-+91-9937148622 |

prerana_bgr@rediffmail.com |

  Friday 6th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   (06-Nov-2026)       ||      ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   (06-Nov-2026)       ||      ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (05-Nov-2026)       ||      ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ    (05-Nov-2026)       ||      ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   (05-Nov-2026)       ||      ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ    (05-Nov-2026)       ||      କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   (05-Nov-2026)       ||      *ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   (05-Nov-2026)       ||      ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   (05-Nov-2026)       ||      ଥାନାରେ ସର୍ଦ୍ଦାରଙ୍କର ରାତ୍ରୀକାଳୀନ ସାକ୍ଷାତକାର ♦️ କାରଣ କଣ ?   (05-Nov-2026)       ||      ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   (05-Nov-2026)       ||      କଣ୍ଟାମାଳ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ    (05-Nov-2026)       ||      କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   (05-Nov-2026)       ||      ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   (05-Nov-2026)       ||      କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ    (05-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   (04-Nov-2026)       ||      ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   (04-Nov-2026)       ||     

HOME   ଜିଲ୍ଲା

ଅଞ୍ଚଳର ବିକାଶରେ ବରିଷ୍ଠ ନାଗରିକ ଓ ଗଣମାଧ୍ୟମ ଭୂମିକା ଗୁରୁତ୍ୱପୂର୍ଣ୍ଣ , ରେଢାଖୋଲ ସାମ୍ବାଦିକ ସଂଘର ଆଲୋଚନାଚକ୍ର

29-Jan-2021



ରେଢାଖୋଲ(ଅନିଲ କୁମାର ପୃଷ୍ଟି): ବରିଷ୍ଠ ନାଗରିକଙ୍କ ଜ୍ଞାନ ଓ ଗଣମାଧ୍ୟମର ଭୂମିକା ଆମ ସମାଜ ବିକାଶ ପାଇଁ ଆଜିର ସମୟରେ ନିହାତି ଜରୁରୀ। ସମ୍ବଲପୁର ଜିଲ୍ଲା ରେଢାଖୋଲ ସାମ୍ବାଦିକ ସଂଘ ପକ୍ଷରୁ ଆୟୋଜିତ ଏକ ଆଲୋଚନାଚକ୍ରରେ 'ଆମ ଅଞ୍ଚଳର ବିକାଶରେ ବରିଷ୍ଠ ନାଗରିକ ଓ ସାମ୍ବାଦିକଙ୍କ ଭୂମିକା' କୁ ନେଇ ଆମନ୍ତ୍ରିତ  ଉପସ୍ଥିତ ଅତିଥି ମାନେ ମତ ପ୍ରକାଶ କରିଛନ୍ତି। ଏହି ପରିପ୍ରେକ୍ଷୀରେ ରେଢାଖୋଲ ସାମ୍ବାଦିକ  ସଂଘ ପକ୍ଷରୁ ନାକଟିଦେଉଳ ବ୍ଲକ ସରାପାଲି ପଞ୍ଚାୟତର ରାଜୀବ ଗାନ୍ଧୀ ଭବନରେ ସଂଘର ସଭାପତି ରମାକାନ୍ତ ମହାନନ୍ଦଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଆଲୋଚନାଚକ୍ରରେ  ନାକଟିଦେଉଳ ବିଡ଼ିଓ ବିବେକା ନନ୍ଦ ସାହୁ ମୁଖ୍ୟ ଅତିଥି , ନାକଟିଦେଉଳ ତହସିଲଦାର ସୁକାନ୍ତ କୁମାର ନାଏକ ସମ୍ମାନୀତ ଅତିଥି, ବରିଷ୍ଠ ନାଗରିକ ହୃଷିକେଶ ସାହୁ, ବରିଷ୍ଠ ସାମ୍ବାଦିକ ରବୀନ୍ଦ୍ର ନାଥ ପ୍ରଧାନ ପ୍ରମୁଖ ଯୋଗ ଦେଇ ଅଞ୍ଚଳର ପର୍ଯ୍ୟଟନ ସ୍ଥଳୀ ଭୀମ ମଣ୍ଡଳୀ, ଦେଦରା, କୁଲାଡେରାର ବିକାଶ ତଥା ଅନୁପ୍ରବେଶକାରୀ ସମସ୍ୟା, କଲେଜର ଅନୁଦାନ ସମସ୍ୟା, ଶିକ୍ଷା ସମସ୍ୟା, ସାଧାରଣ ଲୋକଙ୍କ ପାଖରେ ସରକାରୀ ଯୋଜନା ନ ପହଞ୍ଚିବା  ଏହାର ଉପରେ ସମସ୍ତଙ୍କର ଗୁରୁ ଦାୟିତ୍ୱ ରହିଛି ବୋଲି ନିମନ୍ତ୍ରିତ ଅତିଥି ମାନେ ମତବ୍ୟକ୍ତ କରିଛନ୍ତି। ଗାଁ ଗହଳିରେ ଲୁଚି ଯାଉଥିବା ଖବର ଉପରେ ଗୁରୁତ୍ୱ ଦେବା ପାଇଁ ସାମ୍ବାଦିକ ମାନେ ମତ ପ୍ରକାଶ କରିଥିଲେ।

ଏହି କାର୍ଯ୍ୟକ୍ରମରେ ବରିଷ୍ଠ ନାଗରିକ ଅଚ୍ୟୁତାନନ୍ଦ ବିଶ୍ୱାଳ, ପୂର୍ବତନ ଜିଲ୍ଲା ପରିଷଦ ବିପିନ ବିହାରୀ ପ୍ରଧାନ,  ଅବସର ପ୍ରାପ୍ତ ଶିକ୍ଷକ ଗୋପୀ ନାଥ ପ୍ରଧାନ ନାକଟିଦେଉଳ ଡିଗ୍ରୀ  କଲେଜ ଅଧ୍ୟକ୍ଷ ସୁଧୀର କୁମାର ସାହୁ, ସାମ୍ବାଦିକ ଜୟନ୍ତ ଖଡ଼ିରତ୍ନ, ପ୍ରସନ୍ନ କୁମାର ପ୍ରଧାନ, ସରତ କୁମାର ପ୍ରଧାନ, ଶଙ୍କର ପୃଷ୍ଟି, ସରୋଜ ସାହୁ, ରୋହିତ ଭୋଇ, ସରୋଜ ରାଉତ, ରଶ୍ମିତା ରାଉତ, ପରୀକ୍ଷିତ ଦାସ, ଜିତେନ୍ଦ୍ର କୁମାର ସାହୁ, ଅରୁଣ କୁମାର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ଶେଷରେ ସଂଘର ସମ୍ପାଦକ କନ୍ଦର୍ପ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   06-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   06-Nov-2026
  ଜିଲ୍ଲା  
ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   05-Nov-2026
  ଜିଲ୍ଲା  
ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   05-Nov-2026
  ଜିଲ୍ଲା  
ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   05-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   05-Nov-2026
  ଜିଲ୍ଲା  
ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ   05-Nov-2026
  ଜିଲ୍ଲା  
ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   05-Nov-2026
  ଜିଲ୍ଲା  
ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ   05-Nov-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   05-Nov-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   05-Nov-2026
  ଜିଲ୍ଲା  
ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   05-Nov-2026

You Might Also Like