା,ଜଗନ୍ନାଥ ରାଓ, ପ୍ରମୁଖ ସହଯୋଗ କରିଥିଲେ l ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର ତରଫରୁ ସ୍ଵାସ୍ଥ୍ୟ ସେବା ଓ ଡାବୁଗାଁ ଦମକଳ ବାହିନୀ ମାନଙ୍କ ଦ୍ଵାରା ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ସଜାଗ ରହିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like