-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

*ନବରଙ୍ଗପୁର ଜିଲ୍ଲାରେ କୁପୋଷଣର ଶିକାର ହୋଇଥିବା ଶିଶୁ ଖାଉଛନ୍ତି ଏକ୍ସପାଇର ତାରିଖ ଥିବା ବର୍ଦ୍ଧିତ ଛତୁଆ*

15-Oct-2025



ନବରଙ୍ଗପୁର(ପ୍ରିୟଦର୍ଶିନୀ ପାତ୍ର)
ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳଗୁଡ଼ିକରେ ଶିଶୁ ମୃତ୍ୟୁହାର ହ୍ରାସ କରିବା ପାଇଁ ବିଭିନ୍ନ ଯୋଜନାରେ ଅର୍ଥ ବ୍ୟୟ କରୁଛନ୍ତି। ଯେପରି ଶିଶୁଟିଏ ଗ୍ରାମାଞ୍ଚଳରେ ଭିଟାମିନ ଅଭାବରୁ କୁପୋଷଣର ଶିକାର ନ ହୁଏ, ସେଥିପାଇଁ ସରକାର ପ୍ରତି ଗ୍ରାମରେ ସମନ୍ବିତ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଅଙ୍ଗନୱାଡି କେନ୍ଦ୍ର ଖୋଲାଯାଇଛି। ପ୍ରତ୍ୟେକ କେନ୍ଦ୍ରରେ ଗର୍ଭବତୀ, ପ୍ରସୂତି ମହିଳା ଓ ଶିଶୁମାନଙ୍କୁ ସକାଳ ଜଳଖିଆ ଓ ରନ୍ଧାଖାଦ୍ୟ, ଅଣ୍ଡା, ପୁଷ୍ଟିକରଯୁକ୍ତ ଛତୁଆ ଆଦି ଯୋଗାଇ ଦେଉଛନ୍ତି। ମାତ୍ର ଏହା ସତ୍ତ୍ୱେ ଗ୍ରାମାଞ୍ଚଳରେ କୁପୋଷଣର ଶିକାର ଶିଶୁ ହେଉଛନ୍ତି ବୋଲି ଅଭିଭାବକ ମହଲରେ ଚିନ୍ତା ପ୍ରକଟ କଲେଣି। ତେବେ କେଉଁଠି ରହୁଛି ତ୍ରୁଟି, କାହିଁକି କୁପୋଷଣର ଶିକାର ଶିଶୁ ହେଉଛନ୍ତି ତାହାର ତଦନ୍ତ କରାଯାଉ ନାହିଁ। ଏହା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାରେ। କୁପୋଷଣର ଶିକାର ହୋଇଥିବା ଶିଶୁମାନଙ୍କୁ ବର୍ଦ୍ଧିତ ଛତୁଆ ଯୋଗାଣ ଦାୟିତ୍ୱ ଜିଲାର ତେନ୍ତୁଳୀଖୁଣ୍ଟି ବ୍ଲକର ଚାରାମୂଳା ଗ୍ରାମର ମା ମାଣିକେଶ୍ବରୀ ସ୍ବୟଂ ସହାୟକ ଗୋଷ୍ଠୀ ନେଇଛି ଏବଂ ଜିଲ୍ଲାର 10ଗଟି ବ୍ଲକରେ ବର୍ଦ୍ଧିତ ଛତୁଆ ଯୋଗାଉଛି। ବଡ଼ ଦୁଃଖର ବିଷୟ, କୋମଳମତି ଶିଶୁମାନଙ୍କୁ ଯୋଗାଇ ଦିଆଯାଉଥିବା ବର୍ଦ୍ଧିତ ଛତୁଆ ୧୦୦ ଗ୍ରାମ ପ୍ୟାକେଟକୁ ଫୁଟା ପାଣି କିମ୍ବା କ୍ଷୀର ମିଶାଇ ଅର୍ଦ୍ଧ ତରଳ ମଣ୍ଡ ପ୍ରସ୍ତୁତ କରାଯିବା ପରେ ଶିଶୁଙ୍କୁ ଦିଆଯାଇଥାଏ। ଏହି ଛତୁଆ ପ୍ୟାକେଟ ଖୋଲାଯିବାର ଏକ ଘଣ୍ଟା ମଧ୍ୟରେ ବ୍ୟବହାର କରିବା ଉଚିତ ବୋଲି ପ୍ୟାକେଟରେ ଉଲ୍ଲେଖ ରହିଛି। ଏହା ଏକ ମାସ ମଧ୍ୟରେ ଖାଇବା ଦରକାର ବୋଲି ଲେଖାଯାଇଛି। ତେବେ ଛତୁଆ ପ୍ରସ୍ତୁତକାରୀ ସଂସ୍ଥା ପ୍ୟାକେଟିଂ କଲା ବେଳେ କିପରି ପ୍ରସ୍ତୁତି ତାରିଖ ଓ ଅବଧି ଶେଷ ତାରିଖ ଲେଖାଗଲା ନାହିଁ ବୋଲି ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି।କିଛି ଛତୁଆ ପେକେଟ ରେ ତ 6/7ମାସ ପୁରୁଣ ତାରିଖ ରହିଛି ଯଥା 23.01.2025। ଜିଲ୍ଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାର ଆବଶ୍ୟକତା ରହିଛି। କାରଣ ବିଭିନ୍ନ ବ୍ଲକରେ ଶିଶୁମାନଙ୍କ ପାଇଁ ଛତୁଆ ପ୍ରସ୍ତୁତ କରୁଥିବା ସଂସ୍ଥାଗୁଡ଼ିକ ବିଭାଗ ପକ୍ଷରୁ ପ୍ରତି ମାସରେ ଛତୁଆ ପ୍ରସ୍ତୁତ ହେଉଥିବା ସମୟରେ ମାନ ନିର୍ଦ୍ଧାରଣ କରିବାକୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ କ୍ଷେତ୍ର ପରିଦର୍ଶନ କରି ଭିଡିଓ କ୍ଲିପିଂ କରିବାର ବ୍ୟବସ୍ଥା ଥିଲେ ମଧ୍ୟ ତାହା କରିବାରେ ବିଭାଗ ବିଫଳ ହେଉଛି ବୋଲି ବୁଦ୍ଧିଜୀବୀ ମାନେ ପ୍ରଶ୍ନ ଉଠାଇଛନ୍ତି। ଅବଧି ନ ଥିବା ବର୍ଦ୍ଧିତ ଛତୁଆ ଖାଇ ଯଦି ଶିଶୁଙ୍କ କିଛି କ୍ଷତି ହୁଏ, ଏଥିପାଇଁ କିଏ ଉତ୍ତରଦାୟୀ ରହିବ ବୋଲି ଅଭିଭାବକମାନେ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ଜିଲ୍ଲା ଶିଶୁଵିକାଶ ପ୍ରକଳ୍ପ ଅଧିକାରିଣୀଙ୍କୁ ଯୋଗାଯୋଗ କରିବା ପାଇଁ ଚେଷ୍ଟା କରିଥିଲୁ କିନ୍ତୁ ଯୋଗାଯୋଗ ହୋ ପାତ୍ର, ନବରଙ୍ଗପୁର ଇ ପାରିଲା ନାହିଁ।ଏଭଳି ସମ୍ବେଧାନ ସିଲ ପରିସ୍ଥିତି ରେ ଜିଲ୍ଲାପାଳ ହସ୍ତକ୍ଷେପ କରି ବର୍ଦ୍ଧିତ ଛତୁର ମାନ ଯାଞ୍ଚ କରିବା ନିହାତି ଆବଶ୍ୟକ ଅଟେ।

ବିଦ୍ର:-ଛତୁଆ ପେକେଟରେ ଅବଧି ତାରିଖ ଓ ଅବଧି ଶେଷ ତାରିଖ ଲେଖାନାହିଁ


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like