-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||     

HOME   ଜିଲ୍ଲା

ଗୁରୁ ଭଗବାନ ସାହୁଙ୍କ ସ୍ମୃତିରେ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟ

13-Oct-2025



ଅତାବିରା(ଆକାଶ ମିଶ୍ର): ଜନ କଲ୍ୟାଣ କୁଲିତା ସମାଜ ଅତାବିରା ବ୍ଲକ ଏବଂ ଆଞ୍ଚଳିକ ସାହିତ୍ୟ ପରିଷଦର ମିଳିତ ଆନୁକୂଲ୍ୟରେ ଗୁରୁ ଭଗବାନ ସାହୁଙ୍କ ସ୍ମୃତିରେ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ ମହାସମାରୋହରେ ରାମଚଣ୍ଡୀ ମନ୍ଦିର ଲାଦେରପାଲି ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି, ଅତିଥିଙ୍କ ଦ୍ବାରା ଦ୍ବୀପ ପ୍ରଜ୍ବଳନ ପରେ ସୁସ୍ରୀ ଯୁକ୍ତା  ମହାପାତ୍ରଙ୍କ ଓଡ଼ିଶୀ ନୃତ୍ୟ, ଏବଂ ତ୍ରିସା ପ୍ରଧାନ ଓ ସାନଭି ମହାକୁରଙ୍କ ସମ୍ବଲପୁରୀ ନୃତ୍ୟ ପରିବେଷଣ କରିଥିଲେ,କେତନ ରଣାଙ୍କ ସ୍ଵାଗତ ସଙ୍ଗୀତ ପରେ କୁଲତା ସମାଜ ସଭାପତି ସୁରେନ୍ଦ୍ର ସ୍ବାଇଁଙ୍କ ସ୍ଵାଗତ ଭାଷଣ ପ୍ରଦାନ କରିଥିଲେ, କିଶୋର ଚନ୍ଦ୍ର ପାତ୍ରଙ୍କ ଦ୍ବାରା ସରସ୍ଵତୀ ଜଣାଣ ଏବଂ ଗୁରୁ ଭଗବାନ ସାହୁଙ୍କ ସୀତାଚୋରି ନାଟକର ଗୀତ ଗୁରୁଙ୍କ ଶୀଷ୍ୟ ଦଧିବାବନ ଶତପଥୀ ପରିବେଷଣ କରିଥିଲେ, କବି ଧର୍ମରାଜ ପ୍ରଧାନଙ୍କ ସଂଯୋଜନାରେ ମୂଖ୍ୟ ଅତିଥି ଶିକ୍ଷାବିତ ସାହିତ୍ୟିକ ପ୍ରାକ୍ତନ ଅଧ୍ୟକ୍ଷ ଡ଼ଃ ଚିରବ୍ରତ ଦତ୍ତ, ମୂଖ୍ୟ ବକ୍ତା ସାହିତ୍ୟିକ ବରିଷ୍ଠ ସାମ୍ବାଦିକ ନେତ୍ରାନନ୍ଦ ପ୍ରଧାନ, ସମ୍ମାନିତ ଅତିଥି ସିନେ ଅଭିନେତା ପ୍ରଦିପ ଦେବତା,ସାହିତ୍ୟିକ ବରିଷ୍ଠ ସାମ୍ବାଦିକ ଭବାନୀଷ ଭୋଇ, ସମାଜ ସେବୀ ଦିବାକର ପ୍ରଧାନ ପ୍ରମୁଖ ଯୋଗଦାନ କରି ଗୋଟିଏ ଦିନରେ ନୁଆଁଖାଇ ପାଳନ ପରିକଳ୍ପନା କରି କିଭଳି ପରିସ୍ଥିତିରୁ ପ୍ରଚାର କରି ଲୋକ ମହୋତ୍ସବର ସୃଷ୍ଟି କରିଥିବା ଅବିଶ୍ବସନୀୟ ଅବଦାନ ଉପରେ ଆଲୋକପାତ କରିଥିଲେ, ଶାସ୍ତ୍ରୀୟ ଶବ୍ଦ ନୃତ୍ୟ ଗୁରୁ ଭାଗବତ ପଧାନ ଭାଗବତିଆ ସ୍ଵତନ୍ତ୍ର ଅତିଥି ଭାବେ ଯୋଗ ଦେଇଥିଲେ,ଏହି ଅବସରରେ ବରିଷ୍ଠ ନାଟ୍ୟକାର ନିର୍ଦ୍ଦେଶକ ରୋହିତ ପଟେଲ(ଝାରସୁଗୁଡ଼ା) କବି ସନ୍ଦୀପ କୁମାର କୁଅଁର ବଲାଙ୍ଗୀର, କବି ସନ୍ତୋଷ ପଧାନ ସୁବର୍ଣ୍ଣପୁର, କବୟିତ୍ରୀ ଜୀବେଶ୍ଵରୀ ପଟେଲ ସୁନ୍ଦରଗଡ, କବୟିତ୍ରୀ ଡ଼ ଭାରତୀ ହୋତା ନୂଆପଡ଼ା, ନାଟ୍ୟକାର ରାଜକୁମାର ସାହୁ ପଦ୍ମପୁର, ବାମଣ୍ଡା ସାହିତ୍ୟ ସଂସଦ ଦେବଗଡ଼, ପଶ୍ଚିମା କୁଚିଣ୍ଡାକୁ ସମ୍ବର୍ଦ୍ଧିତ କରାଯାଇଥିଲା, ଏହି ଅବସରରେ ଡ଼ ଅଜିତ କୁମାର ନାଥଙ୍କ ଆମ ଅଞ୍ଚଳର ଲୋକ ବିଶ୍ୱାସ ଏବଂ ପରମ୍ପରା ପୁସ୍ତକ ଓ ମନୋଜ ଭୋଇଙ୍କ ନାଟ ପସରା ପୁସ୍ତକ ଉନ୍ମୋଚନ ହୋଇଥିଲା,ଲୁଲୁ ରବିନ ଦାସଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଗୋଟିଏ ଦିନରେ ନୁଆଁଖାଇ ଏବଂ ଗୁରୁ ଭଗବାନ ସାହୁ ଶିର୍ଷକ କବିତା ଆସର ଅନୁଷ୍ଠିତ ହୋଇଥିଲା, କବି ପ୍ରମୋଦ ଚନ୍ଦ୍ର ନାୟକ, ମୂରଲୀଧର ନାୟକ,ଉଦ୍ଧବ ବାରୀକ,, ଜୟଶ୍ରୀ ପଣ୍ଡା, ଅହଲ୍ୟା ପ୍ରଧାନ, ଦିଲିପ ସାହୁ, ହୃଷୀକେଶ ଡାଙ୍ଗ,ସଚିଦା ଭୋଇ,ଜୀବେଶ୍ବରି ପଟେଲ, ସନ୍ତୋଷ ପଧାନ, ସଙ୍ଗୀତା ସାହୁ, ମଞ୍ଜୁଲତା ସାହୁ ,ଅତୁଲ୍ୟ କୁମାର ସାହୁ,,ମୋହନ ମହାନନ୍ଦ,ଯୁଗେଶ୍ୱର ତାଣ୍ଡି, ଉମେଶ ପ୍ରଧାନ,, ମଞ୍ଜୁଲତା ସାହୁ,,ଡୋଲାମଣୀ ପାଇକ,ଶୁସିଲ ବୁଧିଆ, ଜଟାଧାରୀ ବାରିକ,ଜେଠୁ ଭୁଏ, ଧ୍ରୁବଚରଣ ସାହୁ,ଜୟ ପ୍ରଧାନ,ମାନସ ରଞ୍ଜନ ଦାଶ, ସଂଜୁ ପ୍ରଧାନ, ବୁଧୁ ମାଝୀ,ସଙ୍ଗିତା ସାହୁ ପ୍ରମୁଖ   ସମେତ ବିଭିନ୍ନ ଜିଲ୍ଲାରୁ କବି ମାନେ କବିତା ପାଠ କରିଥିଲେ, ସାହିତ୍ୟ ପରିଷଦ ସଭାପତି ଦଶରଥ ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ କାର୍ଯ୍ୟକ୍ରମ ଆୟୋଜନରେ ଦଖିଲ ପଧାନ, ସମ୍ପାଦକ ସୁରେନ୍ଦ୍ର କଠାର,ଅରୁଣ ପ୍ରଧାନ, ସମୀର ପ୍ରଧାନ, ସରୋଜ କୁମାର ରଥ,ସୁବାସ ପଧାନ,ମନୋଜ ଭୋଇ, ଅମୃତ ବାରିକ ତଥା ଉଭୟ ଅନୁଷ୍ଠାନର ସମସ୍ତ ସଦସ୍ଯ କାର୍ଯ୍ୟକ୍ରମକୁ ସଫଳ କରିବାରେ ପୂର୍ଣ୍ଣ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026

You Might Also Like