-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||     

HOME   ଜିଲ୍ଲା

ବିଧାୟକ ବିଶ୍ୱରଂଜନ ମଲ୍ଲିକ୍‌ଙ୍କ ଦ୍ୱାରା ୧୨କୋଟି ଟଙ୍କାର ଦୁଇଟି ପ୍ରକଳ୍ପ ଶିଳାନ୍ୟାସ

13-Oct-2025



ବରୀ(ରଞ୍ଜିତ ମହାନ୍ତି): ବରୀର ପ୍ରଗତି ପାଇଁ ସବୁ ସମୟରେ ସଂଗ୍ରାମ କରିବେ ବୋଲି ଶପଥ ନେଇ ଓଡ଼ିଶାର ସର୍ବାଧିକ ଭୋଟ ବ୍ୟବଧାନରେ ବିଜୟୀ ହୋଇଥିବା ବରୀର ବିଧାୟକ ବିଶ୍ୱରଂଜନ ମଲ୍ଲିକଙ୍କ ଦ୍ୱାରା ଶୁକ୍ରବାର ଦିନ ପ୍ରାୟ ୧୨କୋଟି ଟଙ୍କାର ଦୁଇଗୋଟି ରାସ୍ତା ପ୍ରକଳ୍ପର ଶିଳାନ୍ୟାସ ଅନୁଷ୍ଠିତ ହୋଇଯାଇଛି ।
ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଅନୁଷ୍ଠିତ ଶିଳାନ୍ୟାସ ଉତ୍ସବ କାର୍ଯ୍ୟକ୍ରମରେ ମୁଖ୍ୟଅତିଥିଭାବେ ଯୋଗଦେଇ ବିଧାୟକ ବିଶ୍ୱରଂଜନ ମଲ୍ଲିକ ୪କୋଟି ୪ଲକ୍ଷ ୯୪ ହଜାର ଟଙ୍କା ବ୍ୟୟରେ ବରୀ ବ୍ଲକ୍ ଅନ୍ତର୍ଗତ ବାଇଁଶ୍ରୀରିଆ ପଞ୍ଚାୟତର ବାଲିଆପାଳ ଛକ ଠାରୁ ସାରଙ୍ଗପୁର ପର୍ଯ୍ୟନ୍ତ ପ୍ରାୟ ଦୁଇ କି.ମି ୭୦୦ ମିଟର ରାସ୍ତା ପ୍ରଶସ୍ଥିକରଣ କାର୍ଯ୍ୟର ଶିଳାନ୍ୟାସ କରିଛନ୍ତି । ସେହିପରି ୭କୋଟି ୬୨ଲକ୍ଷ ୩୫ହଜାର ଟଙ୍କା ବ୍ୟୟ ଅଟକଳରେ ବଣବାବାଜି ମଠ ଠାରୁ କାଇପଡ଼ା ପର୍ଯ୍ୟନ୍ତ ୭କି.ମି ୩୭୦ମିଟର ରାସ୍ତର ପ୍ରଶସ୍ତିକରଣ କାର୍ଯ୍ୟର ଶିଳାନ୍ୟାସ କରି ବିଧାୟକ ଶ୍ରୀ ମଲ୍ଲିକ ବରୀର ଲାଇ୍‌ଭ ଲାଇନ ସହିତ ଏହି ଦୁଇଗୋଟି ରାସ୍ତା ଜଡିତ ହୋଇରହିଆସିଛି ।
ଉକ୍ତ ରାସ୍ତା ଦୁଇଟି ପ୍ରଶସ୍ତିକରଣ କରାଯିବା ଦ୍ୱାରା ସ୍ଥାନୀୟ ଲୋକମାନଙ୍କର ଗମନାଗମନ କ୍ଷେତ୍ରରେ ବହୁବିଧ ସୁବିଧା ହୋଇପାରିବ ବୋଲି ପ୍ରକାଶ କରିଛନ୍ତି । ଉକ୍ତ ଶିଳାନ୍ୟାସ କାର୍ଯ୍ୟକ୍ରମରେ ଗ୍ରାମ୍ୟ ଉନ୍ନୟନ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ଅଭିନାଶ ବାରିକ, ସହକାରୀ ନିର୍ବାହୀଯନ୍ତ୍ରୀ, ସହକାରୀ ଯନ୍ତ୍ରୀଙ୍କ ସହ ବରୀ ବ୍ଲକ୍ ଅଧକ୍ଷ ଅଶୋକ କୁମାର ଗେଡି, ଉପାଧ୍ୟକ୍ଷା ଅର୍ଚ୍ଚନା ମଲିକ, ବରୀ ବ୍ଲକ୍ ବିଜେଡି ସଭାପତି କେଦାର ଚନ୍ଦ୍ର ସାମଲ, ଜିଲ୍ଲା ପରିଷଦ ସଭ୍ୟ ଅଶୋକ କୁମାର ସାମଲ,ଦିଲ୍ଲିପ ମହାନ୍ତି, ଯୁବନେତା ବୁଲୁ ଯାଦବ, ପ୍ରସନ୍ନ ସାମଲ, ସାମାଜିକକର୍ମୀ ଅରବିନ୍ଦ ମହାନ୍ତିଙ୍କ ସମତେ ବିଭିନ୍ନ ପଞ୍ଚାୟତର ସରପଞ୍ଚ ଓ ସମିତିସଭ୍ୟାମାନେ ଉପସ୍ଥିତ ଥିଲେ । ବିଧାୟକଙ୍କର ଏଭଳି ଉଦ୍ୟମକୁ ଉପସ୍ଥିତ ଶହ ଶହ ଜନସାଧାରଣ ଉଚ୍ଚ ପ୍ରଶଂସା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026

You Might Also Like