-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା ବ୍ଲକ ସ୍ତରୀୟ ବିଜ୍ଞାନ ସେମିନାର ଅନୁଷ୍ଠିତ

13-Oct-2025



ଲୋଇସିଂହା, (ବିନୋଦ ଦୀପ) ଲୋଇସିଂହା ବ୍ଲକ ସ୍ତରୀୟ ଵିଞାନ ସେମିନାର ଆଦିବାସୀ ହରିଜନ ଉଚ୍ଚବିଦ୍ୟାଳୟ କେଉଁଟିପାଲି ଠାରେ ଅନୁଷ୍ଠିତ ହୋଇଯାଇଅଛି। ଉଦ୍ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅକ୍ଷୟ ପାଣି ଉଡଡୁ , ସମ୍ମାନିତ ଅତିଥି ଭାବେ ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ବସନ୍ତ କୁମାର ଭୋଇ, ବିଜ୍ଞାନ ସଂଯୋଜକ ବିଷ୍ଣୁ ପ୍ରସାଦ ମିଶ୍ର, ବିଜ୍ଞାନ ଆଵାହକ ହେମନ୍ତ କୁମାର ବାରିକ, ପର୍ଶୁରାମ ସୁନା, ଅବସରପ୍ରାପ୍ତ ଶିକ୍ଷକ ଚିତ୍ତରଞ୍ଜନ ତ୍ରିପାଠୀ, ଲୋଇସିଂହା ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସଦାନନ୍ଦ ଭୋଇ, ସିଆରସିସି ସୁରେଶ ଚନ୍ଦ୍ର ଭୋଇ, ସ୍ଥାନୀୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶାନ୍ତି ଲାଲ୍ ନନ୍ଦ, ଯୋଗ ଦେଇଥିଲେ। ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ପୋଲିସ ଅଧିକାରୀ ହେମସାଗର ନନ୍ଦ , ବିଜ୍ଞାନ ସଂଯୋଜକ, ବିଜ୍ଞାନ ଆଵାହକ, ବିଦ୍ୟାଳୟର ସଭାପତି ଯୋଗଦାନ କରି କ୍ରୁତୀ ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମ ରେ ୨୯ ଟି ବିଦ୍ୟାଳୟର ଛାତ୍ରଛାତ୍ରୀ ଯୋଗଦାନ କରିଥିଲେ। ଲୋଇସିଂହା ଉଚ୍ଚ ବିଦ୍ୟାଳୟର ଛାତ୍ରୀ ଅନନ୍ୟା ପଧାନ , ଆଦର୍ଶ ବିଦ୍ୟାଳୟ ର ଛାତ୍ର ସ୍ୱରୂପ ଶେଖର ବହିଦାର,ଯୋଗୀସରଡା ଉଚ୍ଚ ବିଦ୍ୟାଳୟର ନୈତିକ କୁମାର ସାହୁ ଜିଲ୍ଲା ସ୍ତରକୁ ମନୋନୀତ ହୋଇଥିଲେ। ଅଧ୍ୟାପିକା ନିତାରାଣୀ ପଟେଲ ଓ ଶୁଚିସ୍ମିତା ସାହୁ ବିଚାରକ ଭାବେ କାର୍ଯ୍ୟ ସମ୍ପାଦନ କରିଥିଲେ। ବିଜ୍ଞାନ ଶିକ୍ଷକ ଓ ଅନ୍ୟାନ୍ୟ ଶିକ୍ଷକ ଶଶାଙ୍କ ସାହୁ,ଅମ୍ବରୀଶ ଭୋଇ, ବିକ୍ରମ ସାହୁ, ବିକାଶ ସାହୁ, ଅଶୋକ ମେହେର , ଗିରିଧାରୀ ବିଶ୍ଓଆଲ, ଶିବପ୍ରସାଦ ଦାଶ , ନରେଶ ଦ୍ବାରୀ କାର୍ଯ୍ୟ କ୍ରମ ପରିଚାଳନା ରେ ସହଯୋଗ କରିଥିଲେ। ଶିକ୍ଷକ ହିମାଂଶୁ ଷଡ଼ଙ୍ଗୀ ମଞ୍ଚ ପରିଚାଳନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026

You Might Also Like