-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||     

HOME   ଜିଲ୍ଲା

ହର ଗୌରୀ ଯାତ୍ରା ରେ ବୁଢୀମା ମନ୍ଦିର ରେ ଓ ସାଂସ୍କୃତିକ କାର୍ଯ୍ଯକ୍ରମ ରେ ଭକ୍ତ ଙ୍କ ପ୍ରବଳ ଭିଡ଼* - *ଯୋଗ ଦେଲେ ଏସପି ଓ ଉପ ଜିଲ୍ଲାପାଳ*-

13-Oct-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ସୋନପୁର ର ପ୍ରସିଦ୍ଧ ହରଗୌରୀ ପୂଜା ରେ ପ୍ରତ୍ୟହ ରୀତି ନୀତି ଅନୁସାରେ ମା ବୁଢୀମା ଓ ଶ୍ରୀ ହର ଗୌରୀ ଙ୍କ ପୂଜା ବିଧି ଖୁଵ ଧୁମ୍ ଧାମରେ ପାଳିତ ହେଉଛି l ସନ୍ଧ୍ୟାରେ ହଜାର ହଜାର ଭକ୍ତ ବିଶେଷ କରି ମହିଳା ମାନଙ୍କ ଭିଡ଼ ଲାଗି ରହୁଛି ହରଗୌରୀ ଓ ବୁଢ଼ିମା ଙ୍କ ଦର୍ଶନ ସହ ସାଂସ୍କୃତିକ କାର୍ଯ୍ଯ କ୍ରମ କୁ ଉପଭୋଗ କରିବା ପାଈଁ l ମା ବୁଢୀମା ସାଂସ୍କୃତିକ କଳା ମଣ୍ଡପ ଠାରେ ଅନୁଷ୍ଟିତ ସ୍ଥାନୀୟ ଓ ଦୂର ଦୁରାନ୍ତର ମେଲୋଡି କଳାକାର ଙ୍କ ଦ୍ଵାରା ରେକର୍ଡ଼ ଡ୍ୟାନ୍ସ ,ଭଜନ ସନ୍ଧ୍ୟା, ପାରାୟଣ, ଓ ସମ୍ବଲପୁରୀ ମେଲୋଡି କାର୍ଯ୍ଯ କ୍ରମ  ଗୀତ ନାଚ କୁ ବିଳମ୍ବିତ ରାତି ଯାଏ ଅଗଣିତ ଦର୍ଶକ ଉପଭୋଗ କରୁଛନ୍ତି l ଯାତ୍ରାରେ ଦର୍ଶକ ଅନେକ ମନ ଛୁଆଁ ଜୀବନ୍ତ ମେଢ଼ ଦେଖି , ଯାତ୍ରା ର ଆକର୍ଷଣୀୟ ସାଜ ସଜ୍ଜା ଓ ଗୀତ ନାଚ ଦେଖି ଖୁବ ମଜା ନେଉଥିବା ଜଣା ପଡ଼ିଛି l ଆଜି ହରି ଓଁ ମେଲୋଡି ସ୍ଥାନୀୟ କଳାକାର ଙ୍କ ଦ୍ବାରା ସମ୍ବଲପୁରୀ ଗୀତ ନାଚ କାର୍ଯ୍ଯ କ୍ରମ ରେ ସୁବର୍ଣ୍ଣପୁର ଏସପି ଶ୍ରୀ ନାରାୟଣ ନାଏକ, ଉପ ଜିଲ୍ଲାପାଳ ସୌମ୍ୟ ରୂପା ରଥ , ସାଂସଦ ପ୍ରତିନିଧି ସାନନ୍ଦ ମେହେର, ବିଶିଷ୍ଟ ବ୍ୟବସାୟୀ ଆଶିଷ କୁମାର ସାହୁ, ଶ୍ରୀବତ୍ସ ମଲ୍ଲିକ, ଶ୍ରୀରାମ ଫାଇନାନ୍ସ ଜୟନ୍ତ ସୁନା, ପୋଲିସ୍ କବେଷ୍ଟବଲ ସଂଘ ସଭାପତି ଦିନେଶ ମିଶ୍ର ଯୋଗ ଦେଇ ଉଦଘାଟନ କରିଥିଲେ l ଆସନ୍ତା କାଲି ଏଇ ଯାତ୍ରା ର ସାଂସ୍କୃତିକ କାର୍ଯ୍ଯ କ୍ରମ ର ଉଦଯାପନୀ ଉତ୍ସବରେ ସୁବର୍ଣ୍ଣପୁର ଜିଲ୍ଲାପାଳ  ଯୋଗ ଦେବାକୁ ସମ୍ମତି ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026

You Might Also Like