-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ବୁଦା ଡାକୁଛି ଆ"ରେ ବିପଦ ଆ" ମୋ କୋଳରେ ଲୁଚି ଯା l

15-Oct-2025



ବୋଡେ଼ନ (ଚିନ୍ତାମଣି ନେତାମ)ଲୋକଙ୍କ ସୁବିଧା ଓ ସୁଶାସନ ବ୍ୟବସ୍ଥା ପାଇଁ ପଞ୍ଚାୟତ ତିଆରି କରାଗଲା ସମସ୍ତଙ୍କୁ ଜଣା ଅଛି କିନ୍ତୁ ବୁଦାଳିଆ ରାସ୍ତା ଗୁଡ଼ିକ ପଞ୍ଚାୟତକୁ ଅନ୍ୟ ଆଖିରେ ଦେଖୁଛି,ଇଙ୍ଗିତ କରୁଛି ଢିଲା ଶାସନ ବ୍ୟବସ୍ଥାକୁ । ନୂଆପଡ଼ା ଜିଲ୍ଲା ବୋଡେ଼ନ ବ୍ଲକ  ଧରଣୀମାଲ  ଠାରୁ ବାବେବିର  ପଞ୍ଚାୟତରେ ରାସ୍ତାର ଏହି ଅବସ୍ଥା ଦେଖିବାକୁ ମିଳୁଛି ।ବୁଦାମାନ ଭରିରହିଥିବା କାରଣରୁ ବିଭିନ୍ନ ବୁଲାଣିଆ ରାସ୍ତା ପାଖରେ ସାମ୍ନା ପଟରୁ ଆସୁଥିବା ଗାଡ଼ି ଗୁଡ଼ିକ ଦେଖା ଯାଉନାହିଁ ।ଆଜି କାଲି ସହର ହେଉ ଅବା ଗ୍ରାମାଞ୍ଚଳ ସବୁଠି ଗାଡ଼ି ମଟର ଚଳଚଞ୍ଚଳ ସାଙ୍ଗକୁ ଲୋକଙ୍କ ଭିଡ଼ ।ସମସ୍ତଙ୍କ ପାଇଁ ଏହି ଭଳି ଦେଖାଯାଉନଥିବା ରାସ୍ତା ଭାରି ବିପଦ, ମୁଖ୍ୟତଃ ଛୋଟ ଛୋଟ ସ୍କୁଲ ପିଲା ଓ ବଧିରଙ୍କ ପାଇଁ ଆହୁରି ବିପଦ ପୂର୍ଣ୍ଣ ।ଉଦାହରଣ ସ୍ୱରୂପ ଗୋଟିଏ ପଟରୁ ଭାରି ଯାନ ଆସୁଛି ପୁଣି ହର୍ଣ୍ଣ ମଧ୍ୟ ଦେଉଛି କିନ୍ତୁ ଅନ୍ୟ ପଟରୁ ଜଣେ ବଧିର ଲୋକ ଆସୁଛି ତେବେ ଏହି ଲୋକକୁ ହର୍ଣ୍ଣ ଶୁଭିବ କି ? ବର୍ତ୍ତମାନ ରାସ୍ତାମାନ ଏହି ପ୍ରକାର ଛୋଟ ବଡ ବୁଦା ଦ୍ଵାରା ଢାଙ୍କି ହୋଇ ରହିଛି ଯଦ୍ୱାରା କି ଦୁର୍ଘଟଣା ଘଟିବାର ସମ୍ଭାବନା ଅଛି ଏବଂ ହେଉଛି ।ଏହି ବୁଦା ଗୁଡ଼ିକୁ ବର୍ତ୍ତମାନ କାଟିବା କଥା କିନ୍ତୁ ଦୁଃଖ ଲାଗେ ଯେତେବେଳେ ବୁଦା ଗୁଡ଼ିକ ଶୁଖିଯାଏ ସେହି ସମୟରେ ଲକ୍ଷ ଲକ୍ଷ ଟଙ୍କା ସରକାରୀ କୋଷରୁ ଖର୍ଚ୍ଚ କରି ବୁଦା କଟାଯାଏ ।ଆବଶ୍ୟକ ସମୟରେ ଟଙ୍କାର ବିନିଯୋଗ କଲେ ଲୋକଙ୍କ ଭଲ ସୁବିଧା ପାଇଁ ଅର୍ଥ ଅନର୍ଥ ହେବାରୁ ବଞ୍ଚି ଯାଆନ୍ତା । ଜିଲ୍ଲା ପ୍ରଶାସନ ଓ ପଞ୍ଚାୟତ ଏଥି ପ୍ରତି ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like