-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

*ଜନମୁରା ଉ ପ୍ରା ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି ଉତ୍ସବ ପାଳିତ*- *ଶୋଇକି ନୁହଁ ଚେଁଇକି ସ୍ଵପ୍ନ ଦେଖ*- *ମାଆ ର କୌଣସି ଶିଶୁ ଅଯୋଗ୍ୟ ନୁହେଁ*-- *ଅତିଥି*--

13-Oct-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ସରକାରୀ ଉ. ପ୍ରା. ବିଦ୍ୟାଳୟ  ଜନମୁରା ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି ଉତ୍ସବ ସିଆରସିସି ଶ୍ରୀ ରିଚପାଲ ମେହେର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି | ମୁଖ୍ୟ ଅତିଥି ଭାବରେ ଜିଲ୍ଲା ସମଗ୍ର ଶିକ୍ଷା ପେଡାଗୋଜି ଡ. ଅକ୍ଷୟ କୁମାର ସାହୁ ଯୋଗଦେଇ ସୋଇକି ସ୍ବପ୍ନ ନ ଦେଖି ଚେଁଇକି  ସ୍ବପ୍ନ ଦେଖିବା କୁ ଓ ତାକୁ ସାକାର କରିବା କୁ ପ୍ରଚେଷ୍ଟା କରି ମିଶାଇଲ ମେନ ତଥା ପୂର୍ବତନ ରାଷ୍ଟ୍ରପତି ଡ .ଏପିଜେ ଅବଦୁଲ କାଲାମ ଙ୍କ ଆଦର୍ଶ ରେ ଅନୁପ୍ରାଣିତ ହେବା ଉପରେ ବକ୍ତବ୍ୟ ରଖିଥିଲେ |ସ୍ୱତନ୍ତ୍ର ଅତିଥି ଭାବରେ ଓଡିଶା ସାମ୍ବାଦିକ ସଂଘ ସୁବର୍ଣ୍ଣପୁର ଜିଲ୍ଲା ଶାଖା ସଭାପତି ତଥା ସମାଜ ସେବୀ ଶ୍ରୀ ମନୋରଞ୍ଜନ ତ୍ରିପାଠୀ ଯୋଗଦେଇ ମାଆ ଠାରୁ ଜନ୍ମ ନେଇଥିବା କୌଣସି ବି ଶିଶୁ ଅଯୋଗ୍ୟ ନୁହେଁ, କିଛି ନା କିଛି କଳା ଓ ପ୍ରତିଭା ଭରି ରହିଥାଏ

ସମସ୍ତ ଙ୍କ ପାଖରେ, ଯେଉଁ ମାଧ୍ୟମରେ ସେ ପ୍ରତିଷ୍ଠିତ ବ୍ୟକ୍ତି ହୋଇପାରେ ବୋଲି ମତ ଦେଇଥିଲେ l ଓ ଶିକ୍ଷା ସଂସ୍କୃତି ରେ ଯେଉଁ ଦେଶ ଯେତେ ବିକାଶ କରେ ସେ ଦେଶ ସେତେ ସମୃଦ୍ଧ ଶୀଳ ହୋଇଥାଏ ବୋଲି କହିଥିଲେ l ଅନ୍ୟତମ ସମ୍ମାନିତ ଅତିଥି ସିଆରସିସି ଶ୍ରୀ ବ୍ରତାନନ୍ଦ ଭୋଇ ସୁରଭି ର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଉପରେ ବକ୍ତବ୍ୟ ରଖି ଥିବାବେଳେ ସିଆରସିସି ଶ୍ରୀଯୁକ୍ତ ରିଚପାଲ ମେହେର ଅତିଥି ପରିଚୟ ସହ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ |ଜନମୁରା ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ସୋମନାଥ ମେହେର ଧନ୍ୟବାଦ ଅର୍ପଣ କରିଥିଲେ |କ୍ଲଷ୍ଟର ର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ |ପରେ ପରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇ କୃତୀ ଛାତ୍ର ଛାତ୍ରୀ ଙ୍କୁ ଅତିଥି ଙ୍କ ଦ୍ବାରା ପୁରସ୍କୃତ କରା  ଯାଇଥିଲା l ସଭାରେ ବିଭିନ୍ନ ବୁଦ୍ଧିଜୀବି ସ୍କୁଲ ପରିଚାଳନା କମିଟି ର ସଦସ୍ୟ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like