-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଅନୁଷ୍ଠିତ "ପ୍ରଥମ ସ୍ଥାନ ଅଧିକାର କଲେ ଓଏଭି ଝରଣୀ ର ରୁଦ୍ରାଂଶ ମିଶ୍ର"

14-Oct-2025



ବଲାଙ୍ଗୀର(ପ୍ରେରଣା ଖବର): ସ୍ଥାନୀୟ ପି ପି ଏକାଡେମୀ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି।ମୁଖ୍ୟଅତିଥି ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ରୀନା କୁମାରୀ ବେହେରା ଓ ସେବାଶ୍ରୀ ଭୋଇ ଏହି ଆଲୋଚନାଚକ୍ରକୁ ଉଦଘାଟନ କରିଥିଲେ। ଜିଲ୍ଲା ବିଜ୍ଞାନ ତତ୍ଵାବଧାରକ ନବଘନ ସାହୁ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ।ବିଜ୍ଞାନ ଆଲୋଚନାଚକ୍ର ର ଶୀର୍ଷକ "କ୍ଵାଣ୍ଟମ ଯୁଗର ଆରମ୍ଭ, ସମ୍ଭାବନା ଓ ଆହ୍ୱାନ" ରେ ୧୪ଗୋଟି ବ୍ଲକରେ ପୂର୍ବରୁ ଆୟୋଜିତ ହୋଇଥିବା ବ୍ଲକସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ରରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀ ଏହି ଜିଲ୍ଲାସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ।ତୁରକେଲା ବ୍ଲକ ଝରଣୀ ଓଡିଶା ଆଦର୍ଶ ବିଦ୍ୟାଳୟ ର ନବମ ଶ୍ରେଣୀ ଛାତ୍ର ରୁଦ୍ରାଂଶ ମିଶ୍ର ପ୍ରଥମ ସ୍ଥାନ ଅଧିକାର କରି ରାଜ୍ୟସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ରରେ ଅଂଶଗ୍ରହଣ କରିବା ପାଇଁ ଯୋଗ୍ୟ ବିବେଚିତ ହୋଇଥିଲେ। ଓଏଭି ପଥରଚେପା ର ନବମ ଶ୍ରେଣୀ ଛାତ୍ର ଦୁର୍ଲଭ ପୁହାଣ ଦ୍ଵିତୀୟ ସ୍ଥାନ ଓ ଟିଟିଲାଗଡ ବ୍ଲକ ଅନ୍ତର୍ଗତ ଧବଳେଶ୍ୱର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ର ଦଶମ ଶ୍ରେଣୀ ଛାତ୍ରୀ ରଶ୍ମିତା ବାରିକ ତୃତୀୟ ସ୍ଥାନ ଅଧିକାର କରିଥିଲେ। ବିଚାରକ ଭାବେ

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ର କମ୍ପୁଟର ବିଜ୍ଞାନ ବିଭାଗର ବିଭଗୀୟ ମୁଖ୍ୟ ଦେବବ୍ରତ ଦଣ୍ଡସେନା ଓ ପଦାର୍ଥ ବିଜ୍ଞାନ ବିଭାଗର ସହକାରୀ ପ୍ରଫେସର ଜିତେନ୍ଦ୍ର କୁମାର ପ୍ରଧାନ ଯୋଗ ଦେଇଥିଲେ।ଉଦଯାପନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ ଯୋଗ ଦେଇ ନିଜ ବକ୍ତବ୍ୟରେ ଦୈନନ୍ଦିନ ଜୀବନ ଚର୍ଯ୍ୟାରେ ବିଜ୍ଞାନ ର ଅବଦାନ ଅବିସ୍ମରଣୀୟ ବୋଲି କହିଥିଲେ।ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ରୀନା କୁମାରୀ ବେହେରା,ସେବାଶ୍ରୀ ଭୋଇ, ପ୍ରବୀର ପଣ୍ଡା,ସଦର ବ୍ଲକ ବିଇଓ ନୀଳମଣି ପଟେଲ ପ୍ରମୁଖ ଯୋଗଦେଇ କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରିଥିଲେ।କାର୍ଯ୍ୟକ୍ରମର ସଂଯୋଜନା ସରୋଜ ନାୟକ କରିଥିବା ବେଳେ ଦ୍ଵିତୀରଞ୍ଜନ ମହାଲିଙ୍ଗ ଧନ୍ୟବାଦ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like