-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||     

HOME   ଜିଲ୍ଲା

ଗୁରୁ ଭଗବାନ ସାହୁଙ୍କ ସ୍ମୃତିରେ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ

14-Oct-2025



ବଲାଙ୍ଗୀର(ପ୍ରେରଣା ଖବର): ଜନ କଲ୍ୟାଣ କୁଲତା ସମାଜ ଅତାବିରା ବ୍ଲକ ଏବଂ ଆଞ୍ଚଳିକ ସାହିତ୍ୟ ପରିଷଦର ମିଳିତ ଆନୁକୂଲ୍ୟରେ ଗୁରୁ ଭଗବାନ ସାହୁଙ୍କ ସ୍ମୃତିରେ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ ମହାସମାରୋହରେ କବି ସନ୍ଦୀପ କୁମାର କୁଅଁରଙ୍କୁ କଳା, ସାହିତ୍ୟ ସଂସ୍କୃତି ନିମନ୍ତେ  ବହୁ ଅବଦାନ ପାଇଁ ସମ୍ବର୍ଦ୍ଧିତ କରାଯାଇଛି।ରାମଚଣ୍ଡୀ ମନ୍ଦିର ଲାଦେରପାଲି ମଣ୍ଡପରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ କୁଲତା ସମାଜ ସଭାପତି ସୁରେନ୍ଦ୍ର ସ୍ବାଇଁ ସଭାପତିତ୍ୱ କରି ସ୍ଵାଗତ ଭାଷଣ ପ୍ରଦାନ କରିଥି କବି ଧର୍ମରାଜ ପ୍ରଧାନଙ୍କ ସଂଯୋଜନାରେ ମୂଖ୍ୟ ଅତିଥି ଶିକ୍ଷାବିତ ସାହିତ୍ୟିକ ପ୍ରାକ୍ତନ ଅଧ୍ୟକ୍ଷ ଡ଼ଃ ଚିରବ୍ରତ ଦତ୍ତ, ମୂଖ୍ୟ ବକ୍ତା ସାହିତ୍ୟିକ ବରିଷ୍ଠ ସାମ୍ବାଦିକ ନେତ୍ରାନନ୍ଦ ପ୍ରଧାନ, ସମ୍ମାନିତ ଅତିଥି ସିନେ ଅଭିନେତା ପ୍ରଦିପ ଦେବତା,ସାହିତ୍ୟିକ ବରିଷ୍ଠ ସାମ୍ବାଦିକ ଭବାନୀଷ ଭୋଇ, ସମାଜ ସେବୀ ଦିବାକର ପ୍ରଧାନ ପ୍ରମୁଖ ଯୋଗଦାନ କରି ଗୋଟିଏ ଦିନରେ ନୁଆଁଖାଇ ପାଳନ ପରିକଳ୍ପନା କରି କିଭଳି ପରିସ୍ଥିତିରୁ ପ୍ରଚାର କରି ଲୋକ ମହୋତ୍ସବର ସୃଷ୍ଟି କରିଥିବା ଅବିଶ୍ବସନୀୟ ଅବଦାନ ଉପରେ ଆଲୋକପାତ କରିଥିଲେ, ଶାସ୍ତ୍ରୀୟ ଶବ୍ଦ ନୃତ୍ୟ ଗୁରୁ ଭାଗବତ ପଧାନ ସ୍ଵତନ୍ତ୍ର ଅତିଥି ଭାବେ ଯୋଗ ଦେଇଥିଲେ,ଏହି ଅବସରରେ ବଲାଙ୍ଗୀରର କବି ସନ୍ଦୀପ କୁମାର କୁଅଁର ଙ୍କୁ ମାନପତ୍ର ଅଙ୍ଗବସ୍ତ୍ର ଦେଇ  ସମ୍ମାନିତ କରାଯାଇଥିଲା।ସାହିତ୍ୟ ପରିଷଦ ସଭାପତି ଦଶରଥ ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026

You Might Also Like