-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||     

HOME   ଜିଲ୍ଲା

ରାଜେଶ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ

29-Jan-2021



କଳାହାଣ୍ଡି, କୋକସରା(ତ୍ରିନାଥ ବେଶ୍ରl):କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ଡେଙ୍ଗାଗୁଡ଼ା ଠାରେ  ରାଜେଶ ମେମୋରିଆଲ ନକ୍ ଆଉଟ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟ  ଆଜି ଫାଇନାଲ୍ ମ୍ୟାଚ୍ ଉଦଯାପିତ ହୋଇଯାଇଛି ।ମାଁ ଠାକୁରାଣୀ କ୍ରିକେଟ କ୍ଲବ ଆନୁକୂଲ୍ୟରେ ଅନୁଷ୍ଠିତ ଏହି ଫାଇନାଲ ଖେଳରେଡେଙ୍ଗାଗୁଡ଼ା ଓ ଚିଲଡଙ୍ଗରୀ ଫାଇନାଲ ଖେଳିଥିଲେ ।ଚିଲଡଙ୍ଗରୀ  ଦଳ ଟସ୍ ଜିତି ପ୍ରଥମେ ବ୍ୟାଟିଙ୍ଗ କରି ନିର୍ଦ୍ଧାରିତ 10 ଓଭରରେ 6 ଉଇକେଟ୍ ହରାଇ 104 ରନ୍ ସଂଗ୍ରହ କରିଥିଲେ।105 ରନ୍ ର ବିଜୟ ଲକ୍ଷ୍ୟ ନେଇ ଡେଙ୍ଗାଗୁଡ଼ା ଦଳ 9 ଓଭରରେ 3 ଉଇକେଟ୍ ହରାଇ ଫାଇନାଲ ମ୍ୟାଚ୍ ଟି ବିଜୟ ହୋଇଛନ୍ତି। ଫାଇନାଲ ଖେଳ ତଥା ପୁରସ୍କାର ବିତରଣ ଉତ୍ସବରେ ମୁଖ୍ୟ ଅତିଥି ଭାବେ ସମାଜସେବୀ ଗଙ୍ଗା ନାଏକ,ସମ୍ମାନିୟ ଅତିଥି ଭାବେ ରାମ ସିଂ ମାଝୀ ଏବଂ କ୍ରିକେଟ କ୍ଲବ ର ସଭାପତି କ୍ଷେତୁରାମ ପାତ୍ର ଯୋଗଦେଇଥିଲେ। ଆୟୋଜିତ ଏହି ଫାଇନାଲ କ୍ରିକେଟ ଖେଳରେ ବିଜୟି ଡେଙ୍ଗାଗୁଡ଼ା ଦଳ ଟ୍ରଫି ସହ  8000 ପୁରସ୍କାର ରାଶି ଓ ରନର୍ସ ଓପ୍ ଚିଲଡଙ୍ଗରୀ ଦଳକୁ ଟ୍ରଫି ସହ 6000 ପୁରସ୍କାର ରାଶି ଅତିଥି ମାନଙ୍କ ଦ୍ଵାରା ପୁରସ୍କାର ପ୍ରଦାନ  କରାଯାଇଥିଲା। ମ୍ୟାନ୍ ଓଫ ଦି ମ୍ୟାଚ୍ କିଶୋର ନାଏକ (ଡେଙ୍ଗାଗୁଡ଼ା)ଏବଂ ମ୍ୟାନ୍ ଓଫ ଦି ସିରିଜ୍ ଚିନ୍ତାମଣି ଶବର (ଚିଲଡଙ୍ଗରୀ) ବିବେଚିତ ହୋଇଥିଲେ। କାର୍ତ୍ତିକ ପାତ୍ର ଓ ଲକ୍ଷ୍ମୀକାନ୍ତ ଖମାରୀ ଖେଳ ପରିଚାଳନା କରିଥିଲେ।      କେଶବ ଛତ୍ରିଆ, ଶମ୍ଭୁ ନାଗ ଏବଂ ଜିତେନ ବାଗ ପ୍ରତ୍ୟେକ ଦିନର ଖେଳର ଧାରାବିବରଣୀ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ   07-Aug-2026
  ଜିଲ୍ଲା  
ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   07-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର   07-Aug-2026
  ରାଜ୍ୟ  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ   07-Aug-2026
  ଜିଲ୍ଲା  
"ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   07-Aug-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   07-Aug-2026
  ଜିଲ୍ଲା  
ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   07-Aug-2026
  ଜିଲ୍ଲା  
ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   07-Aug-2026
  ଜିଲ୍ଲା  
ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   07-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   07-Aug-2026
  ରାଜ୍ୟ  
ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   07-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026

You Might Also Like