-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ମୁରାସୁର ବଧ ସହ ପଲଶାଗୋରା ମୁରାସୁର ଦରବାର ଉଦଯାପିତ 

13-Oct-2025



କଣ୍ଟାମାଳ(ଜୟକୁମାର ମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ପଲଶାଗୋରା ସ୍ୱସ୍ତିକ କ୍ଲବ ଦ୍ୱାରା ଆୟୋଜିତ ଗଜଲକ୍ଷ୍ମୀ ପୂଜା ଅବସରରେ ଆୟୋଜିତ ମୁରାସୁର ଦରବାର କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି |ଷଷ୍ଠ ସନ୍ଧ୍ୟାରେ ମୁରାସୁର ବଧ ନାଟକ ମଞ୍ଚସ୍ଥ ହୋଇଥିଲା | ଉଦଯାପନୀ ସନ୍ଧ୍ୟାରେ ମୁରାସୁର ଙ୍କ ରାଜକୀୟ ମୁଖ୍ୟଅତିଥି ଭାବରେ ବରଗଡ ସାଂସଦ ପ୍ରଦୀପ ପୁରୋହିତ, ସମ୍ମାନିତ ଅତିଥି ଭାବରେ ବିଜେପିର ପୂର୍ବତନ ରାଜ୍ୟ କାର୍ଯ୍ୟ କାରିଣୀ ସଦସ୍ୟ ନବୀନ କୁମାର ମହାପାତ୍ର, ଖମନ ମୁଣ୍ଡା ସରପଞ୍ଚ ଶ୍ରୀମତୀ ଅଳକା ପ୍ରଧାନ,ବିଜେପି ନେତା ବିଜିତ ପ୍ରଧାନ, ଶିତିକଣ୍ଠ ମିଶ୍ର, ଏଡିଇଓ ମହେନ୍ଦ୍ର ପ୍ରଧାନ, ସ୍ଵେଛାସେବୀ ମୁନାମହାପାତ୍ର, ଶାନ୍ତନୁ ମହାପାତ୍ର, ଅସୀମ ଅଭିଷେକ ପଣ୍ଡା,ମଞ୍ଚରେ ଉପସ୍ଥିତ ରହି ସାଂସ୍କୃତିକ ବାର୍ତ୍ତା ପ୍ରଦାନ କରିଥିଲେ |ଅଚ୍ୟୁତ ଖମାରୀ ମଞ୍ଚ ପରିଚାଳନା କରିଥିଲେ l ନାଟକ ରେ ମୁରାସୁର ଭୂମିକା ରେ ବିଶ୍ୱ ପ୍ରସିଦ୍ଧ ବରଗଡ ଧନୁଯାତ୍ରା ରେ କଂସ ଭୂମିକା ରେ ଅଭିନୟ କରିଥିବା ଅଭିନେତା ହୃଷିକେଶ ଭୋଇ ଅଭିନୟ କରୁଥିବା ବେଳେ ମହାମନ୍ତ୍ରୀ ଭୂମିକା ରେ ନନ୍ଦିଘୋଷ ମହାପାତ୍ର,ଦାରୁଣ ସୁଦାମ ବିଶି, ସେନାପତି ସୂର୍ଯ୍ୟ ପ୍ରକାଶ କର୍ଣ୍ଣ, କଣ୍ଠ ନରସିଂହ ସାହୁ, ବିକଣ୍ଠ ନେତ୍ରାନନ୍ଦ ଅମାତ, ନାରଦ ହିମାଂଶୁ ଭୁଏ, ନୃସିଂହ ଅବଧୂତ ଭୋଇ, ଶେଷଦେବ ଅରୁଣ କରସେଲ, ସେନାପତି ସୁରେନ୍ଦ୍ର ସାହୁ, ଦୂତ ଭାଗ୍ୟ ମଲ୍ଲିକ, କମଳା ମୋହିନୀ ବେହେରା, ସୈନ୍ୟ ଅନିରୁଦ୍ଧ ଭୁଏ, ସାରଥୀ ଆକାଶ, ଚନ୍ଦ୍ରଦେବ ସିଳୁ,ନର୍ତ୍ତକୀ ରେ ବେବୀ, ମୋନାଲିସା, ସୋନମ, ବେବିନା ଅଭିନୟ କରୁଛନ୍ତି |ବାଦ୍ୟାଂଶ ରେ ଦିବାକର ଦୀପ, ଦୟାମୟ ମଲ୍ଲିକ, ତୁଫାନ ସହଯୋଗ କରିଥିଲେ |ଉଦଯାପନୀ ସନ୍ଧ୍ୟା ରେ ପ୍ରବଳ ଜନ ସମାଗମ ହୋଇଥିବା ବେଳେ ନାଟକ ଶେଷ ପର୍ଯ୍ୟନ୍ତ ଦର୍ଶକ ମାନେ ନାଟକ ମନଭରି ଉପଭୋଗ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like