-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||     

HOME   ଜିଲ୍ଲା

ମାଁ କୁଶଙ୍ଗାଇ ଦେବୀଙ୍କ ପୀଠରେ ରୂପାର ପରଭା ଛାଉଣି ଲାଗିବ

13-Oct-2025



ବଲାଙ୍ଗିର(ପ୍ରେରଣା ଖବର): ପଶ୍ଚିମ ଓଡିଶାର ଅତି ପରିଚିତ ଦେବୀ ପୀଠ ହଜାର ବର୍ଷ ର ପୁରୁଣା, ଲୋଇସିଂହା ନିର୍ବାଚନ ମଣ୍ଡଳି କୁଶଙ୍ଗ ଗ୍ରାମରେ ମାଁ କୁଶଙ୍ଗାଇ ଦେବୀ ଏବଂ ମନ୍ଦିର ଓ ଗ୍ରାମ କମିଟି ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ଏ ବର୍ଷ ଦଶହରା ଏବଂ ୧୬ପୂଜା ବଏଲ ଯାତ୍ରା ରାଜ୍ୟ ବାହାରୁ ଏବଂ ବିଭିନ୍ନ ଜିଲ୍ଲାରୁ ଭକ୍ତମାନଙ୍କର ସୁଅ ଛୁଟିଥିଲା । ଏହି ଐତିହ୍ୟ ପୀଠ ମାଁ କୁଶଙ୍ଗାଇ ଦର୍ଶନ ପାଇଁ ପ୍ରବଳ ଭିଡ ହୋଇଥିଲା । ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ସୁରୁଖୁରୁ ରେ ଉଦ୍‌ଯାପିତ ହୋଇଥିଲା । ଏହି ଅବସରରେ ମନ୍ଦିର କୁଶଙ୍ଗ ର ଗ୍ରାମବାସୀ କମିଟି, କୁଶଙ୍ଗ ମନ୍ଦିର କମିଟି ମାଁ ଙ୍କର ପୀଠରେ ନୂତନ ଭାବେ ରୂପା ଝାଉଣିର ପରଭା ନିର୍ମାଣ ପାଇଁ ଗ୍ରାମ କମିଟି ନିସ୍ପତ୍ତି ନିଆଯାଇଛି । ଚଳିତ ଚୈତ୍ର ପୂର୍ଣ୍ଣିମାରେ ପରଭା ଦର୍ଶନ ଆକର୍ଷଣ କରିବା ବୋଲି ସ୍ଥିର କରାଗଲା ।  ଅଂଚଳବାସୀ ମଧ୍ୟ ମାଁ ସହିତ ରୂପା ପରଭା ମଧ୍ୟ ଦର୍ଶନ କରିପାରିବେ ବୋଲି ସମସ୍ତଙ୍କ ଆଶା । ଏଥିରେ କୁଶଙ୍ଗ ଗୌନ୍ତିଆ ବୃନ୍ଦାବନ ପଟେଲ, ସରପଂଚ ଓ ଗ୍ରାମ କମିଟି, କୁଶଙ୍ଗ ର ମନ୍ଦିର କମଟି ର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ । ଡା. ରୁଦ୍ର ନାରାୟଣ ପଟେଲଙ୍କ ନେତୃତ୍ୱରେ ବଲାଙ୍ଗିର ଦେବାଳୟ ସୁରକ୍ଷା କମିଟିର ବିଭିନ୍ନ ସମୟରେ ଐତିହାସିକ ପୀଠ ସରକାରଙ୍କୁ ବିଭିନ୍ନ ସମୟରେ ଅନୁଦାନ ଦାବି କରି ଆସୁଥିବା ବେଳେ କୁଶଙ୍ଗାଇ ଦେବୀ ପୀଠକୁ ଉନ୍ନତିକରଣ ପାଇଁ ଦୃଷ୍ଟି ଆକର୍ଷଣ କରିଛନ୍ତି । ଏହି ଅବସରରେ କୁଶଙ୍ଗାଇ ମନ୍ଦିର କମିଟି ସମ୍ବର୍ଦ୍ଧିତ କରିଥିଲେ ଦେବାଳୟ ଓ ଐତିହ୍ୟ ସୁରକ୍ଷା କମିଟି ସଭାପତି ଜୟକୃଷ୍ଣ ମିଶ୍ର ଓ ଉପସଭାପତି ପ୍ରଶାନ୍ତ ମହାକୁର ଙ୍କୁ ଏବଂ ଗ୍ରାମର ଭକ୍ତମାନଙ୍କ ସହମତି କ୍ରମେ ସାହାଯ୍ୟ ର ହାତ ବଢାଇଥିଲେ । ଏହି ବୈଠକରେ ସଭାପତି ରତନଲାଲ ପୃଷ୍ଟି ସଭା ଆହ୍ୱାନ କରିଥିଲେ ଓ ସଭା ସାଙ୍ଗ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026

You Might Also Like