-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ବିଜାଖମନଠାରେ ଗୋହତ୍ୟା,ଜଣେ ଗିରଫ

15-Oct-2025



ବଲାଙ୍ଗୀର(ପ୍ରେରଣା ଖବର)-ବଲାଙ୍ଗୀର ସହରଉପକଣ୍ଠରେ ବିଭିନ୍ନ ସମୟରେ ଗୋହତ୍ୟା କରାଯାଇ ଗୋମାଂସ ରପ୍ତାନୀ କରାଯାଉଥିବା ଅଭିଯୋଗ ହୋଇଆସୁଥିଲା । ଗତକାଲି ବିଳମ୍ବିତ ରାତିରେ ବିଜାଖମନଠାରେ ଏକ ବାଛୁରୀକୁ କାଟି ତାର ମାଂସଭର୍ତ୍ତି କରୁଥିବା ବେଳେ ପୋଲିସ ଜଣେ ଅଭିଯୁକ୍ତକୁ ଗିରଫ କରିଛି । ଏହି ଘଟଣାକୁ ନେଇ ବଜରଙ୍ଗଦଳ ଓ ହିନ୍ଦୁତ୍ୱବାଦୀ ସଂଗଠନମାନେ ଗଭୀର ଉଦବେଗ ପ୍ରକାଶ କରିଛନ୍ତି । ଏନେଇ ଥାନାରେ ଏକ ମାମଲା ମଧ୍ୟ ରୁଜୁ କରାଯାଇ ଅଭିଯୁକ୍ତକୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି । ଅଭିଯୋଗରୁ ପ୍ରକାଶ ଯେ,ବଲାଙ୍ଗୀର ସହର ଉପକଣ୍ଠରେ ପୌରାଞ୍ଚଳର ବିଜାଖମନଠାରେ ରାତି ୯ଟା ବେଳେ ଏକ ଖୋଲାପଡିଆରେ ଏକ ବାଛୁରୀକୁ କିଛିଲୋକ କାଟୁଥିଲେ । ପଡିଆ ନିକଟକୁ ଶୌଚପାଇଁ ଯାଇଥିବା ସେହି ବିଜାଖମନର ସର୍ବେଶ୍ୱର ରଣା ଏହା ଦେଖି ବଜରଙ୍ଗଦଳର କର୍ମକର୍ତ୍ତା ଓ ପୋଲିସକୁ ଖବର ଦେଇଥିଲେ । ତେବେ ସର୍ବେଶ୍ୱରକୁ ଗୋହତ୍ୟାକାରୀମାନେ ପୋଲିସ ଖବରକଲର ଜୀବନରେ ମାରିଦେବାକୁ ଧମକ ମଧ୍ୟ ଦେଇଥିବା ଅଭିଯୋଗ ହୋଇଛି । ଆଦର୍ଶଥାନାର ଆଇଆଇସି ଅବନୀ ସାହୁ ସଦଳବଳେ ପହଞ୍ଚିଲା ବେଳକୁ ବାଛୁରୀକୁ କାଟି ମାଂସକୁ ଭର୍ତ୍ତି କରାଯାଉଥିଲା । ଅନ୍ୟ କିଛିଲୋକ ସେଠାରୁ ଦୌଡି ଫେରାର ଥିବା ବେଳେ ଅବନୀ ନନ୍ଦ ନାମକ ଜଣେ ଯୁବକ ପୋଲିସ ହାତରେ ଧରାପଡିଥିôଲା । ପୋଲିସ ଅବନୀକୁ ଘଟଣା ସ୍ଥଳରୁ ଗିରଫ କରି ଆଣି ପଚରାଉଚୁରା କରି ଆଜି ଏକ ମାମଲା ରୁଜୁ କରି କୋର୍ଟକୁ ଚାଲାଣ କରିଛି । ସର୍ବେଶ୍ୱର ରଣାଙ୍କ ଲିଖିତ ଅଭିଯୋଗ ପରେ ପୋଲିସ ଅଧିକ ତଦନ୍ତ ଆରମ୍ଭ କରିବା ସହିତ ଅନ୍ୟ ଅଭିଯୁକ୍ତମାନଙ୍କୁ ଖୋଜୁଛି । ଏହି ଘଟଣାକୁ ନେଇ ବଜରଙ୍ଗଦଳର କର୍ମକର୍ତ୍ତାଙ୍କ ମଧ୍ୟରେ ଗଭୀର ଉଦବେଗ ପ୍ରକାଶ ପାଇଛି ଓ ପୂର୍ବରୁ ଗୋହତ୍ୟାନେଇ କରାଯାଉଥିବା ଅଭିଯୋଗ ସତ୍ୟ ହୋଇଛି ବୋଲି ଗୋସେବକ କାହ୍ନା ଶତପଥି ଓ ବଜରଙ୍ଗଦଳର ସୌମ୍ୟରଂଜନ ମିଶ୍ର କହିଛନ୍ତି । ନୀୟମିତ ବ୍ୟବଧାନରେ ଏହି ଅଞ୍ଚଳରେ ଗୋହତ୍ୟା କରାଯାଇ ମାଂସ ରପ୍ତାନୀ କରୁଥିବା ଅଭିଯୋଗ କରାଯାଇଛି । ବଲାଙ୍ଗୀର ଭଳି ଶାନ୍ତିପ୍ରିୟ ଅଞ୍ଚଳରେ କେହି ଗୋମାଂସ ଖାଉନଥିବା ବେଳେ ବାହାରୁ ଆସିଥିବା ରୋହିଙ୍ଗ୍ୟାମାନଙ୍କ ପାଇଁ କିଛିଲୋକ ଗୋହତ୍ୟା କରି ମାଂସ ରପ୍ତାନୀ କରୁଥିବା ଅଭିଯୋଗ ହୋଇଛି । ରାଜ୍ୟରେ ଗୋହତ୍ୟାକୁ ବେଆଇନ ବୋଲି ଧରାଯାଉଥିବା ବେଳେ ବଲାଙ୍ଗୀରରେ ମାଂସପାଇଁ ଗୋହତ୍ୟା କରାଯାଉଥିବା ଘଟଣା ସମସ୍ତଙ୍କୁ ବ୍ୟଥିତ କରିଛି । ପୋଲିସ ପ୍ରଶାସନ ତୁରନ୍ତ ଏଦିଗରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି ହେଉଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like