-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||     

HOME   ଜିଲ୍ଲା

କୁଟାସିଂହା ଗ୍ରାମରେ ସିନ୍ଦୂର ପିନ୍ଧିଲି ଦିନକ ପାଇଁ ନାଟକ ମଞ୍ଚସ୍ଥ

15-Oct-2025



ବଲାଙ୍ଗୀର(ପ୍ରେରଣା ଖବର)- ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଆଗଲପୁର ବ୍ଲକର କୁଟାସିଂହା ଗ୍ରାମ ଠାରେ ପଶ୍ଚିମ ଓଡ଼ିଶାର ଖ୍ୟାତି ଲାଭ କରିଥିବା ଶଦ୍ଦ ନୃତ୍ୟ ର ପୃଷ୍ଠପୋଷକ ଙ୍କ ଦାୟାଦ ଶ୍ରୀମାନ ଦିନେଶ ଦାସଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଭଜମନ କଳା ପରିଷଦ ଗଠନ କରାଯାଇ କୁଟାଶିଂହା ଦୂର୍ଗା ପୂଜା କମିଟି ର ପିଲା ମାନଙ୍କୁ ନେଇ ଯାତ୍ରା ଶ୍ରୀ ମା ଅଭୟା ଦ୍ଵାରା ଏକ ସାମାଜିକ  ପ୍ରେମ ଭରା,ଦୁଃଖ ଭରା ନାଟକ ସିନ୍ଦୂର ପିନ୍ଧିଲି ଦିନକ ପାଇଁ ପରିବେଷିତ ହୋଇଯାଇଅଛି।ମୁଖ୍ୟ ବକ୍ତା ଭାବରେ ପଚିମ୍ ଓଡ଼ିଶାର ନାଟ୍ୟ ମହର୍ଷି ଭଗବାନ୍ ସାହୁଙ୍କ ପଟ୍ଟ ଶିଷ୍ୟ,ଶବ୍ଦ ନୃତ୍ୟ ଗବେଷକ ଭାଗବତ ପ୍ରଧାନ, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ, ନାଟ୍ୟ ଲେଖକ,ଗାଳ୍ପିକ ଡକ୍ଟର ସୁବାସ ପାତ୍ର ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଗ୍ରାମାଞ୍ଚଳ ରେ ଲୁଚିଥିବା କଳା କୁ ଉଦ୍ଜୀବିତ କରି କଳା ର ବିକାଶ କରିବାକୁ ସମସ୍ତ କଳାକାର ବୃନ୍ଦ କୁ ଉତ୍ସାହିତ ପ୍ରଦାନ କରିଥିଲେ।ସମ୍ମାନିତ ଅତିଥି ଭାବେ ଉଦଘୋଷକ, ଅଭିନେତା,ନାଟ୍ୟ ଗବେଷକ ରାମଜୀ ପ୍ରଧାନ ଓ ପ୍ରଦୀପ କୁମାର ସାହୁ ଯୋଗଦେଇଥିଲେ।ଏହି ନାଟକରେ ୭୭ ବର୍ଷ ବୟସ ରେ ଶବ୍ଦ ନୃତ୍ୟ ପରିବେଷଣ କରିଥିବା ଗଦାଧର ବରିହା ଙ୍କୁ ଉଚ୍ଚ ପ୍ରଶଂସିତ କରାଯାଇଥିଲା।ଏହି ନାଟକରେ ଆନନ୍ଦ ଚନ୍ଦ୍ର ପଶାୟତ  ନିର୍ଦ୍ଦେଶନା ଦେଇଥିଲେ।ସରପଞ୍ଚ ଡିଗ୍ରୀ ମେହେର,ପୂର୍ବତନ ସମିତି ସଭ୍ୟ ପ୍ରକାଶ ବେହେରାଙ୍କ ପରିଚାଳନାରେ ଏହି ନାଟକ ମଞ୍ଚସ୍ଥ ହୋଇଥିଲା।ନାଟକ ଟି ଅଞ୍ଚଳରେ ବେଶ ପ୍ରଶଂସନୀୟ ହୋଇ ପାରିଛି।ଏଥି ପାଇଁ ଦିନେଶ ଦାସ କୁ ଭୂୟସୀ ପ୍ରଶଂସା ମଧ୍ୟ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026

You Might Also Like