-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ବିଶ୍ଵ ହାତ ଧୁଆ ଦିବସ ପାଳିତ: ସଫା ହାତ ସମଙ୍କୁ ସୁସ୍ଥ ରଖେ: ଦିବସର ପ୍ରତିଫଳନ ହେଉ

15-Oct-2025



୧୧/୧୦-(ପ୍ରେରଣା ଖବର) :ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ  ବିଦ୍ୟାଳୟ ମାୟାବର୍ହା ଠାରେ  ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ. ରବିଚନ୍ଦ୍ର ପଶାୟତଙ୍କ ସଭାପତିତ୍ବରେ ସହିଦ ଭଗତ ସିଂହ ସ୍କାଉଟ ଟ୍ରୁପ  ଓ ଜୁନିୟର ରେଡ କ୍ରସ ୟୁନିଟ ତରଫରୁ ବିଶ୍ଵ ହାତ ଧୁଆ ଦିବସ ପାଳିତ  ହୋଇଯାଇଛି । କାର୍ଯ୍ୟକ୍ରମକୁ ବରିଷ୍ଠ ଶିକ୍ଷକ ଦୀନବନ୍ଧୁ ପ୍ରଧାନ  ସଂଯୋଜନା କରିଥିଲେ ଓ  ସୁସ୍ଥ ହାତ ଧୋଇବାର ଅଭ୍ୟାସ ଆମ ସମସ୍ତଙ୍କ ଧ୍ୟେୟ ହେଉ ବୋଲି ମତବ୍ୟକ୍ତ କରିଥିଲେ। ମାୟାବର୍ହା ଉପସ୍ବାସ୍ଥ୍ୟ କେନ୍ଦ୍ର ତଥା ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ର ସ୍ବାସ୍ଥ୍ୟ ଅଧିକାରୀ ପୌରବୀ କର୍ମୀ ଓ ଶିକ୍ଷାବିତ୍ ଭକ୍ତ ଭୋଇ ସମ୍ମାନିତ ଅତିଥି ଭାବରେ ଯୋଗଦେଇ  ଛାତ୍ରଛାତ୍ରୀ ମାନଙ୍କୁ ଉଦବୋଧନ ଦେଇଥିଲେ । ଜୁନିଅର ରେଡକ୍ରସ କାଉନସିଲର ରାଜୁ ମେହେର ହାତ ଧୋଇବାର ବିଭିନ୍ନ ସୋପାନ ପ୍ରଦର୍ଶନ କରିଥିଲେ। ବିଦ୍ୟାଳୟର ସ୍କାଉଟ ଛାତ୍ର ଓ ଜୁନିଅର ରେଡକ୍ରସ ଛାତ୍ରୀ ମାନେ ସୋପାନ ଅନୁସାରେ ହାତ ଧୋଇବା  ଅଭ୍ୟାସ କରିଥିଲେ !

ଶେଷରେ ସ୍କାଉଟ ମାଷ୍ଟର ଚିନ୍ମୟ ଦାସ ଧନ୍ୟବାଦ ଅର୍ପଣ କରିଥିଲେ।
ଅନ୍ୟ ମାନଙ୍କ ମଧ୍ୟରେ ସଞ୍ଜୀବ କୁମାର ପୁଝାରୀ, ମନୋଜ କୁମାର ପୂଜାରୀ, ସମ୍ପଦ ଖମାରୀ, କିରଣ ପୁଟେଲ, ସ୍ନିଗ୍ଧା ପଧାନ, ମିନକେତନ ଦାସ, ବିଭୀଷଣ ଖମାରୀ, ସୁରଜ୍ ଖମାରୀ,ସମିର ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like